RTO ଅଫିସ ଆଗରେ ଦଲାଲଗିରି, ୯ ଗିରଫ

ଭୁବନେଶ୍ବର: ମହଙ୍ଗା ପଡିଲା RTO ଅଫିସ ସାମ୍ନାରେ ଦଲାଲ ଗିରି । ୯ଜଣ ଦଲାଲଙ୍କୁ ବାନ୍ଧିବା କମିସନରେଟ ପୋଲିସ । ଆରଟିଓ ଭୁବନେଶ୍ୱର ୧ ଆଗରେ ଦଲାଲରାଜ କରୁଥିବା 9ଜଣ ଦଲାଲଙ୍କୁ ଗିରଫ କରିଛି ପୋଲିସ । ୯ଟି ଲାପଟପ୍ ସହ ୨ଟି ପ୍ରିଣ୍ଟର ଜବତ କରିଛି ସହୀଦ ନଗର ଥାନା ପୋଲିସ । DL,NOC,RC ଓ

ଯୁବତୀଙ୍କୁ ପ୍ରେମ ପ୍ରତାରଣା: ଏୟାର ଫୋର୍ସ ଯବାନ ଗିରଫ

ଭୁବନେଶ୍ବର: ମହଙ୍ଗା ପଡିଲା ଯୁବତୀଙ୍କୁ ପ୍ରେମ ପ୍ରତାରଣା । ବନ୍ଧା ହେଲେ ଏୟାର ଫୋର୍ସର ଯବାନ । ଗୋଲକ ବିହାରୀ ଦିକ୍ଷିତଙ୍କୁ ଭୁବନେଶ୍ବର ମାର୍କେଟ ବିଲ୍ଡିଂରୁ ଗିରଫ କଲା ବଡଗଡ ଥାନା ପୋଲିସ । ଗିରଫ ଯବାନଙ୍କ ଘର ନୟାଗଡ଼ା ଇଟାମାଟି ଅଞ୍ଚଳରେ । ସେ ଲଦାଖରେ କାର୍ଯ୍ୟରତ ଥିଲେ। ବଡଗଡ

ଆନ୍ଧ୍ର-ଓଡ଼ିଶା ସୀମାରେ ସର୍ଚ୍ଚ ଅପରେସନ, ବନ୍ଧା ହେଲେ ୫୦ ମାଓବାଦୀ

ଭୁବନେଶ୍ବର: ୫୦ ମାଓବାଦୀ ଗିରଫ । ଆନ୍ଧ୍ର-ଓଡ଼ିଶା ସୀମାରେ ବଡ଼ ଧରଣର ସର୍ଚ୍ଚ ଅପରେସନ। ୫୦ ସିପିଆଇ ମାଓବାଦୀଙ୍କୁ ଗିରଫ କଲେ ସୁରକ୍ଷାକର୍ମୀ । କ୍ରିଷ୍ଣା, ଏଲୁରୁ, ଏନଟିଆର ବିଜୟୱାଡା, କାକିନାଡ଼ା କୋଣାସୀମାରୁ ଗିରଫ । ସବୁ ମାଓବାଦୀ ଦକ୍ଷିଣ ବସ୍ତର ଓ ଦଣ୍ଡକାରଣ୍ୟ ଡିଭିଜନର ।

ସୀମାନ୍ତ ଆନ୍ଧ୍ର ଜଙ୍ଗଲରେ ଏନକାଉଣ୍ଟର, ୭ ମାଓବାଦୀ ମୃତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ର ମାରେଡମଲ୍ଲୀ ଜଙ୍ଗଲରେ ଏନକାଉଣ୍ଟର । ୭ ମାଓବାଦୀ ନିହତ ହୋଇଛନ୍ତି । ମୃତ ମାଓବାଦୀଙ୍କ ମଧ୍ୟରେ ୪ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି । ଏନକାଉଣ୍ଟରରେ ଟପ ମାଓବାଦୀ ଶଙ୍କର ନିହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ଦୁଇଟି

୬୯ ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାର ଉଦଘାଟନୀ ଉତ୍ସଵ

ବଣାଇ : ବଣାଇ ରାଜା ଧରଣୀଧର ଖେଳ ପଡିଆ ଠାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ସୁନ୍ଦର ଗଡ଼ ଜ଼ିଲ୍ଲା ବିଦ୍ୟାଳୟ ସମୂହ କ୍ରୀଡା ସଂଗଠନ ଆନୁକୂଲ୍ୟରେ 69 ତମ ଓଡିଶା ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ କବାଡି ପ୍ରତିଯୋଗିତାର ଉଦଘାଟନୀ ଦିବସରେ ଜ଼ିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ମୁରଲୀଧର

ଚିପ୍ସ ପ୍ୟାକେଟରେ ଥିବା ଖେଳନା ଗିଳି ଶିଶୁ ମୃତ

ବାଲିଗୁଡ଼ା: ଏମିତି ବି ଆସେ ମୃତ୍ୟୁ। ବାଲିଗୁଡା ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଶିକରମାହା ଗାଁରେ ଅଭାବନୀୟ ଘଟଣା ଘଟିଛି। ଚିପ୍ସ ପ୍ୟାକେଟ ଭିତରେ ଥିବା ପ୍ଲାଷ୍ଟିକ ଖେଳନା ଗିଳି ଜଣେ ୪ ବର୍ଷ ଶିଶୁର ମୃତ୍ୟୁ ଘଟିଛି। ମୃତକ ମୁସୁମାହା ପଡାର ରଞ୍ଜିତ ପ୍ରଧାନଙ୍କ ୪ ବର୍ଷର ଶିଶୁ

ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି

ପୁରୀ : ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି । ଏହି ତିନି ଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ନୀତି ଅନୁଷ୍ଠିତ ହୋଇଥାଏ । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ

ନକଲି ଘିଅ କାରଖାନାରେ ଚଢଉ

କଟକ : ପୁଣି ନକଲି କାରଖାନା । ଲୋଗୋ ଅସଲି , ଜିନିଷ ନକଲି । କଟକ ସଦର ଥାନା ବାଲିକୁଦାରେ ନକଲି ଘିଅ କାରଖାନା ଠାବ ହୋଇଛି । ନକଲି କାରଖାନା ଚାଲୁଥିବା ଖବର ପାଇ କଟକ CMC ପକ୍ଷରୁ ଚଢଉ କରାଯାଇଥିଲା । ଚଢ଼ାଉ ବେଳେ ବିପୁଳ ପରିମାଣର ନକଲି ଘିଅ ଓ ତିଆରି ସାମଗ୍ରୀ ଜବତ କରାଯାଇଛି ।

ରିପୋର୍ଟିଂ ବେଳେ ଘରୋଇ ଟିଭି ଚ୍ୟାନେଲ ସାବଧାନତା ଅବଲମ୍ବନ କରନ୍ତୁ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ

ଭୁବନେଶ୍ୱର : ଘରୋଇ ଟିଭି ଚ୍ୟାନେଲଗୁଡିକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ପରାମର୍ଶ। ସମ୍ବେଦନଶୀଳ ଘଟଣାଗୁଡିକ ଉପରେ ରିପୋର୍ଟିଂ ବେଳେ ସାବଧାନତା ଅବଲମ୍ବନ ପାଇଁ ପରାମର୍ଶ ଦିଆଯାଇଛି । ଲାଲ୍ କିଲ୍ଲା ବିସ୍ଫୋରଣ ଭଳି ପ୍ରସାରଣ ବେଳେ ହିଂସାକୁ ଯଥାର୍ଥ ବୋଲି ଦର୍ଶାଇ

ଆକ୍ସନ ମୋଡ଼ ରେ ଓଡ଼ଗାଁ ପୋଲିସ : ଟ୍ରାଫିକ ନିୟମ କଡାକଡି,୩୯ ହଜାର ତଣ୍ଡ ଗଣିଲେ ଚାଳକ…

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅଂଚଳରେ ଅମାନିଆ ଗାଡ଼ି ଚାଳକଙ୍କ ଉପରେ ଓଡ଼ଗାଁ ପୋଲିସ ନଜର ରଖି ୨ ଦିନ ମଧ୍ୟରେ ୩୯ ହଜାର ଟଙ୍କାର ଜୋରିମାନା କଟା ଯାଇଥିବା ବେଳେ ବିଶେଷ କରି ଏକାଧିକ ସଂଖ୍ୟାରେ ଯୁବକ ମାନେ ଏଥିରେ ଫସିଥିବାର ଜଣାପଡିଛି । ବିଶେଷ କରି ଗାଡ଼ି ଚଳାଇବା ବେଳେ ହେଲମେଟ