Sign in
Sign in
Recover your password.
A password will be e-mailed to you.
ଜୈବ ସାର ଉତ୍ପାଦନ କେନ୍ଦ୍ର ପରିଦର୍ଶନ କଲେ କୃଷି ବିଶେଷଜ୍ଞ:ବିଷ ଖାଇବା ନାହିଁ କି ବିଷ ଖୁଆଇବା ନାହିଁ…
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକର ବିଭିନ୍ନ ସ୍ଥାନ ପରିଦର୍ଶନ କରି ଆଳୀ ଫାଉଣ୍ଡେସନ ଫର ଇକୋଲୋଜିକାଲ ସିକ୍ୟୁରିଟି (ଏଫ. ଇ.ଏସ) ରାଜ୍ୟ ସଂଗଠନର କୃଷି ବିଶେଷଜ୍ଞ ଶ୍ରୀଧର ବେହେରା, ଜୈବିକ ହାଟ ବଜାର ପରିଚାଳିକା ଅରୁଣିମା ସ୍ୱାଇଁ, ନୟାଗଡ଼ ଜିଲ୍ଲା ସଂଯୋଜକ ନିତ୍ୟାନନ୍ଦ!-->…
ମନ୍ତ୍ରୀ ଓ ବିଧାୟକ ଙ୍କ ବୋଲ ନମାନିବା,ଏଜେଣ୍ଟ ନହେବା ପଡିଲା ମହଙ୍ଗା…!
ସ୍ୱଳ୍ପ ସମୟ ମଧ୍ୟରେ ହେଲା ଆସିକା ବିଡ଼ିଓ ଙ୍କ ବଦଳୀ…..!
ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ
ମାଲକାନଗିରି : ବିଶିଷ୍ଟ ରାଜନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ମାଲକାନଗିରି ଜିଲ୍ଲା ରେ ପାଳିତ ହୋଇଯାଇଛି । ଆଜି ମାଲକାନଗିରି ଜିଲ୍ଲା ସଦର ମହାକୁମା ସ୍ଥିତ ବଙ୍ଗାଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ହରେକୃଷ୍ଣ!-->…
ଧର୍ମାନ୍ତରୀକରଣ ବିରୋଧରେ ତାତିଲେ ଗାଁ ମହିଳା
ମାଲକାନଗିରି : କୁଡୁମୁଲୁଗୁମ୍ମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନାଲିଗୁଡା ଓ ରେନସୁଭାଟା ଗାଁ ମହିଳା ମାନେ ଧର୍ମାନ୍ତରୀକରଣ ଓ ଏହାର କାର୍ପେଟଦାର ମାନଙ୍କ ବିରୋଧରେ ଏକଜୁଟ ହେବାସହ ଲିଖିତ ଆକାରରେ କୁଡୁମୁଲୁଗୁମ୍ମା ଫାଣ୍ଡିରେ ଏତଲା ଦେଇଛନ୍ତି । ପ୍ରକାଶ ଥାଉକି ଯେ ଗତ ୧୬ ତାରିଖରେ ନାଲିଗୁଡା!-->…
ଆରମ୍ଭ ହେଲା ପରାବର୍ତ୍ତନ ବା ଘରବାହୁଡାର ପର୍ବ – ପୁଣି ନୂଆଯୁଗ ଆସିବ
ମାଥିଲି : ଆଜି ଠାରୁ ଆରମ୍ଭ ହେଲା ଛତିଶଗଡ ଓଡିଶା ସୀମା ସୋଡିଗୁଡା ଗାଁରୁ ପରାବର୍ତ୍ତନ ର ପର୍ବ l କିଛି ବର୍ଷତଳେ କୋୟା ଜନଜାତଟି ରୁ ଅଲଗା ହୋଇ ଖ୍ରୀଷ୍ଟ ଦିକ୍ଷିତ ସମାଜରେ ପରିବର୍ତ୍ତିତ ହୋଇଥିବା 17 ଟି ପରିବାରର ସମସ୍ତ ସଦସ୍ୟ ନିଜର ଭୁଲ ବୁଝିପାରି ଆଜି ସର୍ବ ସହମତିରେ କମାରପାଲି ସରପଞ୍ଚ!-->…
କଲକାତା ଓ ଝାଡଖଣ୍ଡର ୪୦ରୁ ଅଧିକ ସ୍ଥାନରେ ଇଡି ରେଡ୍
ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ୪୦ରୁ ଅଧିକ ସ୍ଥାନରେ ଏକା ସମୟରେ ଚଢାଉ କରିଛନ୍ତି । କୋଇଲା ଚୋରି ଏବଂ ଅବୈଧ ଖଣି ଖନନ ଅଭିଯୋଗରେ ଅଭିଯୁକ୍ତ ନେଟୱାର୍କ ଗୁଡ଼ିକୁ ଟାର୍ଗେଟ କରିଛି ଇଡି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଶୁକ୍ରବାର ଦିନ ପ୍ରମୁଖ!-->…
୨୦ ବର୍ଷ ପରେ ବଦଳିଲେ ବିହାର ଗୃହବିଭାଗ ମନ୍ତ୍ରୀ, ନୀତିଶଙ୍କଠାରୁ ଦାୟିତ୍ୱ ନେଲେ ସମ୍ରାଟ
ପାଟଣା: ନୀତଶ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନ କରାଯାଇଛି। ୨୦ ବର୍ଷ ପରେ ନୀତିଶ କୁମାର ଗୃହ ବିଭାଗ ଛାଡ଼ିଛନ୍ତି। ଏହି ବିଭାଗ ବିଜେପି ପାଖକୁ ଚାଲିଯାଇଛି । ଉପ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ଗୃହ ବିଭାଗର ଦାୟିତ୍ୱ ସମ୍ଭାଳିବେ । ଏବେ ଅର୍ଥ ବିଭାଗ ଜେ଼ଡିୟୁ ହାତରେ । ବିଜେନ୍ଦ୍ର ଯାଦବ!-->…
G20 ସମ୍ମିଳନୀରେ ଯୋଗ ଦେବା ଲାଗି ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ତିନି ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଆଫ୍ରିକାରେ ଅନୁଷ୍ଠିତ ହେଉଥିବା ପ୍ରଥମ G20 ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକାର ଜୋହାନ୍ସ ବର୍ଗ ଅଭିମୁଖେ ଯାତ୍ରା କରିଛନ୍ତି। ଯିବା!-->…
ସାରା ଦେଶରେ ୪ ନୂଆ ଲେବର କୋଡ ଲାଗୁ କଲେ ମୋଦୀ ସରକାର
ନୂଆଦିଲ୍ଲୀ : ମୋଦୀ ସରକାର ୨୧ ନଭେମ୍ବରରୁ ସାରା ଦେଶରେ ଚାରୋଟି ନୂଆ ଲେବର୍ କୋଡ୍ ଲାଗୁ କରିଛନ୍ତି । ଏଥିରେ ସର୍ବନିମ୍ନ ଦରମା, ନିଯୁକ୍ତ ପତ୍ର, ସମାନ କାମକୁ ସମାନ ଦରମା,ସାମାଜିକ ସୁରକ୍ଷା , ଓଭର୍ଟାଇମ୍କଲେ ଦୁଇ ଗୁଣା ଦରମା,ଫିକ୍ସ ଟର୍ମ ଗ୍ରାଚୁଟି ଏବଂ ଅସୁରିକ୍ଷିତ ସ୍ଥାନରେ ୧୦୦!-->…
ବାଂଲାଦେଶରେ ତୀବ୍ରତା ୫.୭ ଭୂମିକମ୍ପ, ୩ ମୃତ
ବାଂଲାଦେଶ: ଆଜି ସକାଳ ୧୦:୧୦ରେ ବାଂଲାଦେଶର ବିଭିନ୍ନ ଜିଲ୍ଲାରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲ ଏହାର ତୀବ୍ରତା ୫.୭ ମାପିଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶ ଥିଲା । ଯାହା ଫଳରେ ପ୍ରାୟ ୧୭ ସେକେଣ୍ଡ ପାଇଁ ଭୂମି ଥରି ଉଠିଥିଲା, ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ!-->…