Sign in
Sign in
Recover your password.
A password will be e-mailed to you.
ଆସନ୍ତା ୩୦ରୁ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଭିତରକନିକାରେ ପକ୍ଷୀ ଗଣନା
ରାଜନଗର : ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା । ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । ଗତବର୍ଷ!-->…
ସରକାରଙ୍କ ନୂଆଁଖାଇ ଭେଟି: ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା
ଭୁବନେଶ୍ୱର : ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା । ଆଜି ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି ପ୍ରଦାନ ଡିବିଟି ଜରିଆରେ ୧୦୪୧ କୋଟି ଟଙ୍କା ପଠାଇଛ । ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ଏହାର!-->…
ପୁଣି ଶ୍ରୀମନ୍ଦିର ଭିତରେ ପଶିଲା ହିଡେନ୍ କ୍ୟାମେରା: ସୁଟିଂ କରୁଥିବା ସମୟରେ ଧରାପଡ଼ିଲେ ଯୁବକ
ପୁରୀ : ପୁଣି ଶ୍ରୀମନ୍ଦିର ଭିତରେ ପଶିଲା ହିଡେନ୍ କ୍ୟାମେରା । ଶ୍ରୀମନ୍ଦିର ଭିତରେ ଚଷମା ସହିତ ସଂଯୁକ୍ତ ହିଡେନ୍ କ୍ୟାମେରା ନେଇ ଜଣେ ବ୍ୟକ୍ତି ଭିଜୁଆଲ ସୁଟିଂ କରୁଥିବା ସମୟରେ ସୁରକ୍ଷା କର୍ମୀଙ୍କ ହାତରେ ଧରାପଡ଼ିଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ସିଂହଦ୍ଵାର ଥାନାରେ ଅଟକ!-->…
କମିବ ସରକାର ଓ ଜନତାଙ୍କ ମଧ୍ୟରେ ଦୂରତା, ଲୋକଙ୍କ ଠାରୁ ସିଧାସଳଖ ମତାମତ ନେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କୌଣସି ସରକାରୀ ଅଫିସରେ ଆପଣଙ୍କୁ ହଇରାଣ କରାଯାଉଛି କି? କୌଣସି ସରକାରୀ ଅଧିକାରୀ ଲାଞ୍ଚ ମାଗୁଛନ୍ତି କି? ଏହାପରେ ପୋଲିସ ଆପଣଙ୍କ ଅଭିଯୋଗ ଶୁଣୁନି କି? ତେବେ ଆଉ ଚିନ୍ତା କରନ୍ତୁନ୍ତି । ଏନେଇ ଆପଣ ଟୋଲ୍ ଫ୍ରି ନମ୍ବର ୧୪୪୭୧ରେ କଲ୍ କରି ତୁରନ୍ତ ଅଭିଯୋଗ କରିପାରିବେ । ଆଉ!-->…
ଆଜି ଓ ଆସନ୍ତାକାଲି ଭୀଷଣ ବର୍ଷା, ୪୮ ଘଣ୍ଟା ଭିତରେ ଅଧିକ ହେବ ଶକ୍ତିଶାଳୀ ହେବ ଲଘୁଚାପ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଲା । ଏହା ଉତ୍ତର ଦିଗରେ ଗତି କରି ଆଗାମୀ ୪୮ ଘଣ୍ଟା ଭିତରେ ଅଧିକ ଶକ୍ତିଶାଳୀ ହେବ । ଏହା ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଭୀଷଣ ବର୍ଷା ବପନ ଆଣିପାରେ ।
IMDର ପୂର୍ବାନୁମାନ, ଓଡ଼ିଶା ଉପକୂଳରେ ଆଜି!-->!-->!-->…
କଟକ ରେଳ ଷ୍ଟେସନରେ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ ଛାତ,ଟ୍ରେନ ଚଳାଚଳ ବାଧାପ୍ରାପ୍ତ
କଟକ : କଟକ ରେଳ ଷ୍ଟେସନରେ ଅଘଟଣ । କଟକ ରେଲୱେ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ଛାତ । ପ୍ଲାର୍ଟଫର୍ମ ୧ରେ ଭୁଶୁଡି ପଡିଛି ଛାତ । ଆରପିଏଫ ପୁଲିସ, ରେଲୱେ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି । ଲୋକେ ଜୀବନ ବଞ୍ଚାଇବାକୁ ଦୌଡିଥିଲେ ।
ତେବେ ଏହି!-->!-->!-->…
୫୦% ଟ୍ରମ୍ପଙ୍କ ଶୁଳ୍କ ଆଜିଠାରୁ ଲାଗୁ, ୧୨ଟି କ୍ଷେତ୍ରରେ ପକାଇବ ସବୁଠାରୁ ବଡ଼ ପ୍ରଭାବ
ଭାରତ ଦ୍ବାରା ରୁଷୀୟ ତୈଳ ଏବଂ ଅସ୍ତ୍ରଶସ୍ତ୍ର କ୍ରୟ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦ୍ବାରା ଲଗାଯାଇଥିବା ଅତିରିକ୍ତ ୨୫% ଶୁଳ୍କ ଆଜିଠାରୁ କାର୍ଯ୍ୟକାରୀ ହେଉଛି । ଭାରତ ଏବେ ସର୍ବାଧିକ ଆମେରିକା ଶୁଳ୍କ ବହନ କରୁଥିବା ଦୋ ତାଲିକା ବ୍ରାଜିଲ ସହିତ ସାମିଲ ହେବ । ଯାହାର ଶୁଳ୍କ!-->…
ଗୁଜରାଟ ପୋଲିସ ର ମୋଷ୍ଟ ୱାଣ୍ଟେଡ ଦାୟିତ୍ୱ ରେ ଥିବା କବିସୂର୍ଯ୍ୟନଗର ବ୍ଲକ ଅଧକ୍ଷ…!
ପୋଲିସ ପଞ୍ଝାରେ ପଡିବା ପୂର୍ବରୁ ଫେରାର...
ଆସିକା ପୋଲିସ ଧରିଥିବା ବିଦେଶୀ ମଦ ଘଟଣା :କାହା ସ୍ୱାର୍ଥ ପାଇଁ ରେକର୍ଡ ରେ ଧଳାଶିରା ଲଗାଇ ତାରିଖ ଲୁଚା ଯାଉଛି..!
ଅବକାରୀ ବିଭାଗ ରେକର୍ଡ ଓ ଷ୍ଟକ ଯାଞ୍ଜ କରିବାରେ ବିଳମ୍ବ କାହିଁକି...?ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଗାଁ ରୁ ସହର ପର୍ଯ୍ୟନ୍ତ ଚୋରା ବିଦେଶୀ ମଦ ଖୁଲାମ ଖୁଲା ଚାଲାଣ ହେଉଛି। ତାହାର ନଗ୍ନ ନମୁନା ଗତ ୧୪ ତାରିଖ ରେ କୋଟିନଡ଼ା ପୋଲିସ ପେଟ୍ରୋଲିଙ୍ଗ ବେଳେ ଏକ ମିନିଟ୍ରକକୁ ଧରି ଯାଞ୍ଜ ବେଳେ!-->…
ଆତ୍ମସମର୍ପଣ କଲେ ୮ ନକ୍ସଲ
ମାଲକାନଗିରି: ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦୀ କଥାଗୁଡୁମ ଜିଲ୍ଲା ପୁଲିସ ନିକଟରେ ଆଜି ସକାଳେ ୮ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଛତିଶଗଡର ବିଜାପୁର ଅଂଚଳର ୮ ଜଣ ମାଓବାଦୀ ମୁଖ୍ୟସ୍ରୋତରେ!-->…