Sign in
Sign in
Recover your password.
A password will be e-mailed to you.
ନକ୍ସଲ ମୁକ୍ତ ନ ହେବା ଯାଏଁ ଶାନ୍ତିରେ ବସିବୁ ନାହିଁ: କେନ୍ଦ୍ର ଗୃହମନ୍ତ୍ରୀ
ନୂଆଦିଲ୍ଲୀ: ବୁଧବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ଯେପର୍ଯ୍ୟନ୍ତ ସମସ୍ତ ନକ୍ସଲ ଆତ୍ମସମର୍ପଣ କରିନାହାନ୍ତି କିମ୍ବା ଧରାପଡ଼ି ନାହାନ୍ତି ବା ନିପାତ ନହେବା ପର୍ଯ୍ୟନ୍ତ ମୋଦୀ ସରକାର ଶାନ୍ତିରେ ବସିବେ ନାହିଁ। ଛତିଶଗଡ଼ର କାରେଗୁଟ୍ଟା ପାହାଡ଼ରେ 'ଅପରେସନ୍ ବ୍ଲାକ୍!-->…
ନବରଙ୍ଗପୁର ଠାରେ ଷଷ୍ଠତମ ଜିଲ୍ଲାପରିଷଦର ସାଧାରଣ ବୈଠକ
ନବରଙ୍ଗପୁର : ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକଙ୍କ ଅଧ୍ୟକ୍ଷତାରେ ଷଷ୍ଠତମ ଜିଲ୍ଲା ପରିଷଦ ର ଅଷ୍ଟମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମାନ୍ୟବର!-->…
ଶିକ୍ଷକଙ୍କ ବିୟୋଗରେ ଶୋକସଭା
ସୁନ୍ଦରଗଡ : ପି.ଏମ. ଶ୍ରୀ ଭବାନୀ ଶଙ୍କର ସରକାରୀ ଉଚ୍ଚ ବିଦ୍ୟାଳୟ, ସୁନ୍ଦରଗଡରେ ଆଜି ଦିବଂଗତ ଶିକ୍ଷକ ପ୍ରଶାନ୍ତ ବେହେରାଙ୍କ ସ୍ମୃତିରେ ଏକ ଶୋକସଭା ଅନୁଷ୍ଠିତ ହୋଇ ଯାଇଛି। ଗତ କାଲି ବିଦ୍ୟାଳୟର କଳା ଶିକ୍ଷକ ପ୍ରଶାନ୍ତ ବେହେରାଙ୍କ ସଡ଼କ ଦୁର୍ଘଟଣାରେ ଅକାଳ ବିୟୋଗ ପରେ ବିଦ୍ୟାଳୟର!-->…
ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପୁଟିନଙ୍କ ଉପହାର, ଭାରତକୁ ଆହୁରି S-400 କ୍ଷେପଣାସ୍ତ୍ର ପଠାଇବ ରୁଷ….
ନୂଆଦିଲ୍ଲୀ: ଚୀନର ତିଆନଜିନ୍ରେ ସମ୍ପ୍ରତି ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ଗଭୀର କରିବା ଆରମ୍ଭ କରିଛି। ରୁଷୀୟ!-->…
କତାମେଟା(କେନ୍ଦୁପତ୍ର)ବନାଞ୍ଚଳ ଆନୁକୂଲ୍ୟରେ ସ୍ୱାସ୍ଥ୍ୟଶିବିର ଅନୁଷ୍ଠିତ
ମାଲକାନଗିରି : ଜୟପୁର କେନ୍ଦୁପତ୍ର ବନଖଣ୍ଡ ଅଧିକାରୀ ଶ୍ରୀ ଏ.ଉମା ମହେଶଙ୍କ ତତ୍ୱାବଧାନ ରେ କତାମେଟା କେନ୍ଦୁପତ୍ର ବନାଞ୍ଚଳ ଅନୁକୂଲ୍ୟ ରେ ପେଦାବେଡ଼ା ପଞ୍ଚାୟତ ଡଙ୍ଗରଗୁଡ଼ା ଗ୍ରାମରେ ଏକ ସ୍ୱାସ୍ଥ୍ୟଶିବିର ଅନୁଷ୍ଠିତ ହୋଇଯାଇଛି ଉକ୍ତ ସ୍ୱାସ୍ଥ୍ୟଶିବିର ରେ ଗ୍ରାମ ର ଶତାଧିକ ମହିଳା ଏବଂ!-->…
ଡିଡାୟୀ ଯୁବତୀ ଚମ୍ପାଙ୍କ ଗ୍ରାମ ଅମ୍ବଳିବେଡାକୁ ଯାଇ ଶୁଭେଚ୍ଛା ଜଣାଇଲେ ଜିଲ୍ଲାପାଳ
ମାଲକାନଗିରି : ଏକ ନିଆରା ପରମ୍ପରା ସୃଷ୍ଟି କରିଛନ୍ତି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ। ଆଦିମ ଡିଡ଼ାୟୀ ଜନଜାତିର ପ୍ରଥମ ଡାକ୍ତର ହେବାକୁ ଯାଉଥିବା ଚମ୍ପା ରାସପେଦାଙ୍କ ଗାଁରେ ପହଂଚିଛନ୍ତି ନିଜେ ଜିଲ୍ଲାପାଳ ଓ ନିଜେ କୋରକୁଣ୍ଡା ବ୍ଳକ୍ ନାକାମାମୁଡ଼ି ଗ୍ରାମ ପଞ୍ଚାୟତ ଅମ୍ବଳିିବେଡା!-->…
କାରିବିଆନ ସାଗରରେ ଜାହାଜ ଉପରେ ଆମେରିକାର ଆକ୍ରମଣ, ୧୧ ମୃତ
ୱାଶିଂଟନ: ଦକ୍ଷିଣ କାରିବିଆନ ସାଗରରେ ଏକ ଜାହାଜ ଉପରେ ଆକ୍ରମଣ କରିଛି ଆମେରିକା । ଏହି ଆକ୍ରମଣରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଦିନ କହିଛନ୍ତି ଯେ ଆମେରିକା ଏକ ଡ୍ରଗ୍ସ ପରିବହନକାରୀ ଜାହାଜ ଉପରେ ଆକ୍ରମଣ କରିଥିଲା ଯାହା ଭେନେଜୁଏଲାରୁ!-->…
ପାକିସ୍ତାନର କ୍ବୋଟାରେ ବୋମା ବିସ୍ଫୋରଣ, ୨୫ ମୃତ, ୩୦ ଆହତ
କ୍ବେଟା : ପାକିସ୍ତାନର କ୍ବୋଟାରେ ବଲୁଚ ନ୍ୟାସନାଲ ପାର୍ଟିର ରାଲିରେ ବଡ଼ ବିସ୍ଫୋରଣ । ଏଥିରେ ୨୫ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି । ଆହତଙ୍କ ଚିକିତ୍ସା ନିକଟସ୍ଥ ହସପିଟାଲରେ କରାଯାଉଛି । ଆହତଙ୍କ ମଧ୍ୟରେ ପୂର୍ବ ସାଂସଦ ଅହମଦ ନୱାଜ ଏବଂ ପାର୍ଟି ନେତା!-->…
ପଞ୍ଜାବରେ ଭୟଙ୍କର ବନ୍ୟା ସ୍ଥିତି, ୭ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି
ପଞ୍ଜାବ: ଉତ୍ତର ଭାରତରେ ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ସ୍ଥିତି ଭୟଙ୍କର ରହିଛି । ପଞ୍ଜାବ, ଜମ୍ମୁ କଶ୍ମୀର, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ବନ୍ୟା ସ୍ଥିତି ଦେଖାଦେଇଛି । ପଞ୍ଜାବରେ ଭୟଙ୍କର ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଛି । ପଞ୍ଜାବର ସମସ୍ତ ୨୩ ଜିଲ୍ଲାରେ ୧୪୦୦ରୁ!-->…
ସିଏଏକୁ ନେଇ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି: ଭାରତରେ ରହିପାରିବେ ଆଫଗାନିସ୍ତାନ, ବାଂଲାଦେଶ ଓ ପାକିସ୍ତାନର ସଂଖ୍ୟାଲଘୁ…
ନୂଆଦିଲ୍ଲୀ: ଧାର୍ମିକ ନିର୍ଯାତନାରୁ ରକ୍ଷା ପାଇଁ ଭାରତ ଆସିଥିବା ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ତାନର ସଂଖ୍ୟାଲଘୁ ସମ୍ପ୍ରଦାୟକୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର । ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ।
!-->!-->!-->…