Sign in
Sign in
Recover your password.
A password will be e-mailed to you.
ପୁରୀ ଏସପି ଭାବେ ଦାୟିତ୍ଵ ଗ୍ରହଣ କଲେ ପ୍ରତୀକ ସିଂହ
ପୁରୀ : ପୁରୀର ନୂତନ ଏସପି ଭାବେ ପ୍ରତୀକ ସିଂହ ଆଜି ବିଧିବଦ୍ଧ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି । ବିଦାୟୀ ଏସପି ତଥା ଉତ୍ତରାଞ୍ଚଳ ଡିଆଇଜି ହୋଇଥିବା ପିନାକ ମିଶ୍ରଙ୍କ ଠାରୁ ସେ ଏହି ଦାୟିତ୍ବ ଗ୍ରହଣ କରିଥିଲେ । ଦାୟିତ୍ବ ଗ୍ରହଣ ପୂର୍ବରୁ ସେ ଗତକାଲି ଶ୍ରୀମନ୍ଦିର ଯାଇ!-->…
ଫସଲ ଜଗିଥିବା ବେଳେ ଦମ୍ପତିଙ୍କୁ ଦଳି ଦେଲା ହାତୀ
ପଦ୍ମପୁର : ସ୍ୱାମୀ-ସ୍ତ୍ରୀଙ୍କୁ ଦଳିଲା ହାତୀ । ବରଗଡ ଜିଲ୍ଲା ପାଇକମାଲ ଥାନା ଟେମରି ପଂଚାୟତର ଧନ୍ଦୁପାଲି ଗାଁରେ ଅଘଟଣ । ଗତକାଲି ରାତିରେ ଫସଲ ଜଗିବା ପାଇଁ ବାରି ପଛପଟେ ଶୋଇଥିବା ବେଳେ ଉଭୟ ସ୍ୱାମୀ ସ୍ତ୍ରୀଙ୍କୁ ହାତୀ ଦଳିଛି। ଫଳରେ ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଛି ।!-->…
ମେଡିକାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ
ସୁନ୍ଦରଗଡ଼: ମେଡିକାଲ ଛାତରୁ ଡେଇଁ ରୋଗୀ ମୃତ । ସୁନ୍ଦରଗଡ଼ ଟାଉନଥାନା ସରକାରୀ ମେଡିକାଲ ଛାତରୁ ଡେଇଁ ଜୀବନ ହାରିଲେ ରେଗୀ । ଆଜି ଡିସଚାର୍ଜ ହୋଇଥାନ୍ତେ । କିନ୍ତୁ ମେଡିକାଲ କଲେଜର ତୃତୀୟ ମହଲାରୁ ଡେଇଁ ଜୀବନ ହାରିଛନ୍ତି। ଏହାର କାରଣ ଅସ୍ପଷ୍ଟ ରହିଛି। ରୋଗୀ ଜଣକ ସୁନ୍ଦରଗଡ଼ ସଦର ଥାନା!-->…
ରାଜସ୍ବ ଅମଲା ସଂଘର ଆନ୍ଦୋଳନ ସ୍ଥଗିତ, ଆଜିଠୁ କାର୍ଯ୍ୟରେ ଯୋଗଦେବେ କର୍ମଚାରୀ
ଭୁବେନଶ୍ବର: ଆନ୍ଦୋଳନ ସ୍ଥଗିତ ରଖିଲା ରାଜସ୍ବ ଅମଲା ସଂଘ । ସରକାରଙ୍କ ପ୍ରତିଶୃତି ପରେ ହଟିଲା ଆନ୍ଦୋଳନ। ୧୫ ଦିନ ପରେ ଆନ୍ଦୋଳନ ସ୍ଥଗିତ ରଖାଯାଇଛି। ଆଜିଠୁ କାର୍ଯ୍ୟରେ ଯୋଗଦେବେ ଅମଲା କର୍ମଚାରୀ । ବନ୍ୟା ସ୍ଥିତି ଓ ପାର୍ବଣକୁ ଦୃଷ୍ଟିରେ ରଖି ଆନ୍ଦୋଳନ ସ୍ଥଗିତ ରଖାଯାଇଛି । ଗତକାଲି!-->…
ରାଜ୍ୟରେ ‘ଆମ ଶାସନ’ ଆରମ୍ଭ ; ଏଣିକି ଲୋକଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ ଓ ଅଧିକାରୀ
ଭୁବନେଶ୍ଵର : ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମ ଜରିଆରେ ଜନତାଙ୍କ ଠାରୁ ମତାମତ ନେବେ ସରକାର।
ଜନତାଙ୍କ ନିକଟରେ ସମସ୍ତ ସରକାରୀ ସେବା କିପରି ପହଞ୍ଚିବ ଯୋଜନାର ସଫଳ ରୂପାୟନ କିପରି ହେବ ସମସ୍ୟା ଥିଲେ!-->!-->!-->…
ଶୁଭାରମ୍ଭ ହେଲା ଆମ ଶାସନ ପୋର୍ଟାଲ
ମାଲକାନଗିରି : ଶାସନ ବ୍ୟବସ୍ଥାରେ ସ୍ୱଚ୍ଛତା ଆଣିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ନାଗରିକମାନଙ୍କଠାରୁ ସିଧାସଳଖ ମତାମତ ସଂଗ୍ରହ ବ୍ୟବସ୍ଥା ମାଧ୍ୟମରେ ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବୃତ୍ତିଗତତା ଏବଂ ଆଚରଣଗତ ପରିବର୍ତ୍ତନ ଆଣିବା ପାଇଁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ କରିଛନ୍ତି । ଆଜି ଲୋକସେବା!-->…
ୟୁଟ୍ୟୁବର ନିଖୋଜ; ବାରହା ପଥର ଜଳପ୍ରପାତକୁ ବଣଭୋଜି କରିବାକୁ ଯାଇଥିଲେ
ପୋଲସରା : ବଣଭୋଜି କରିବାକୁ ଯାଇ ୟୁଟ୍ୟୁବର ନିଖୋଜ । ସଂପୃକ୍ତ ୟୁଟ୍ୟୁବ ବ୍ଳଗର ଜଣଙ୍କ ନରେନ୍ଦ୍ର ସାହୁ । ତାଙ୍କ ଘର ପୋଲସରା ଥାନା ଅନ୍ତର୍ଗତ କଳମ୍ବ ଗାଁରେ । ଗଞ୍ଜାମ ଜିଲ୍ଲା ପାତ୍ରପୁରର ବୁରାତାଲ ପଞ୍ଚାୟତ ପର୍ଯ୍ୟଟନ ସ୍ଥଳ ମହେନ୍ଦ୍ରଗିରି ପର୍ବତର ପାଦଦେଶରେ ଥିବା ବାରହା ପଥର!-->…
ଗୁରୁ ଦିବସରେ ରାଜ୍ୟର ତିରିଶି ଜଣ ଲୋକ କଳା ଗୁରୁ ହେବେ ସମ୍ବର୍ଦ୍ଧିତ : ମହାସଂଘ
ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡିଶା ବରିଷ୍ଠ କଳାକାର ମହାସଂଘ" ପକ୍ଷରୁ ପବିତ୍ର ଗୁରୁ ଦିବସ ପାଳନ ପରିପ୍ରେକ୍ଷୀରେ ଏକ ପ୍ରସ୍ତୁତି ବୈଠକ ମହାସଂଘ ମହାସଚିବ ସୁବାସ ଚନ୍ଦ୍ର ସାହୁ ରୋଶନ୍ ଙ୍କ ବାସଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। କଳାପ୍ରାଣ କୈଳାସ!-->…
ଜିଅନ୍ତା ଜଳିଗଲେ ଦମ୍ପତି; ଅଳ୍ପକେ ବର୍ତ୍ତିଲା ୯ ମାସର ଶିଶୁ ପୁତ୍ର
ନୂଆପଡା : ନୂଆପଡା ଜିଲ୍ଲା ଖଡିଆଳ ଥାନା ତୁକଲା ଗାଁରେ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଦମ୍ପତି ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ସୌଭାଗ୍ୟବଶତଃ ୯ ମାସର ଶିଶୁ ପୁତ୍ରଟି ଅଳ୍ପକେ ବର୍ତ୍ତି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବାପା ମାଆ ଦୁହେଁ ଶିଶୁଟିକୁ ଖେଳାଉଥିବାବେଳେ!-->…
ଚାଷୀଙ୍କୁ ‘ନୂଆଁଖାଇ’ ଭେଟି: ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର କିସ୍ତି
ଭୁବନେଶ୍ବର: ଅଗଷ୍ଟ ୨୭ ତାରିଖ ଅର୍ଥାତ୍ ଆସନ୍ତାକାଲି ଚାଷୀଙ୍କୁ ମିଳିବ ରାଜ୍ୟ ସରକାରଙ୍କ ସିଏମ୍-କିଷାନ ଯୋଜନାର କିସ୍ତି । ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି । ୨୮ ତାରିଖ ‘ନୂଆଁଖାଇ’ ପଡୁଥିବାରୁ ଏହାର ଠିକ ଗୋଟିଏ ଦିନ ପୂର୍ବରୁ ଏହା!-->…