ଛୁରୀ ଭୁଷି ଦଶମ ଶ୍ରେଣୀ ଛାତ୍ରଙ୍କୁ ହତ୍ୟା

ଜୟପୁର : ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରା ମାଡ ଅଭିଯୋଗ ।  ଚିକିତ୍ସାଧିନ ଅବସ୍ଥାରେ ଛାତ୍ରଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଜୟପୁର OHPC ଯୋଜନା ଉଚ୍ଚ ବିଦ୍ୟାଳୟରେ ହୋଇଛି ଛୁରାମାଡ଼ । ମଧ୍ୟାହ୍ନ ଭୋଜନ ଛୁଟି ବେଳେ ସ୍କୁଲ ବାହାରେ ଜଣେ ଅଣ ଛାତ୍ର ଓ ସ୍କୁଲରେ ପଢ଼ୁଥିବା ଛାତ୍ରଙ୍କ

ଟ୍ରେନ ପାଇଲଟିଂରେ ଯିବେ ମହାମହିମ ଦ୍ରୌପଦୀ ମୁର୍ମୁ, ଏସକର୍ଟରେ ରହିବ ୩ ଟି ଟ୍ରେନ

ଭୁବନେଶ୍ଵର : ଟ୍ରେନ ପାଇଲଟିଂରେ ଯିବେ ରାଷ୍ଟ୍ରପତି । ଏସକର୍ଟରେ ରହିବ ତିନୋଟି ଟ୍ରେନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ଵରରୁ ବ୍ରହ୍ମପୁର ଟ୍ରେନରେ ଯିବେ। ଆସନ୍ତା ୩ରୁ ୫ତାରିଖ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ପୋଲିସ ସେବା ଭବନରେ ପୋଲିସ ଡିଜି

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନକ୍ସଲମୁକ୍ତ ଓଡ଼ିଶା, ଶିଳ୍ପାୟନ ଓ ବିକାଶ ଉପରେ ଆଲୋଚନା । ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବଟି ଆଦାୟକୁ ନେଇ ନିଶା ବେପାରୀକୁ ବୀଭତ୍ସ ହତ୍ୟା

ଭୁବନେଶ୍ୱର : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ମୁଣ୍ଡକୁ ଛେଚି ହତ୍ୟା କଲେ ଦୁର୍ବୃତ୍ତ । ଲିଙ୍ଗରାଜ ଥାନା ଗାୟତ୍ରୀ ବସ୍ତିରେ ହତ୍ୟାକାଣ୍ଡ ଘଟିଛି । ମୃତକଙ୍କ ନାଁ ଜିତୁ କାଣ୍ଡି । ସେ ଜଣେ ଶ୍ରମିକ । ରକ୍ତାକ୍ତ ଅବସ୍ଥାରେ ମୃତଦେହ ଜବତ କରିଛି ପୋଲିସ । ତାଙ୍କ ମୁଣ୍ଡରେ

ବିପଦ ସଙ୍କେତ ଉପରେ ପ୍ରବାହିତ ସାଳନ୍ଦୀ, ୪ ଲକ୍ଷ ୬୮ ହଜାରରୁ ଅଧିକ ଲୋକ ପ୍ରଭାବିତ

ଭଦ୍ରକ : ପାଣି କମିଛି, ହେଲେ ଦୁର୍ଦ୍ଦଶା ବଢିଛି । ବିପଦ ସଂକେତ ତଳେ ବୈତରଣୀର ବନ୍ୟା ଜଳ । ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସାଳନ୍ଦୀ । ଜିଲ୍ଲାରେ ୪ ଲକ୍ଷ ୬୮ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ୧ ଲକ୍ଷ ୫୮ ହଜାରରୁ ଅଧିକ ଲୋକ ସ୍ଥାନାନ୍ତର । ଧୂଷୁରୀ -ହସନାବାଦ,

ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଜଟିଳ, ପାଣି ଘେରରେ ଶହ ଶହ ଗାଁ

ଭୁବନେଶ୍ବର: ବନ୍ୟାରେ ଉତ୍ତର ଓଡ଼ିଶା ବେହାଲ । ପାଣି ଘେରରେ ଶହ ଶହ ଗାଁ। ଉପରମୁଣ୍ଡ ଅଞ୍ଚଳରେ ଲଗାଣ ବର୍ଷା ପରେ ଉତ୍ତର ଓଡ଼ିଶାର ବନ୍ୟା ପରିସ୍ଥିତି ଜଟିଳ ହୋଇପଡ଼ିଛି । ବୈତରଣୀ, ବୁଢ଼ାବଳଙ୍ଗ ଓ ସାଳନ୍ଦୀ ନଦୀର ଜଳସ୍ତର ବଢ଼ିବା ସହ ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି । ଏହାକୁ

ବଢ଼ିଲା ମାଟ୍ରିକ ଫର୍ମ ଫିଲ୍-ଅପ୍ ଅବଧି, ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

କଟକ: ବୃଦ୍ଧି ହେଲା ମାଟ୍ରିକ ଫର୍ମ ଫିଲ୍-ଅପ୍ ତାରିଖ । ରାଜ୍ୟରେ ବନ୍ୟା ସ୍ଥିତିକୁ ନଜରରେ ରଖି ଏହି ତାରିଖରେ ବୃଦ୍ଧି କରାଯାଇଛି । ପୂର୍ବରୁ ଜୁଲାଇ ୩୧ ତାରିଖ ଶେଷ ଦିନ ଭାବେ ଧାର୍ଯ୍ୟ ହୋଇଥିଲା, ହେଲେ ଏବେ ଛାତ୍ରଛାତ୍ରୀମାନେ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ଫର୍ମ ଫିଲ୍-ଅପ୍ କରିପାରିବେ ।

ବର୍ଷାରେ କ୍ଷତିଗ୍ରସ୍ତ ଗ୍ରାମ୍ୟ ସଡ଼କ ମରାମତି ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ ଏବେ ଲଗାଣ ବର୍ଷା ସହ ଉତ୍କଟ ବନ୍ୟା ପରିସ୍ଥିତି ଲାଗି ରହିଛି । ଏଥି ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ଗ୍ରାମ୍ୟ ରାସ୍ତା, ପୋଲ, କଲଭର୍ଟ ଏବଂ କ୍ରସ୍-ଡ୍ରେନେଜ୍ (ସିଡି) କାର୍ଯ୍ୟର ତୁରନ୍ତ ମରାମତି ଓ ପୁନରୁଦ୍ଧାର କରିବାକୁ ଗ୍ରାମ୍ୟ ଉନ୍ନୟନ ବିଭାଗ କଡ଼ା ନିର୍ଦ୍ଦେଶ

ସ୍ୱଚ୍ଛ ଶକ୍ତି କ୍ଷେତ୍ରରେ ୧.୫ ଲକ୍ଷ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଅଦାନୀ ଗ୍ରୁପ୍‌!

ଭୁବନେଶ୍ୱର: ଓଡ଼ିଶାର ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ଆଗ୍ରହ ପ୍ରକାଶ ଆଜି ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କରିଛନ୍ତି ଅଦାନୀ ଗ୍ରୁପ୍‌ର ପ୍ରତିନିଧିମାନେ । ଖାରବେଳ ଭବନଠାରେ ଏହି ସାକ୍ଷାତ ସମୟରେ ତାଙ୍କ ସମ୍ମୁଖରେ ଏକ ବିସ୍ତୃତ ଉପସ୍ଥାପନା ପ୍ରଦାନ

୩୦ ହଜାର ଲାଞ୍ଚ ନେବା ବେଳେ ଆରଆଇ ଓ ସହଯୋଗୀଙ୍କୁ ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ କଟକ ଜିଲ୍ଲାର ନିଆଳି ତହସିଲ ଅନ୍ତର୍ଗତ ମାଧବା ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) କିଶୋର କୁମାର ସ୍ୱାଇଁ ଏବଂ ତାଙ୍କ ସହଯୋଗୀ ସୁକାନ୍ତ ପ୍ରଧାନଙ୍କୁ ଲାଞ୍ଚ ନେଉଥିବା ବେଳେ ଧରିଛନ୍ତି। ସେମାନେ ୩୦ ହଜାର ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି। ଏକ ମ୍ୟୁଟେସନ୍