୨୦୨୭ ସୁଦ୍ଧା ସବୁ ଗାଁକୁ ରାସ୍ତା, ବିଦ୍ୟୁତ, ପାନୀୟଜଳ: ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର: ଆମ୍ଭେମାନେ ଯିଏ ଯେଉଁ ପଦବୀରେ ଥାଉ ନା କାହିଁକି, ଆମେ ସମସ୍ତେ ଜନସେବା ପାଇଁ ଉତ୍ସର୍ଗୀକୃତ ଏବଂ ଆମର କାର୍ଯ୍ୟକଳାପ ପାଇଁ ଆମେ ଜନସାଧାରଣଙ୍କ ପାଖରେ ଉତ୍ତରଦାୟୀ। ସେଥିପାଇଁ ଆପଣମାନେ ଲୋକଙ୍କ ସହିତ ମିଶନ୍ତୁ, ସାଧାରଣ ଲୋକଟିର କଥା ଧୈର୍ଯ୍ୟର ସହ ଶୁଣନ୍ତୁ ଓ ତାଙ୍କ ସମସ୍ୟାର

ଜଳିଗଲା ଆମ୍ବୁଲାନ୍ସ , ୩ ମୃତ

ଗୁଜରାଟ : ଗୁଜରାଟ ଅରବଲ୍ଲୀ ଜିଲ୍ଲାରେ ରୋଗୀଙ୍କୁ ନେଇ ଯାଉଥିବା ବେଳେ ଜଳିଗଲା ଆମ୍ବୁଲାନ୍ସ । ଆମ୍ବୁଲାନ୍ସରେ ଥିବା ୩ ଜଣଙ୍କ ଜୀବନ ଚାଲିଯାଇଛି । ଏହାଛଡା ଅନେକ ଲୋକ ଆହତ ହୋଇଛନ୍ତି । ଖବର ମୁତାବକ, ମୋଡାସାର ରାଣାସାୟଦ ଛକ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ଏହି ଘଟଣାରେ

କଙ୍ଗୋ ବିମାନବନ୍ଦରରେ ରନୱେରେ ଅବତରଣ ବେଳେ ବିମାନରେ ଲାଗିଲା ନିଆଁ

କଙ୍ଗୋ : କଙ୍ଗୋ ବିମାନବନ୍ଦରର ଏକ ଭିଡିଓ ବର୍ତ୍ତମାନ ଖୁବ୍ ଜୋରରେ ଭାଇରଲ ହେଉଛି । ରନୱେରେ ଅବତରଣ କରିବା ସମୟରେ ବିମାନରେ ଅଗ୍ନିକାଣ୍ଡ ଘଟିଛି । ଯାହା ଭାଇରଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି । ଏଥିରେ କଙ୍ଗୋର ଜଣେ ସରକାରୀ ମନ୍ତ୍ରୀଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ

ଭାରତୀୟଙ୍କ ପାଇଁ ଭିସା ଫ୍ରି ଏଣ୍ଟ୍ରି ବନ୍ଦ କଲା ଇରାନ

ଇରାନ : ଇରାନ ଯିବାକୁ ପ୍ଲାନ ଅଛି କି ? ଏଣିକି ଇରାନ ଗଲେ ଦରକାର ପଡ଼ିବ ଭିସା । କାହିଁକି ନା ଭାରତୀୟଙ୍କ ପାଇଁ ଭିସା ଫ୍ରି ଏଣ୍ଟ୍ରି ବନ୍ଦ କରିଛି ଇରାନ । ୨୨ ନଭେମ୍ବର ୨୦୨୫ଠାରୁ ଏହା ଲାଗୁ ହେବ । ଚାକିରି ନାଁରେ ଇରାନକୁ ନେଇ ଭାରତୀୟଙ୍କୁ କିଡନାପିଂ କରାଯାଉଥିବା ଅଭିଯୋଗ ପରେ

ଅଲ-ଫଲାହରେ ଇଡି ଚଢ଼ଉ

ନୂଆଦିଲ୍ଲୀ : ଅଲ-ଫଲାହରେ ଇଡି ଚଢ଼ଉ । ଆର୍ଥିକ ଅନିୟମିତତା ଅଭିଯୋଗରେ ଚଢ଼ାଉ । ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ମାମଲାର ତଦନ୍ତ ମଧ୍ୟରେ ଅଲ-ଫଲାହ ବିଶ୍ବବିଦ୍ୟାଳୟ ମୁଖ୍ୟାଳୟ ଓ ଅନ୍ୟ ୨୪ଟି ସ୍ଥାନରେ ଇଡି ଚଢ଼ଉ କରିଛି । ଦିଲ୍ଲୀ-ଏନସିଆର, ଓଖଲା ଅଞ୍ଚଳ ଏବଂ ହରିୟାଣାର ଫରିଦାବାଦ ସମେତ

ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେବେ ନୀତିଶ

ବିହାର: ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିହାର ବିଧାନସଭା ନିର୍ବାଚନରେ ଏନଡିଏର ବିପୁଳ ବିଜଯ ପରେ ନୀତିଶ କୁମାର ଗୁରୁବାର ୨୦ ନଭେମ୍ବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ବୋଲି ଆଶା

ଆତ୍ମଘାତୀ ବିସ୍ଫୋରଣ ଖରାପ ନୁହେଁ, ଦିଲ୍ଲୀ ବିସ୍ଫୋରଣ ପୂର୍ବରୁ ଭିଡିଓ କରି କହିଥିଲା ଉମର

ନୂଆଦିଲ୍ଲୀ : ନୂଆଦିଲ୍ଲୀ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଆତଙ୍କୀ ଡାକ୍ତର ଉମର ନବୀର ନୂଆ ଭିଡିଓ ସାମ୍ନାକୁ ଆସିଛି । ଏହି ଭିଡିଓରେ ଉମର ନବୀ ଇଂଲିଶରେ ଆତ୍ମଘାତୀ ବିସ୍ଫୋରଣ ଖରାପ ନୁହେଁ ବୋଲି କହୁଛି । ଆତ୍ମଘାତୀ ଆକ୍ରମଣକୁ ସଠିକ୍ ବୋଲି କହୁଛି ଉମର । ଘଟଣାର ୭ଦିନ ପରେ ଏହି ଭିଡିଓ

ସାଉଦି ଆରବ ବସ୍ ଦୁର୍ଘଟଣା: ଚାଲିଗଲା ହାଇଦ୍ରାବାଦର ଗୋଟିଏ ପରିବାରର ୧୮ ସଦସ୍ୟଙ୍କ ଜୀବନ

ହାଇଦ୍ରାବାଦ : ସାଉଦି ଆରବ ମଦିନାରେ ବସ୍ ଅଗ୍ନିକାଣ୍ଡ ଘଟଣାରେ ୪୨ ଜଣ ଭାରତୀୟଙ୍କ ଜୀବନ ଚାଲିଯାଇଛି । ଏହି ଘଟଣାରେ ଗୋଟିଏ ପରିବାରର ୧୮ ସଦସ୍ୟଙ୍କ ଜୀବନ ଚାଲିଯାଇଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୩ ପିଢିଙ୍କ ଜୀବନଯାତ୍ରା ଶେଷ ହୋଇଛି । ଦୁର୍ଘଟଣା ସମୟରେ ସମସ୍ତ ଯାତ୍ରୀ

କେ.ନୂଆଗାଁ ଥାନା ଇଲାକାରେ ଦିନକୁ ଦିନ ବଢ଼ୁଛି ଚୋରୀ

ଚିକିଟୀ : ଗଞ୍ଜାମ ଜିଲ୍ଲା ଚିକିଟୀ ବ୍ଲକ ଅନ୍ତର୍ଗତ କେ.ନୂଆଗାଁ ଥାନା ଅଧିନସ୍ଥ ଧାନଘର ମନ୍ଦିରରେ ଚୋରୀ । ସୂଚନା ପ୍ରକାରେ ଗତ ବିଳମ୍ବିତ ରାତିରେ ଧାନଘର ଠାରୁ ମା ବାଳକୁମାରୀ ଯିବା ମୂଖ୍ୟ ରାସ୍ତା ପାର୍ଶ୍ବରେ ଥିବା ଶ୍ରୀ ଗୋପେଶ୍ୱର ମହାଦେବ ଓ ଶ୍ରୀ ରାଧା ଗୋପୀନାଥ ମନ୍ଦିରରେ ଚୋର ମାନେ

ବାଲିଗୁଡାରେ ବ୍ଳକ ସ୍ତରୀୟ ସର୍ଗିଫୁଲ ମହୋତ୍ସବ ଉଦଯାପିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଳକ ସ୍ତରୀୟ ସର୍ଗିଫୁଲ ମହୋତ୍ସବ- ୨୦୨୫ ବଡ଼ଗାଁ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ଅତିଥି ଭାବେ କାଉନସିଲର ଅଜୟ ଦିଗାଲ ,ବ୍ଳକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦୀପକ କନୱାର