Sign in
Sign in
Recover your password.
A password will be e-mailed to you.
୫ ବନ୍ଧୁକ ଜବତ: ଦୁଇ ବେପାରୀ ଗିରଫ
ଭୁବନେଶ୍ଵର: ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ଦୁଇ ସଦସ୍ୟ ଗିରଫ। ବଡ ଲୁଟ୍ ପାଇଁ ଯୋଜନାବେଳେ କାବୁ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍। ବନ୍ଧୁକ କିଣିବାକୁ ଯାଇ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି କମିଶନରେଟ୍ ପୁଲିସ୍ ।ଅଭିଯୁକ୍ତଙ୍କଠାରୁ ଗୋଟିଏ କାରବାଇନ୍ ଓ ୫ ବନ୍ଧୁକ ଜବତ ହୋଇଛି।!-->…
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଜୟ ଢୋଲକିଆଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ଭୁବନେଶ୍ବର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆପଡ଼ା ବିଧାନସଭାର ଉପନିର୍ବାଚନରେ ବିଜୟୀ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ସମ୍ବର୍ଦ୍ଧନା କରାଯାଇଛି । ମୁଖ୍ୟମନ୍ତ୍ରୀ ଜୟଙ୍କୁ ସ୍ୱାଗତ କରିବା ସହ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଜୟ ନିଜ ମାଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ!-->…
ଦୁଇ ବର୍ଷ ବିତିଗଲା : କାର୍ଯ୍ୟକ୍ଷମ ହୋଇପାରିନି ୨୮ ନୂଆ ପାକ୍ସ
ନୟାଗଡ଼: ନୟାଗଡ଼ ଜିଲ୍ଲାରେ ୨୦୨୨-୨୩ ମସିହାରେ ୨୮ ଟି ନୂତନ ସମବାୟ ସମିତି ଗଠନ କରାଯାଇଥିଲା । ଏହି ସମବାୟ ସମିତି ଗୁଡ଼ିକୁ କାର୍ଯ୍ୟକ୍ଷମ କରିବାକୁ ସରକାରଙ୍କ ନିର୍ଦ୍ଦେଶ ଥିଲା ।ଏହି ପାକ୍ସ ଗୁଡ଼ିକର ପରିଚାଳନା କମିଟି ଗଠନ କରିବା ପାଇଁ ସରକାର ଚିଠି କରିଥିଲେ ।ମାତ୍ର ଏହି ଘୋଷଣାକୁ ୨!-->…
ରାସ୍ତା ପାଶ୍ୱ ନିର୍ମାଣଧିନ କୋଠାରୁ ଅଜଗର ସାପ ଉଦ୍ଧାର
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ବନଖଣ୍ଡ ଅନ୍ତର୍ଗତ ଦକ୍ଷିଣପୁର ଗ୍ରାମ ମୁଖ୍ୟ ରାସ୍ତା ପାଶ୍ୱ ନିର୍ମାଣଧିନ କୋଠାର ପ୍ରଥମ ମହଲା ରୁ ଏକ ଅଜଗର ସାପ ଉଦ୍ଧାର ହୋଇଛି l ସ୍ଥାନୀୟ ଲୋକ ସାପ ଥିବା ଖବର ଆଞ୍ଚଳିକ ବିକାଶ ପରିଷଦର ସଭାପତି ସାଗର କୁମାର ପାତ୍ରଙ୍କୁ ଜଣାଇ ଥିଲେ,ସେ ସର୍ପ!-->…
ବିଜୟ ଲାଭ ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ଜୟ
ପୁରୀ : ନୂଆପଡ଼ା ଉପନିର୍ବାଚନରେ ବିଜେପି ବିପୁଳ ସଂଖ୍ୟାରେ ଭୋଟ ହାତେଇଛି । ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ହାତେଇଛନ୍ତି ନୂଆପଡ଼ା ଗଡ । ତେବେ ବିଜୟ ହାସଲ ପରେ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସାନିଧ୍ୟ ଲାଭ କରିଛନ୍ତି ଜୟ ଢୋଲକିଆ । ପରିବାର ସହ ବିଜେପିର ନୂଆପଡ଼ା!-->…
ଭେଣ୍ଟିଲେଟର୍ରେ ହ୍ୟୁମାନ : କାନ୍ଦି କାନ୍ଦି ସହାୟତା ଲୋଡିଲେ ମା’
ଭୁବନେଶ୍ବର: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ଏମର୍ଜେନ୍ସି ବିଭାଗରେ ପ୍ରାରମ୍ଭିକ ଚିକିତ୍ସା ପରେ ମେଡିକାଲ ଆଇସିୟୁରେ ତାଙ୍କ ଚିକିତ୍ସା ଜାରି ରହିଛି। ଇକ୍ମୋ ବିଶେଷଜ୍ଞ ଡା. ଶ୍ରୀକାନ୍ତ!-->…
‘ଜନଜାତୀୟ ଗୌରବ ଦିବସ’ : ୬୦୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅବସରରେ!-->…
କୋଟିଆରେ ବାଣ୍ଟୁଥିଲା ଔଷଧ, ତଡ଼ା ଖାଇଲା ଆନ୍ଧ୍ର ସ୍ୱାସ୍ଥ୍ୟ ସେବା ଟିମ୍
କୋରାପୁଟ: ବାରମ୍ବାର ବାରଣ କରାଯାଉଛି ତଥାପି ଗଳାବାଟ ଦେଇ ଅନୁପ୍ରବେଶ କରୁଛନ୍ତି ଆନ୍ଧ୍ର ଅଧିକାରୀ । ରାଜ୍ୟ ସରକାର ବିଭିନ୍ନ ଯୋଜନା ସାଙ୍ଗକୁ କୋଟିଆବାସୀ ଯେପରି ସରକାରଙ୍କ ସମସ୍ତ ସୁବିଧା ଓ ଯୋଜନାରୁ ବଞ୍ଚିତ ହେବେ ନାହିଁ ସେନେଇ ଜିଲ୍ଲା ପ୍ରଶାସନ ଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ!-->…
ବିହାର ପରେ ପଶ୍ଚିମବଙ୍ଗରୁ ଶେଷ ହେବ ଜଙ୍ଗଲରାଜ: ମୋଦୀ
ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ବିଜେପି (BJP) ମୁଖ୍ୟାଳୟରେ ଦଳୀୟ କର୍ମୀମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ ବିହାରର ଲୋକମାନେ କେବଳ ବିକାଶ ଏବଂ ସୁଶାସନକୁ ସମର୍ଥନ କରିନାହାଁନ୍ତି, ବରଂ ଏହି ବିଜୟ!-->…
ନେହେରୁଙ୍କ ଜନ୍ମତିଥିରେ ଶିଶୁ ଦିବସ ପାଳିତ: ବିଭିନ୍ନ ପ୍ରତିଯୋଗିତା ଆୟୋଜନ
ବାଲିଗୁଡା, ତା, ୧୪/୧୧ : ବିଶିଷ୍ଟ ରାଷ୍ଟ୍ର ନାୟକ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହର ଲାଲ ନେହେରୁ ଙ୍କ ଜନ୍ମ ତିଥିରେ ଶିଶୁ ଦିବସ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ଅଞ୍ଚଳ ର ସମସ୍ତ!-->…