Sign in
Sign in
Recover your password.
A password will be e-mailed to you.
ଗଞ୍ଜାମ ଜିଲ୍ଲାର ମାଫିଆ ମାନେ ବାବୁ ମାନଙ୍କ ଭାଗ୍ୟ ବିଧାତା : ବୋଲ ନମାନିଲେ ଜିଲ୍ଲା ଛାଡିବାକୁ ବାଧ୍ୟ…!
ବ୍ରହ୍ମପୁର: ଡ଼ବଲ ଇଞ୍ଜିନ ସରକାର ଆସିବା ପରେ ବାଲି ମାଫିଆ ଜମି ମାଫିଆ ଏବଂ ମଦ ମାଫିଆ ମାନଙ୍କ ମନ ମାନି ବଢ଼ିବାରେ ଲାଗିଛି। ବାଲି ମାଫିଆ ମାନେ ସ୍ଥାନୀୟ ନେତାଙ୍କ ସହ ହାତକୁ ହାତ ମିଶାଇବା ଫଳରେ ମାଫିଆ ମାନେ ନେତା ମାନଙ୍କ ଗେଲ୍ହା ପୁଅ ସାଜିଥିବା ଏବେ ଚର୍ଚ୍ଚା ହେଉଛି। ନେତାଙ୍କ ପୋଷା!-->…
ଏସ.ଆଇ. ପରୀକ୍ଷା ଦୁର୍ନୀତି ମାମଲା: ତିନି ମୁଖ୍ୟ ଅଭିଯୁକ୍ତଙ୍କ ଜାମିନ ଖାରଜ, ସିବିଆଇର ମାମଲା ସ୍ଥାନାନ୍ତର…
ବ୍ରହ୍ମପୁର : ଓଡ଼ିଶାରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ପୋଲିସ୍ ସବ୍-ଇନ୍ସପେକ୍ଟର (SI) ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ ଥିଲା। ମାନ୍ୟବର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଏହି ମାମଲାରେ ଗିରଫ ହୋଇଥିବା ତିନିଜଣ ମୁଖ୍ୟ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ!-->…
ଏକଥରକେ ଭଗବତ ଗୀତା ଗାଇଲେ ୩୫ ହଜାର ଛାତ୍ରଛାତ୍ରୀ…
ବ୍ରହ୍ମପୁର : ଆଜି ବ୍ରହ୍ମପୁର ଚିନ୍ମୟ ମିଶନ ପକ୍ଷରୁ ସାମୁହିକ ଗୀତା ପାଠ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ସହରର ୧୦୦ରୁ ଅଧିକ ସ୍କୁଲ ଓ କଲେଜର ୩୫ ହଜାରରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀମାନେ ସାମିଲ ହୋଇଥିଲେ । ପ୍ରଥମେ ବର୍ତ୍ତମାନର ସମାଜରେ ଗୀତାର ଗୁରୁତ୍ବ କେତେ ରହିଛି ସେ ନେଇ!-->…
ଋଷିକୁଲ୍ୟା ମୁହାଁଣରେ ଅଲିଭ ରିଡଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ: ବନ ବିଭାଗ ତତ୍ପର
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ବନ୍ଦ ନିକଟ ଋଷିକୂଲ୍ୟା ମୁହାଣ ସମୁଦ୍ର ଅଂଚଳରେ ବିରଳ ସାମୁଦ୍ରିକ କଇଁଚ୍ଛ ଅଲିଭ ରିଡଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି। ସମୁଦ୍ର ମଧ୍ୟରେ ଯୋଡ଼ା ଯୋଡ଼ା ହୋଇ କଇଁଚ୍ଛମାନଙ୍କୁ ପାଣିରେ ଭାସମାନ!-->…
ଏସଆଇଆର ବନ୍ଦ କରିବା ଲାଗି ନିର୍ବାଚନ କମିସନଙ୍କୁ ପତ୍ର ଲେଖିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଭୋଟର ତାଲିକାର ଚାଲିଥିବା ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ରାଜନୈତିକ ଲଢ଼େଇ ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଚିଠି ଲେଖି ଏହି ପ୍ରକ୍ରିୟାକୁ "ବିପଜ୍ଜନକ" ବୋଲି କହିଛନ୍ତି ଏବଂ!-->…
କାଶ୍ମୀର ଟାଇମ୍ସ ଅଫିସରେ ଚଢଉ: ବନ୍ଧୁକ ଓ ଗୁଳି ଜବତ କଲା ପୁଲିସ
ଜାମ୍ମୁ କାଶ୍ମୀର: ଜାମ୍ମୁ-କାଶ୍ମୀର ପୁଲିସର ଷ୍ଟେଟ୍ ଇନଭେଷ୍ଟିଗେସନ ଏଜେନ୍ସି(ଏସଆଇଏ) ଗୁରୁବାର ସକାଳେ ଜାମ୍ମୁସ୍ଥିତ କାଶ୍ମୀର ଟାଇମ୍ସ ଖବରକାଗଜ ମୁଖ୍ୟ କାର୍ଯ୍ୟାଳୟରେ ଚଢଉ କରିଛି। ଚଢଉରେ କାର୍ଯ୍ୟାଳୟରୁ ଏକେ ରାଇଫଲ୍ସ, ପିସ୍ତଲ ଗୁଳି ଓ ହ୍ୟାଣ୍ଡ ଗ୍ରେନେଡର ପିନ୍ ଜବତ ହୋଇଛି। କାଶ୍ମୀର!-->…
୫ ଶାବକ ଜନ୍ମ ଦେଲା ଚିତା ମୁଖୀ
ନୂଆଦିଲ୍ଲୀ: କୁନୋ ଜାତୀୟ ଉଦ୍ୟାନରୁ ଗୁରୁବାର ପୁଣି ଖୁସିଖବର ଆସିଛି। ଏଠାରେ ପ୍ରଥମ ଭାରତୀୟ ମାଈ ଚିତା ମୁଖୀ ୫ ଶାବକଙ୍କୁ ଜନ୍ମ ଦେଇଛି। ଭାରତରେ ଜନ୍ମିତ ୩୩ ମାସର ଚିତା ମୁଖୀ ମା’ ହେବା ‘ଚିତା ପ୍ରକଳ୍ପ’ର ବଡ ଉପଲବ୍ଧି କୁହାଯାଉଛି। ଶାବକ ଜନ୍ମ ନେଇ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏବଂ!-->…
ଦିଲ୍ଲୀ କାର ବିସ୍ଫୋରଣ ମାମଲା: ଛାତ୍ରଛାତ୍ରୀଙ୍କଠାରୁ ୪୧୫ କୋଟି ଠକିଛି ଅଲ୍ ଫଲାହ
ନୂଆଦିଲ୍ଲୀ: ଦିଲ୍ଲୀ କାର ବିସ୍ଫୋରଣ ମାମଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଘଟଣା ପଛର ଷଡ଼ଯନ୍ତ୍ରକାରୀମାନେ ହରିୟାଣାର ଅଲ ଫଲାହ ବିଶ୍ଵବିଦ୍ୟାଳୟରୁ ଅଧ୍ୟୟନ କରିଥିବାବେଳେ ଏହି ଶିକ୍ଷାନୁଷ୍ଠାନ ଶିକ୍ଷା ଆଢୁଆଳରେ ‘ହ୍ବାଇଟ୍ କଲାର ଟେରର ମଡ୍ୟୁଲ’ ଅର୍ଥାତ ଆତଙ୍କବାଦ ପାଇଁ!-->…
ରବର୍ଟ ଭଦ୍ରାଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ କଲା ଇଡି
ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବ୍ୟବସାୟୀ ରବର୍ଟ ଭଦ୍ରାଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ କରିଛି। ଏହି ଚାର୍ଜସିଟ ଇଂଲଣ୍ଡର ଡିଫେନ୍ସ ଡିଲର ସଞ୍ଜୟ ଭଣ୍ଡାରୀଙ୍କ ସହ ଜଡିତ ଅର୍ଥ ହେରଫେର ମାମଲାରେ ଦାୟର ହୋଇଛି। ବିଦେଶୀ ସମ୍ପତ୍ତି ଓ ଅବୈଧ ଆର୍ଥିକ ନେଣଦେଣର ପୁରୁଣା ଅଭିଯୋଗର!-->…
ଅଲ୍-ଫଲାହ ବିଶ୍ୱବିଦ୍ୟାଳୟରୁ ୧୦ ନିଖୋଜ: ଇଡି
ନୂଆଦିଲ୍ଲୀ: ଦିଲ୍ଳୀ ବିସ୍ଫୋରଣ ଘଟଣାର ତଦନ୍ତ କରି ବଡ଼ ସୂଚନା ଦେଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଇଡି ଦାବି କରିଛି ଯେ ଅଲ୍-ଫଲାହ ଅଧ୍ୟକ୍ଷ ବିଦେଶ ପଳାଇବାକୁ ଚେଷ୍ଟା କରୁଥିଲେ ଏବଂ ବିଶ୍ୱବିଦ୍ୟାଳୟରୁ ୧୦ ଜଣ ନିଖୋଜ ଅଛନ୍ତି ।
ଦିଲ୍ଲୀ ବିସ୍ଫୋରଣରେ ସମ୍ପୃକ୍ତ!-->!-->!-->…