ବାଲିମେଳା ବନାଞ୍ଚଳ ପକ୍ଷରୁ ୮ ଖଣ୍ଡ ଟେକ ଦଣ୍ଡା ଜବତ, ଅଟୋ ସମେତ ଜଣେ ଗିରଫ

ମାଲକାନଗିରି : ମାଲକାନଗିରି ଜିଲ୍ଲା ବାଲିମେଳା ବନାଞ୍ଚଳ ବେଆଇନ କାଠ ଦଣ୍ଡା ଚାଲାଣ କୁ ରୋକିବାରେ ସକ୍ଷମ ହୋଇଛି। ମିଳିଥିବା ସୂଚନାନୁଯାୟୀ ବାଲିମେଳା ବନାଞ୍ଚଳ ରେଞ୍ଜର ଲିସ୍ମିତା କଂହର ବିଶେଷ ସୁତରୁ ଖବର ପାଇ ଏକ ଟିମ ନେଇ ରବିବାର ସନ୍ଧ୍ୟା ସମୟରେ ବାଲିମେଳା ଛକ ନିକଟରେ ଜଗି ରହିଥିଲେ।

ସୁରକ୍ଷିତ ଭାବରେ ପୂଜା ଓ ଉତ୍ସବ ପାଳନ କରିବାପାଇଁ ଟିପିଏସ୍ଓଡିଏଲ୍ ଜାରି କରିଲା ସୁରକ୍ଷା ପରାମର୍ଶ

ବ୍ରହ୍ମପୁର : ପାର୍ବଣ ଋତୁ ଆରମ୍ଭ ହେବାକୁ ଯାଉଥିବା ବେଳେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ଦକ୍ଷିଣ ଓଡ଼ିଶାର ଉପଭୋକ୍ତା ଓ ଜନସାଧାରଣଙ୍କୁ ସୁରକ୍ଷିତ ଓ ଦାୟିତ୍ୱପୂର୍ଣ୍ଣ ହିସାବରେ ପୂଜା, ପର୍ବପର୍ବାଣୀ ତଥା ଉତ୍ସବ ପାଳନ କରିବାକୁ ଅନୁରୋଧ କରିଛି।

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କଲେ କେନ୍ଦ୍ର ସମବାୟ ରାଷ୍ଟ୍ର…

ଭୁବନେଶ୍ୱର : ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି।

ବାଲିଗୁଡାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ…

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ (୫୩)ଙ୍କର ରବିବାର ରାତିରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । କିଡ୍‌ନିଜନିତ ରୋଗରେ ପୀଡ଼ିତ ହୋଇ ସେ ଗତକିଛି ଦିନ ହେଲା ଚିକିତ୍ସାଧୀନ ଥିଲେ। କନ୍ଧମାଳ

କୋରାପୁଟ ଏସ୍ ପିଙ୍କ ସାମ୍ୱାଦିକ ସମ୍ମିଳନୀ : ଜେଲ୍ ଫେରନ୍ତା ଉପରେ ପୋଲିସ୍ ର କଡ଼ା ନଜର

କୋରାପୁଟ : କୋରାପୁଟ ଜିଲ୍ଲାରେ ଅପରାଧୀ ମାନଙ୍କ ଉପରେ ରହିଛି ପୋଲିସର କଡ଼ା ନଜର। ରବିବାର ଦିନ କୋରାପୁଟ ଏସ୍ ପି ରୋହିତ ବର୍ମା ଜୟପୁର ଟାଉନ୍ ଥାନାରେ ଏକ ସାମ୍ବାଦିକ ସମ୍ମିଳନୀ କରି ଜିଲ୍ଲାରେ ଘଟାଉଥିବା ଅପରାଧୀ ମାନଙ୍କୁ ବଡ ସଙ୍କେତ ଦେଇଛନ୍ତି। ଜିଲ୍ଲାରେ ଅପରାଧ ମୁକ୍ତ କରିବା ପାଇଁ

ପୋଖରୀରୁ କୁମ୍ଭୀର ଉଦ୍ଧାର

କେନ୍ଦ୍ରାପଡ଼ା: ପୋଖରୀରୁ ଧରାଗଲା କୁମ୍ଭୀର। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ଗ୍ରାମର ରବୀନ୍ଦ୍ର ମହାନ୍ତିଙ୍କ ପୋଖରୀରୁ ସୋମବାର ଏକ କୁମ୍ଭୀର ଉଦ୍ଧାର କରାଯାଇଛି। ବନ ବିଭାଗ କର୍ମଚାରୀମାନେ କୁମ୍ଭୀରକୁ ଧରି ହବଳ ନାଳରେ ଛାଡ଼ିଦେଇଛନ୍ତି। ସୂଚନା ଅନୁସାରେ,

ଭୁବନେଶ୍ୱର ବିମାନବନ୍ଦରରେ ଖୋଲିଲା ‘ଉଡାନ ଯାତ୍ରୀ’ କାଫେ

ଭୁବନେଶ୍ୱର: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମ ମୋହନ ନାଇଡୁ ସୋମବାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଯାତ୍ରୀଙ୍କ ପାଇଁ ସୁଲଭ ଖାଦ୍ୟ ଏବଂ ପାନୀୟ ବିକଳ୍ପ ସହିତ ‘ଉଡାନ ଯାତ୍ରୀ’ କାଫେର ଉଦଘାଟନ କରିଛନ୍ତି। ଏହି ପଦକ୍ଷେପ ସମସ୍ତ

ନେପାଳରେ ୨ ସ୍ଵର୍ଣ୍ଣ ପଦକ ଜିତି ଦେଶ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ ଦେବୀ ପ୍ରସାଦ

ପୁରୀ: ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଲେ ଓଡିଆ ପୁଅ । ନେପାଳରେ ୨ଟି ସ୍ଵର୍ଣ୍ଣ ପଦକ ଜିତିଲେ ଓଡ଼ିଆ ତଥା ଶ୍ରୀକ୍ଷେତ୍ରର ପୁଅ ଦେବୀ ପ୍ରସାଦ । ଏସିଆନ୍ ଶକ୍ତିଉତ୍ତୋଳନ ପ୍ରତିଯୋଗୀତାରେ ବାଜିମାତ କରିଛନ୍ତି ଦେବୀ । ଏସିଆନ ପ୍ରତିଯୋଗୀତା ପାଇଁ ମନୋନୀତ ହୋଇ ୧୫ ଅଗଷ୍ଟରୁ ୧୭ ଅଗଷ୍ଟ

ଦୁର୍ଗା ପୂଜା ନିର୍ଦ୍ଦେଶନାମା; ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ

କଟକ: ଆସିଲାଣି ପାର୍ବଣ। ଚାରିଆଡେ ଏବେ ଉତ୍ସବ ମୁଖର। ତେବେ ଦୁର୍ଗ ପୂଜାକୁ ଆଉ ମାସେ ବାକି ଥିବା ବେଳେ ଏଥିପାଇଁ ଜାରି ହେଲା ସର୍କୁଲାର। କଟକ ଦୁର୍ଗା ପୂଜା ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ। ବିଶେଷ କରି

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରିମଣ୍ଡଳ ସମ୍ମିଳନୀ: କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମରେ ଓଡ଼ିଆ ଆଦିବାସୀ…

ଭୁବନେଶ୍ୱର : ଭୁବନେଶ୍ୱର ଠାରେ ଆୟୋଜିତ ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘୋଷଣା କରିଥିଲେଯେ ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ B-MAAN (Building and Management of Aviation Assets and Network)