Sign in
Sign in
Recover your password.
A password will be e-mailed to you.
ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ, ଚେକିଂ କଡାକଡି
ପାଟନା : ବିହାରରେ ୩ ଜଣ ପାକିସ୍ତାନୀ ଆତଙ୍କବାଦୀ ନେପାଳ ସୀମା ଦେଇ ମୋତିହାରୀ ଜିଲ୍ଲାକୁ ପଶିଥିବା ସୂଚନା ମିଳିବା ପରେ ସୀମାନ୍ତ ଅଞ୍ଚଳରେ ପୁଲିସର କଡାକଡି ଚେକିଂ ଚାଲିଛି । ଗୁଇନ୍ଦା ସଂସ୍ଥାର ସୁଚନା ପରେ ପୋଲିସ ହାଇଆଲର୍ଟରେ ରହିଥିବା ସହ ଗାଡିମୋଟର ଯାଞ୍ଚ ଚାଲିଛି । ଏହା ସହ ସନ୍ଦିଗ୍ଧ!-->…
ହ୍ରାସ ପାଉଛି ହିନ୍ଦୁଙ୍କ ଜନସଂଖ୍ୟା ! ୟୁପି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ତଦନ୍ତ କମିଟି
ଲକ୍ଷ୍ନୌ: ହ୍ରାସ ପାଉଛି ହିନ୍ଦୁଙ୍କ ଜନସଂଖ୍ୟା। ଗତ କିଛି ବର୍ଷ ମଧ୍ୟରେ ହିନ୍ଦୁଙ୍କ ସଂଖ୍ୟା ବହୁତ କମ ହେବାରେ ଲାଗିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଦିଆଯାଇଥିବା ରିପୋର୍ଟରେ ଏଭଳି କୁହାଯାଇଛି। ନଭେମ୍ବର ୨୪ ତାରିଖରେ ସମ୍ଭଲରେ ଘଟିଥିବା ହିଂସା ଉପରେ ପ୍ରସ୍ତୁତ!-->…
ବିଜେପି ଓ ସଂଘ ମଧ୍ୟରେ କୌଣସି ବିବାଦ ନାହିଁ – ମୋହନ ଭାଗବତ
ନୂଆଦିଲ୍ଲୀ : ବିଜେପି ଓ ଆରଏସଏସ ମଧ୍ୟରେ ବିବାଦ ଥିବା ଗତ ବର୍ଷଠାରୁ ଦେଶରେ ଚର୍ଚ୍ଚା ଲାଗି ରହିଥିଲା । ଏବେ ଏ ସଂପର୍କରେ ମୁହଁ ଖୋଲିଛନ୍ତି ସରସଂଘଚାଳକ ମୋହନ ଭାଗବତ । ସେ କହିଛନ୍ତି ଯେ ବିଜେପି ଓ ସଂଘ ମଧ୍ୟରେ କୌଣସି ବିବାଦ ନାହିଁ । ସେ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ବିଜେପିର!-->…
“ଭାରତ ଉପରେ ପରମାଣୁ ବୋମା ପକାଅ” ଆମେରିକା ସ୍କୁଲରେ ଗୁଳିକାଣ୍ଡ କରିଥିବା ବ୍ୟକ୍ତିର ବନ୍ଧୁକରେ ଲେଖାଥିଲା
ମିନିଆନାପୋଲିସ : ଆମେରିକାର ମିନିଆନାପୋଲିସ ସ୍ଥିତ ଏକ ସ୍କୁଲରେ ହୋଇଥିବା ଗୁଳିକାଣ୍ଡକୁ ନେଇ ଏକ ବଡ଼ ଖୁଲାସା କରିଛି ଏଫବିଆଇ । ଏଫବିଆଇ କହିଛି ଯେ ଗୁଳିକାଣ୍ଡ କରିଥିବା ବ୍ୟକ୍ତି ରବିନ ଓ୍ବେଷ୍ଟମ୍ୟାନ ଧାର୍ମିକ ଘୃଣା ଓ ଆତଙ୍କବାଦୀ ଚିନ୍ତାଧାରା ଦ୍ବାରା ଗଭୀରଭାବେ ପ୍ରଭାବିତ ଥିଲା ।!-->…
ଏନଡିଏରେ ଆସନ ବଣ୍ଟନ ଫର୍ମୁଲା ସ୍ଥିର !
ନୂଆଦିଲ୍ଲୀ: ଚଳିତ ବର୍ଷ ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ସମ୍ପର୍କରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସୂଚନା ହେଉଛି ଯେ ଏନଡିଏରେ ଆସନ ବଣ୍ଟନ ଫର୍ମୁଲା ସ୍ଥିର ହୋଇଛି। ତେବେ ଏନେଇ କୌଣସି ଘୋଷଣା ହୋଇନଥିଲେ ବି ସୂତ୍ରରୁ ମିଳିଥିବା ସୂଚନା ମୁତାବକ ଏନଡିଏରେ ପାଞ୍ଚଟି ଦଳ ଅଛନ୍ତି।!-->…
ଗାନ୍ଧି ପରିବାର ଲୋକେ କାହିଁକି ଜେଲ ଯାଇନାହାନ୍ତି ବୋଲି ପଚାରିଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ : ବେଶ କିଛିଦିନ ନୀରବ ରହିବା ପରେ ଫେରିଛନ୍ତି ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲ । କେଜରିୱାଲ କଂଗ୍ରେସ ଏବଂ ବିଜେପିକୁ ଟାର୍ଗେଟ କରି କହିଛନ୍ତି ଯେ ନ୍ୟାସନାଲ ହେରାଲ୍ଡ ମାମଲାରେ ଗାନ୍ଧୀ ପରିବାରର କେହି କାହିଁକି ଜେଲ ଯାଇ ନାହାଁନ୍ତି। ଲୋକମାନେ!-->…
ଛତିଶଗଡ଼ରେ ଲଗାଣ ବର୍ଷା, କୋଇଗୁରୁ ପୋଲ ଉପରେ ପାଣି
ମାଲକାନଗିରି: ଛତିଶଗଡ଼ରେ ଲଗାଣ ବର୍ଷା ଜାରି ରହିଥିବା ହେତୁ ମାଲକାନଗିରି ପ୍ରଭାବିତ ହୋଇଛି। ସାବେରୀ ଓ ସିଲେରୁ ନଦୀର ଜଳ ସ୍ତର ବୃଦ୍ଧି ପାଇଛି। ମୋଟୁ ସୀମାବର୍ତ୍ତୀ କୋଇଗୁରୁ ପୋଲ ଉପରେ ପାଣି ଚାଲୁଛି। ଖାଲି ସେତିକି ନୁହେ, ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥରେ ଯାତାୟତ ପ୍ରଭାବିତ ହୋଇଛି।!-->…
ସେପ୍ଟେମ୍ବରରୁ ବିଏମସି କୁକୁର ଗଣିବ
ଭୁବନେଶ୍ବର: ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ବିଏମସି ପକ୍ଷରୁ କୁକୁର ଗଣନା ଆରମ୍ଭ ହେବ। ଭୋର ସମୟରେ ଗଣନା କରାଯିବ। ଏହି ସମୟରେ ଚାରିଆଡେ ଶୁନଶାନ ଥିବାରୁ କୁକୁରମାନେ ରାସ୍ତା ଉପରେ ମେଳି ହୋଇଥାନ୍ତି। ତେଣୁ ଏହି ସମୟରେ ସହଜରେ ଗଣନା କରାଯାଇପାରିବ ବୋଲି ବିଏମସି ବିଏମସି କମିସନର ଚଞ୍ଚଳ!-->…
ଦିନରେ ଦିଏ ଚିକିଣିଆ ପ୍ରବଚନ, ରାତି ହେଲେ କରେ ଚୋରି
ଭୁବନେଶ୍ବର : ଦିନରେ ୟୁଟ୍ୟୁବ ଖୋଲି ପ୍ରବଚନ ପରେ ପ୍ରବଚନ ଦେଉଥିବା ଏ ଅଭିଯୁକ୍ତର ନାଁ ମନୋଜ ସିଂହ । ଯିଏ ଦିନରେ ଚିକିଣିଆ କଥା ରାତିରେ ଚୋରି କରେ I ଭଦ୍ରମୁଖା ପିନ୍ଧା ଏହି ଚୋରକୁ ଶେଷରେ ଗିରଫ କରିଛି କମିଶନରେଟ ପୁଲିସ I ଅଭିଯୁକ୍ତ ନାଁରେ ୧୦ରୁ ଅଧିକ ମାମଲା ରହିଛି I ନୟାପଲ୍ଲୀ,!-->…
ପୂଜାରେ ଚାନ୍ଦା ମାଗିଲେ ପୋଲିସକୁ ଜଣାନ୍ତୁ: ଡିସିପି
କଟକ: ଚାନ୍ଦା ଆଦାୟକାରୀଙ୍କୁ ସାବାଡ କରିବା ପାଇଁ କମିଶନରେଟ ପୋଲିସର ପଦକ୍ଷେପ । ପୂଜା ସମୟରେ ଚାନ୍ଦା ମାଗିବାକୁ ବାରଣ କରିଛି କଟକ କମିଶନରେଟ ପୋଲିସ । ଯଦି କେହି ଚାନ୍ଦା ମାଗୁଛନ୍ତି ବା ଏଥିନେଇ ଯୋର ଜବରଦସ୍ତ କରୁଛନ୍ତି ସେ ନେଇ ପୋଲିସକୁ ଜଣାନ୍ତୁ ବୋଲି କହିଛନ୍ତି ଡିସିପି । କମିଶନରେଟ!-->…