Sign in
Sign in
Recover your password.
A password will be e-mailed to you.
ରାୟଗଡ଼ା ଭାରତୀୟ ମଜଦୁର ସଂଘର ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳନ
ରାୟଗଡ଼ା : ଭାରତୀୟ ମଜଦୁର ସଂଘର ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ମାସ ୨୮ ତାରିଖ ଦିନ ଅମୃତା ଦେବୀ ବଳୀଦାନ ଦିବସକୁ ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ରୂପେ ପାଳନ କରିଆସୁଛି। ଏହି ଅବସରରେ ରାୟଗଡ଼ା ଜିଲ୍ଲାର ସମସ୍ତ ବ୍ଳକରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।!-->…
ଦୋକାନ ଉପରେ ମାଡ଼ିଗଲା ଯାତ୍ରୀବାହୀ ବସ୍: ବୃଦ୍ଧ ମୃତ: ଦୋକାନୀ ଆହତ : କ୍ଷତିପୂରଣ ଦାବିରେ ରାସ୍ତାରୋକ
ବାଲିଗୁଡା, ତା,୨୮/୦୮: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗୋଟିଏ ଘରୋଇ ବସ ଧକ୍କାରେ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ମହିଳା ଗୁରୁତର ହୋଇଛନ୍ତି । ମୃତକ ହେଲେ ବ୍ରାହ୍ମଣୀଗାଁ!-->…
ଏମ୍ସ ଭୁବନେଶ୍ୱରରେ କାର୍ଯ୍ୟକାରୀ ହେଲା ଅତ୍ୟାଧୁନିକ ନ୍ୟୁରୋ ମଡ୍ୟୁଲେସନ୍ ସେବା କେନ୍ଦ୍ର
ଭୁବନେଶ୍ୱର : ମାନସିକ ସ୍ୱାସ୍ଥ୍ୟସେବାକୁ ଆଗକୁ ବଢାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଏମ୍ସ ଭୁବନେଶ୍ୱର ମାନସିକ ରୋଗ ବିଭାଗ ପକ୍ଷରୁ ଏକ ଅତ୍ୟାଧୁନିକ ନ୍ୟୁରୋମଡ୍ୟୁଲେସନ୍ ସେବା କେନ୍ଦ୍ର ଆରମ୍ଭ କରାଯାଇଛି। ଅତ୍ୟାଧୁନିକ, ନନ୍-ଇନ୍ଭେସିଭ ବ୍ରେନ୍ ସ୍ଟିମୁଲେସନ୍!-->…
ବଡ଼ଗଡ଼ ବ୍ରିଟ କଲୋନୀରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ: ସିସିଟିଭିରେ ଦୁଇ ଯୁବତୀଙ୍କ କାରନାମା କଏଦ
ଭୁବନେଶ୍ଵର: ବଡ଼ଗଡ଼ ବ୍ରିଟ କଲୋନୀରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ। ଝୁଲନ୍ତା ଅବସ୍ଥାରେ ଉଦ୍ଧାର କଲା ପୁଲିସ। ଘଟଣାରେ ଦୁଇ ଜଣ ଯୁବତୀଙ୍କୁ ସନ୍ଦେହ କରାଯାଉଛି। ମୃତ ଯୁବକଙ୍କ ନାଁ ହେଉଛି ଶୁଭମ ପଣ୍ଡା। ତାଙ୍କ ଘର ଯାଜପୁରର କୁଆଖିଆରେ ବୋଲି ଜଣାପଡ଼ିଛି।
ମିଳିଥିବା ସୂଚନା!-->!-->!-->…
ଜାରି ରହିଛି ଲଘୁଚାପ ପ୍ରଭାବ, ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ : ସେପ୍ଟେମ୍ବର ପହିଲାରୁ ପୁଣି ଭିଜିବ ଓଡ଼ିଶା
ଭୁବନେଶ୍ବର ୨୮।୮: ରାଜ୍ୟ ଉପରେ ପୁଣି ଆଉ ଏକ ଘୂର୍ଣ୍ଣିବଳୟ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ଉପକୂଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ପାଣିପାଗ ବୈଜ୍ଞାନିକ ଶରତ ସାହୁ । ଯାହା ଫଳରେ ସେପ୍ଟେମ୍ବର ପହିଲାରୁ!-->…
ଏବେବି ଖସିନି ବନ୍ୟାପାଣି, ଉଜୁଡିବ ସାରଦା ଧାନତଳି
ଆରଡି : ବୈତରଣୀରେ ଆସିଥିବା ବନ୍ୟା ଦୀର୍ଘ ୬ଦିନ ଧରି ତା’ର କରାଳ ରୂପ ଦେଖାଦେବା ପରେ ଗତ ବୁଧବାରଠାରୁ କମିବାରେ ଲାଗିଛି। ଫଳରେ ଚାନ୍ଦବାଲି ବ୍ଲକର ୪ ପଞ୍ଚାୟତରେ ୨୦ ଗାଁ ପ୍ରଭାବିତ ହୋଇଛି। କ୍ଷେତ ଓ ପଥରେ ବନ୍ୟାପାଣି ପ୍ରବାହିତ ହେଉଥିବାରୁ !-->…
ଓଡ଼ିଆ ପୁଅ ଦିନେଶ ପଟ୍ଟନାୟକ ହେବେ କାନାଡାରେ ଭାରତର ପରବର୍ତ୍ତୀ ରାଷ୍ଟ୍ରଦୂତ, ବିଦେଶ ମନ୍ତ୍ରଣାଳୟ ଦେଲେ ନିଯୁକ୍ତି
ନୂଆଦିଲ୍ଲୀ: ଭାରତୀୟ ବିଦେଶ ସେବାର ବରିଷ୍ଠ ଅଧିକାରୀ ଦିନେଶ କୁମାର ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି ସରକାର । କାନାଡାରେ ପରବର୍ତ୍ତୀ ଭାରତୀୟ ରାଷ୍ଟ୍ରଦୂତ ଭାବେ ତାଙ୍କୁ ନୂଆ ନିଯୁକ୍ତି ମିଳିଛି । ଦିନେଶ କୁମାର ପଟ୍ଟନାୟକ ବର୍ତ୍ତମାନ ସ୍ପେନରେ ଭାରତୀୟ ରାଷ୍ଟ୍ରଦୂତ ଭାବେ ସେବା!-->…
ଅନୁପ୍ରବେଶ ଉଦ୍ୟମ: ଏଲଓସିରେ ଟଳିଲେ ୨ ଆତଙ୍କବାଦୀ
ନୂଆଦିଲ୍ଲୀ : ସୀମାରେ ସଜାଗ ଥିବା ଭାରତୀୟ ସେନା ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମକୁ ପୁଣି ଥରେ ବିଫଳ କରିଛନ୍ତି । ସୂଚନା ଅନୁସାରେ ଜମ୍ମୁ-କାଶ୍ମୀରର ଗୁରେଜ୍ ସେକ୍ଟରରେ ନିୟନ୍ତ୍ରଣ ରେଖା ନିକଟରେ ପୁଣି ଏକ ଅନୁପ୍ରବେଶ ପ୍ରୟାସ କରୁଥିବା ବେଳେ ଏହାକୁ ବିଫଳ କରିଛନ୍ତି ସୁରକ୍ଷାକର୍ମୀ ।!-->…
୨୦୩୮ ସୁଦ୍ଧା ଭାରତ ଦୁନିଆର ଦ୍ୱିତୀୟ ସର୍ବବୃହତ ଅର୍ଥନୀତି ହେବ: EY ରିପୋର୍ଟ
ନୂଆଦିଲ୍ଲୀ: ଭାରତର ଅର୍ଥବ୍ୟବସ୍ଥା ୨୦୩୮ ସୁଦ୍ଧା ୩୪.୨ ଟ୍ରିଲିୟନ ଡଲାର ଜିଡିପି ସହ ଦ୍ୱିତୀୟ ସର୍ବବୃହତ ଅର୍ଥନୀତି ହୋଇପାରେ । ୨୦୩୦ ସୁଦ୍ଧା କ୍ରୟ ଶକ୍ତି ସମାନତା ଦୃଷ୍ଟିରୁ ୨୦.୭ ଟ୍ରିଲିୟନ ଡଲାରରେ ପହଞ୍ଚିପାରେ । ପ୍ରତିଷ୍ଠିତ ରେଟିଂ ଏଜେନ୍ସି EY ନିଜ ରିପୋର୍ଟରେ ଭାରତୀୟ ଅର୍ଥନୀତିକୁ!-->…
ଆପାର୍ଟମେଣ୍ଟ କୋଠା ଭୁଶୁଡ଼ି ୧୫ ମୃତ, ୯ ଆହତ
ମୁମ୍ବାଇ : ମୁମ୍ବଇର ପୂର୍ବ ବିରାର ଅଞ୍ଚଳରେ ଏକ ଆବାସିକ କୋଠା ଭୁଶୁଡ଼ି ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୯ ଜଣ ଗୁରୁତର ଆହତ ହୋଇଛନ୍ତି।ସ୍ଥାନୀୟ ପ୍ରଶାସନର ସୂଚନା ଅନୁସାର, ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ରାମାବାଇ ଆପାର୍ଟମେଣ୍ଟରେ ଘଟିଛି। କୋଠା ଭୁଶୁଡ଼ିବା ସମୟରେ!-->…