Sign in
Sign in
Recover your password.
A password will be e-mailed to you.
ରେଳ ଧାରଣାରୁ ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର: ଭୁବନେଶ୍ୱରର ପଳାସପାଲି ଅଞ୍ଚଳରେ ରବିବାର ଦିନ ଜଣେ ଲୋକପ୍ରିୟ ବାଇକର ତଥା ଟ୍ରାଭେଲ୍ ବ୍ଲଗର ସନ୍ଦୀପ କୁମାର ଦାସଙ୍କ ମୃତଦେହ ରେଳ ଧାରଣାରୁ ଉଦ୍ଧାର ହୋଇଛି।
ପ୍ରାଥମିକ ସୂଚନା ଅନୁଯାୟୀ, ସକାଳେ ଲିଙ୍ଗରାଜ ରେଳ ଷ୍ଟେସନ ନିକଟ ପଳାସପାଲି ଅଞ୍ଚଳରେ ସ୍ଥାନୀୟ ଲୋକମାନେ ତାଙ୍କ!-->!-->!-->…
ଫିଟ୍ନେସ ପରୀକ୍ଷା ଦେବେ ଗିଲ୍, ବୁମ୍ରା, ରୋହିତ, ସିରାଜ
ନୂଆଦିଲ୍ଲୀ:ଏସିଆ କପ କ୍ରିକେଟ-୨୦୨୫ ଆସନ୍ତା ସେପ୍ଟେମ୍ବର ୯ରୁ ୨୮ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ। ଭାରତୀୟ ଦଳ ୟୁଏଇ ଗସ୍ତ ପୂର୍ବରୁ କିଛି ଖେଳାଳିଙ୍କ ଫିଟ୍ନେସ ପରୀକ୍ଷା କରାଯିବ। ଭାରତୀୟ ଦଳର ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରା ଓ ବ୍ୟାଟ୍ସମ୍ୟାନ ଶୁଭମନ ଗିଲ୍ ଫିଟ୍ନେସ ପରୀକ୍ଷା!-->…
ଗଣେଶ ଭସାଣି ବେଳେ ଅଘଟଣ, ବିଦ୍ୟୁତ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ
ବାଲେଶ୍ଵର: ଗଣେଶ ବିସର୍ଜନ ପରେ ଘଟିଗଲା ଏତେ ବଡ଼ ଅଘଟଣ । କେଡ଼େ ଖୁସିରେ ଗଣେଣ ଭସାଣି ପାଇଁ ଯାଇଥିଲେ । ଡିଜେର ତାଳେ ତାଳେ ନାଚି ନାଚି ଗଣେଶଙ୍କ ବିସର୍ଜନ କରି ଫେରିଥିଲେ । ହେଲେ ଘରେ ପହଞ୍ଚିବା ପୂର୍ବରୁ ଘଟିଗଲା ଏମିତି କିଛି । ଘରୁ ହସ ଖୁସିରେ ନାଚିକୁଦି ବାହାରିକି ଯାଇଥିବା!-->…
ଉଚ୍ଚ ସ୍ୱରରେ ସଂଗୀତ ବଜାଇବା ଅଭିଯୋଗରେ ୨୦ ଡିଜେ ଗାଡି ଜବତ
ବାଲେଶ୍ବର: ଗଣେଶ ମୂର୍ତ୍ତି ବିସର୍ଜନ ସମୟରେ ବ୍ୟବହୃତ ପ୍ରାୟ ୨୦ଟି ଡିଜେ ଗାଡିକୁ ଶବ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରବିବାର ଜବତ କରାଯାଇଛି।
ଅଧିକାରୀମାନେ କହିଛନ୍ତି ଯେ ଶୁକ୍ରବାର ବିସର୍ଜନ ଶୋଭାଯାତ୍ରା ସମୟରେ ଗାଡିଗୁଡ଼ିକ ଅତ୍ୟନ୍ତ ଉଚ୍ଚ ସ୍ୱରରେ ସଂଗୀତ ବଜାଉଥିବା ନେଇ!-->!-->!-->…
ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଖରାପ ! କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି
କଟକ : ସ୍ୱନାମ ଧନ୍ୟ କଣ୍ଠ ଶିଳ୍ପୀ, ଆଲବମ ଜଗତର କିଙ୍ଗ କୁହା ଯାଉଥିବା ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଖରାପ ନେଇ ଖବର ମିଳିଛି । ତାଙ୍କ ଚିକିତ୍ସା ପାଇଁ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିଲା!-->…
‘ମନ୍ କି ବାତ୍’ କାର୍ଯ୍ୟକ୍ରମ, କାନୋଇଙ୍ଗ୍ ଚମ୍ପିୟାନ୍ ଓଡିଆ ଝିଅ ରଶ୍ମିତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ପ୍ରସାରଣ ହୋଇଛି । ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ‘ମନ୍ କି ବାତ୍’ ରେ ପ୍ରତ୍ୟେକ ଥର ପରି ସେ ବିଭିନ୍ନ କ୍ଷେତ୍ରର ସାଧାରଣ ଲୋକଙ୍କ ସଫଳତାକୁ ପ୍ରଶଂସା କରି ଲୋକଲୋଚନକୁ ଆଣିଥିଲେ । ଆଜି!-->…
ନୋବେଲ ପୁରସ୍କାର ପାଇଁ ସମର୍ଥନ ନପାଇ ଶୁଳ୍କ ଲାଗୁ କଲେ ଟ୍ରମ୍ପ୍: ରିପୋର୍ଟରେ ଚାଞ୍ଚଲ୍ୟକର ଖୁଲାସା
ନୂଆଦିଲ୍ଲୀ:ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହୋଇଛି। ଶୁଳ୍କ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ବନ୍ଧୁତାର କାହାଣୀ ଶତ୍ରୁତାର କାହାଣୀରେ ପରିଣତ ହୋଇଛି। କିନ୍ତୁ ଟ୍ରମ୍ପ୍ କାହିଁକି ରାଗିଗଲେ? ସେ!-->…
ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଅବସରରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ…
ଭୁବନେଶ୍ବର: ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ବର ରେଲୱେ ଅଡିଟୋରିୟମରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗୃହନିର୍ମାଣ!-->…
ବ୍ୟାପୁଛି ବାର୍ଡ ଫ୍ଲୁ; ନନ୍ଦନକାନନ ପ୍ରାଣୀଉଦ୍ୟାନରେ ନିଆଗଲା ସତର୍କତା ମୂଳକ ପଦକ୍ଷେପ
ଭୁବନେଶ୍ୱର: ରାଜଧାନୀରେ ବ୍ୟାପିବରେ ଲାଗିଛି ବାର୍ଡ ଫ୍ଲୁ । ଏହାକୁ ନେଇ ଏବେ ଚିନ୍ତାରେ ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷ । ନନ୍ଦନକାନନ ପ୍ରାଣୀଉଦ୍ୟାନରେ ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି । ନନ୍ଦନକାନନର ଉନ୍ନତି କାର୍ଯ୍ୟ ଚାଲୁ ରହିଥିବାରୁ ପୂର୍ବରୁ ହୋଇଥିବା ବାର୍ଡ ଫ୍ଲୁକୁ!-->…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଟଙ୍କା କାରବାର, ସମୟ ଅନୁସାରେ ନିର୍ଦ୍ଧାରିତ ହୋଇଛି ଟଙ୍କା
ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଟଙ୍କା ମାଗୁଛି ଏକ ୱେବସାଇଟ । ମହାପ୍ରଭୁଙ୍କ ଦର୍ଶନ ନାଁରେ ଲୋକଙ୍କୁ ଭ୍ରମିତ କରୁଛି ଇଣ୍ଡିଆ ଥ୍ରିଲସ ୱେବସାଇଟ । ବିଭିନ୍ନ ବର୍ଗର ଦର୍ଶନ ପାଇଁ ଏହି ୱେବସାଇଟରେ ରହିଛି ତଥ୍ୟ । ଦର୍ଶନ ସମୟ ଅନୁସାରେ ନିର୍ଦ୍ଧାରିତ ହୋଇଛି ଟଙ୍କା ।!-->…