ଜନସଂଖ୍ୟା ଦୃଷ୍ଟିରୁ ଅମୃତ ଯୋଜନା 2.0. ନିମନ୍ତେ ଆଲୋଚନା ଚକ୍ର !

କୋରାପୁଟ/କୋଟପା : ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟି ଦେଇ ଅମୃତ ଯୋଜନା 2.0. ନିମନ୍ତେ କ୍ଷେତ୍ର ଅଧିକାରୀ ମାନଙ୍କୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆଲୋଚନା ଚକ୍ର ବୈଠକ ଅନୁଷ୍ଠିତ ହୋଇଛି। ଗୃହ ଓ ନଗର ଉନ୍ନୟନ ବିଭାଗ

ବରିଷ୍ଠ କଳାକାର ମହାସଂଘ କଳାକାର ସମାଜର ତ୍ରାଣକର୍ତ୍ତା

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ"ର ବାର୍ଷିକୋତ୍ସବ ସ୍ଥାନୀୟ ଗିରି ମାର୍କେଟ ଛକ ସ୍ଥିତ ପ୍ରକାଶମ୍ ହଲ୍ - ଆନ୍ଧ୍ର ଭାଷା ବିବର୍ଦ୍ଧନୀ ସମାଜମ୍ ସଭା ପ୍ରକୋଷ୍ଠରେ ମହାସମାରୋହରେ ପାଳିତ ହୋଇଯାଇଛି। ଉତ୍ସବର ପ୍ରଥମ ପର୍ଯ୍ୟାୟରେ

ପାଟଖଣ୍ଡା ପ୍ରତିଷ୍ଠାନର ପରିଚାଳକ ତଥା ବିଶିଷ୍ଟ ବ୍ୟବସାୟୀ ଙ୍କ ପରଲୋକ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ବିଶିଷ୍ଟ ବ୍ୟବସାୟୀ ତଥା ପାଟଖଣ୍ଡା ପ୍ରତିଷ୍ଠାନ ର ପରିଚାଳକ ହିମାଂଶୁ ଶେଖର ଦାସ (ଟୁଟୁ ଦାସ) (୫୭) ଅସୁସ୍ଥତା କାରଣରୁ କଟକ ସ୍ଥିତ ଏକ ମେଡିକାଲରେ ଚିକିତ୍ସିତ ହେଉଥିଲେ, ଗୁରୁବାର ଚିକିତ୍ସିତ ଅବସ୍ଥାରେ ହିଁ ଦେହାନ୍ତ ହୋଇଥିଲା l ଏହି

ଜଳିଗଲା ଅଠରବାଙ୍କି ବିଜୁ ପଟ୍ଟନାୟକ ମାର୍କେଟ କମ୍ପ୍ଲେକ୍ସ

ପାରାଦୀପ : ପାରାଦୀପ ଅଠରବାଙ୍କିରେ ଥିବା ବିଜୁ ପଟ୍ଟନାୟକ ମାର୍କେଟ କମ୍ପ୍ଲେକ୍ସ ରେ ଅଗ୍ନିକାଣ୍ଡ। ମଟରସାଇକେଲ ପାର୍ଟସ ଗୋଦାମ ଘରେ ଲାଗିଥିଲା ନିଆଁ। ଦୁଇ ମହଲାରେ ଥିଲା ମୋଟର ସାଇକେଲ ଗୋଦାମ ଘର। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା

ଗୋପାଳଜୀୟୁ ମନ୍ଦିରରୁ ଚୋରି, ଲୁଟି ନେଲେ ୧୨ଟି ରୂପା ମୁକୁଟ

ପାରାଦ୍ଵୀପ : ଗତକାଲି ବିଳମ୍ବିତ ରାତିରେ ପାରାଦ୍ଵୀପ ବୃନ୍ଦାବନ କଲୋନୀ ଗୋପାଳଜୀୟୁ ଶିବ ମନ୍ଦିରରୁ ଚୋରି ହୋଇଥିବା ଦେଖିବାକୁ ମିଳିଛି । ଦୁବୃର୍ତ୍ତମାନେ ମନ୍ଦିରର ତିନୋଟି ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍ କରିବା ସହିତ ୮ ଟି ବଡ଼ ରୂପା ମୁକୁଟ, ରୂପାର ୪ ଟି ଛୋଟ ମୁକୁଟ, ହାର ଓ

ଫିକା ପଡ଼ିଲା ନବୀନ କ୍ରେଜ, ନୂଆପଡ଼ାରେ ବିଜେଡିକୁ ଶକ୍ତ ଝଟକା

ନୂଆପଡ଼ା: ନୂଆପଡ଼ାରେ ବିଜେଡିକୁ ବଡ଼ ଝଟକା। ୨୫ ବର୍ଷର ଶାସନ ପରେ କ୍ଷମତାଚ୍ୟୁତ ହୋଇଥିବା ବିଜୁ ଜନତା ଦଳକୁ ନୂଆପଡ଼ାରେ କେବଳ ପରାଜୟର ସାମ୍ନା କରିବାକୁ ପଡ଼ିନାହିଁ, ବରଂ ୩ୟ ସ୍ଥାନରେ ରହି ବଡ଼ ବିଫଳତାର ସ୍ଵାଦ ଚାଖିଛି। ଖୋଦ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବାରମ୍ବାର ନୂଆପଡ଼ାରେ

ହ୍ୟୁମାନ୍‌ ସାଗର ଅସୁସ୍ଥ, ଏମ୍ସରେ ଭର୍ତ୍ତି

ଭୁବନେଶ୍ବର: ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। କିଛି ଦିନ ଧରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ହ୍ୟୁମାନଙ୍କୁ କିଡନୀ ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ଅଧିକ ଚିକିତ୍ସା ପାଇଁ

ପଇସା ଦେଇ ଭୋଟ୍ କିଣିଛି ବିଜେପି: ଘାସିରାମ

ନୂଆପଡା: ନୂଆପଡା ଉପନିର୍ବାଚନରେ ବିଜେପିର ପ୍ରଦର୍ଶନକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ। ସେ କହିଛନ୍ତି ବିଜେପି ପଇସା ଦେଇ ଭୋଟ୍ କିଣିଛି। ପଇସା ପାଇଁ ବିଜେପି ଆଗରେ ରହିଛି। ଭୋଟରମାନେ ଟଙ୍କାରେ କିଣି ହୋଇଗଲେ, ମାଟିର ପୁଅକୁ ଚିହ୍ନିଲେନି। କେନ୍ଦ୍ରୀୟ

ଡିସେମ୍ବର ୨୨ରୁ ୩୧ ମଧ୍ୟରେ ହେବ +୨ ଇଣ୍ଟରନାଲ ଆସେସ୍‌ମେଣ୍ଟ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତଦୁଇ ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ଇଣ୍ଟରନାଲ ଆସେସ୍‌ମେଣ୍ଟ/ପ୍ରୋଜେକ୍ଟ ପରୀକ୍ଷା ଆସନ୍ତା ଡିସେମ୍ବର ୨୨ରୁ ୩୧ ମଧ୍ୟରେ ଅନୁଷ୍ଠିତ ହେବ। ସମସ୍ତ ପଞ୍ଜିକୃତ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଏହା

୦-୬ ବର୍ଷ ବର୍ଗର ଦିବ୍ୟାଙ୍ଗ ଶିଶୁଙ୍କ ହେବ ସର୍ଭେ

ଭୁବନେଶ୍ବର: ରାଜ୍ୟର ସମସ୍ତ ଜିଲାରେ ଥିବା ୦-୬ ବର୍ଷ ବର୍ଗର ଦିବ୍ୟାଙ୍ଗ ଶିଶୁଙ୍କ ସର୍ଭେ କରାଯିବ। ଭିନ୍ନକ୍ଷମ ଅଧିକାର, ଅଧିନିୟମ ୨୦୧୬ ଅନୁସାରେ ଅକ୍ଷମତାର ସମସ୍ତ ୨୧ଟି ବର୍ଗକୁ ସର୍ଭେରେ ଗୁରୁତ୍ବ ଦିଆଯିବ। ଏହି ସର୍ଭେ ୩୦ ଦିନ ବା ଏକମାସ ମଧ୍ୟରେ ସମାପ୍ତ ହେବ। ସାମାଜିକ ସୁରକ୍ଷା ଓ