Sign in
Sign in
Recover your password.
A password will be e-mailed to you.
ଇଣ୍ଡୋନେସିଆରେ ସ୍କୁଲରେ ବିସ୍ଫୋରଣ, ୫୪ ଆହତ
ଜାକର୍ତ୍ତା: ଶୁକ୍ରବାର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାର ଏକ ସ୍କୁଲ ଭିତରେ ଏକ ବିସ୍ଫୋରଣ ଘଟିଛି। ଏକ ମସଜିଦ କ୍ୟାମ୍ପସ ମଧ୍ୟରେ ଥିବା ଏକ ସ୍କୁଲରେ ଶୁକ୍ରବାର ପ୍ରାର୍ଥନା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ଏହି ଘଟଣାରେ ଆହତଙ୍କ ସଂଖ୍ୟା ୫୪ ବୋଲି ସୂଚନା ମିଳିଛି ଏବଂ ଏହି ସଂଖ୍ୟା ଆହୁରି!-->…
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା: ୨୦୯ ଓକିଲ ପୀତବାସଙ୍କ ସପକ୍ଷରେ, ୪୪ ଓକିଲ ବିକ୍ରମଙ୍କ ସପକ୍ଷରେ ଲଢ଼ିବେ..
ବ୍ରହ୍ମପୁର : ଆଇନଜୀବୀ ସ୍ୱର୍ଗତ ପୀତବାସ ପଣ୍ଡା ହତ୍ୟାକାଣ୍ଡକୁ ୩୨ ଦିନ ପୂରିଥିବା ବେଳେ ଏହି ମାମଲା ଏବେ ଏକ ନୂଆ ମୋଡ଼ ନେଇଛି। ପୀତବାସଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ୨୦୯ ଜଣ ଆଇନଜୀବୀ ତାଙ୍କ ସପକ୍ଷରେ ଓକିଲାତିନାମା ଦାଖଲ କରିଥିବା ବେଳେ, ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ସପକ୍ଷରେ!-->…
ବେଇମାନ୍ ଓ ପ୍ରାର୍ଥୀ ଚୋରିକୁ ନେଇ ନବୀନଙ୍କୁ ଟାର୍ଗେଟ କଲେ ଡାକ୍ତର ସମ୍ବିତ ପାତ୍ର
ନୂଆପଡ଼ା: ନୂଆପଡ଼ାରେ ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ ନବୀନ ପଟ୍ଟନାୟକଙ୍କୁ କଡ଼ା ଭାଷାରେ ସମାଲୋଚନା କରିବା ସହ ବେଇମାନ୍ ଓ ପ୍ରାର୍ଥୀ ଚୋରିକୁ ନେଇ ଟାର୍ଗେଟ କରିଛନ୍ତି। ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର କହିଛନ୍ତି, କୌଣସି ଦ୍ରବ୍ୟର!-->…
କମ୍ବଳ-ବେଡ଼ସିଟ ମାଗିବାରୁ ଯବାନଙ୍କୁ ହତ୍ୟା କଲେ ରେଳ କର୍ମଚାରୀ
ନୂଆଦିଲ୍ଲୀ: ଚଳନ୍ତା ଟ୍ରେନରେ ଜଣେ ସୈନିକଙ୍କ ହତ୍ୟା ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି ଜାତୀୟ ମାନବାଧିକାର କମିଶନ। ଅଭିଯୁକ୍ତ ରେଳ କର୍ମଚାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ସୈନିକଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରିବାକୁ ମାନବାଧିକାର କମିଶନ!-->…
୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ିବାକୁ ବାହାର ଭୋଟରଙ୍କୁ ନିର୍ଦେଶ
ଭୁବନେଶ୍ବର: ନୂଆପଡା ଉପ-ନିର୍ବାଚନରେ ସ୍ୱଚ୍ଛତା ବଜାୟ ରଖିବା ଏବଂ ମତଦାତାମାନଙ୍କ ପାଇଁ ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶୁକ୍ରବାର ନିର୍ଦେଶାବଳୀ ଜାରି କରିଛନ୍ତି। ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବ ଅବଧି, ଯାହାକୁ!-->…
ବାରହା ଫାଶରେ ପଡ଼ି ପ୍ରାଣ ହରାଇଲେ ୨ ଯୁବକ
କୋରାପୁଟ: ବାରହା ଶିକାର ପାଇଁ ବିଛାଯାଇଥିବା ଫାଶରେ ପଡ଼ି ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି। ଫାଶରେ ବିଦ୍ୟୁତ ସଂଯୋଗ ହୋଇଥିବାରୁ ଯୁବକଦ୍ଵୟ ତାହା ସଂଶ୍ପର୍ସରେ ଆସି ପ୍ରାଣ ହରାଇଛନ୍ତି। କୋରାପୁଟ ଜିଲା ପିପଳପଦର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଇ ପାହାଡ଼ରେ ଏହି ଅଭାବନୀୟ ଘଟଣା ଘଟିଛି।
ଯୁବକ!-->!-->!-->…
ବଢ଼ିଲା ବ୍ରହ୍ମପୁର ଏସପିଙ୍କ ଅଡୁଆ, ହାଜର ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ବ୍ରହ୍ମପୁର : ଅଡୁଆରେ ବ୍ରହ୍ମପୁର ଏସପି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମାଲରେ ଦେଇଥିବା ମନ୍ତବ୍ୟ ମହଙ୍ଗା ପଡ଼ିଛି । ନିର୍ବାଚନ ମାମଲାରେ ମନ୍ତବ୍ୟ ଦେଇଥିବାରୁ ବ୍ରହ୍ମପୁର ଏସ୍.ପି.ଙ୍କ ଠାରୁ ଶପଥ ପାଠ ତଲବ କଲେ ହାଇକୋର୍ଟ । ବ୍ୟକ୍ତିଗତ ହାଜର ପାଇଁ ନିର୍ଦ୍ଦେଶ ।!-->…
ଲୋକସେବା ଭବନରେ ‘ବନ୍ଦେ ମାତରମ୍’ ଗାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ‘ବେନ୍ଦ ମାତରମ୍’ ସଙ୍ଗୀତ ଗାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ବନ୍ଦେ!-->…
ବରିଷ୍ଠ ନାଗରିକଙ୍କଠାରୁ ଦେଢ କୋଟି ଲୁଟିନେଲେ ସାଇବର ଠକ
ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଡିଜିଟାଲ ଆରେଷ୍ଟ କରି ଦେଢ କୋଟି ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ସାଇବର ଠକମାନେ ଡିଜିଟାଲ ଆରେଷ୍ଟ କରି ଜଣେ ବରିଷ୍ଠ ନାଗରିକଙ୍କ ଠାରୁ ଏହି ଅର୍ଥ ଲୁଟି ଥିବା ସାଇବାର ଥାନାରେ ଅଭିଯୋଗ ହୋଇଛି । ସାଇବାର ଠକମାନେ କଷ୍ଟମ୍ ବିଭାଗ ଅଧିକାରୀ!-->…
ଓଏସ୍ଏସ୍ସି ଅଫିସ ଆଗରେ ଆଣ୍ଠେଇ କାନମୋଡ଼ି ଚାପୁଡ଼ା ଖାଇ ଧାରଣା ଦେଲେ ଆଶାୟୀ।
ଭୁବନେଶ୍ବର: ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍ଏସ୍ସି) ଦ୍ବାରା ପରିଚାଳିତ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପ୍ରକ୍ରିୟାରେ ଟିଜିଟି ସଂସ୍କୃତ ପଦବୀ ପାଇଁ ମେଧା ତାଲିକା ପ୍ରକାଶ ପାଉନି। ସଂସ୍କୃତ ବ୍ୟତୀତ ଅନ୍ୟ ଟିଜିଟି ପଦବୀ ପାଇଁ ମେଧା ତାଲିକା ପ୍ରକାଶ ପାଇଛି।!-->…