ବିହାର ନିର୍ବାଚନ: ମତଦାନ ବେଳେ ୧୦ ଜିଲାରେ ଇଭିଏମ୍‌ ମେସିନରେ ତ୍ରୁଟି

ପାଟନା: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଚାଲିଥିବା ବେଳେ ୧୦ଟି ଜିଲାରେ ଇଭିଏମରେ ତ୍ରୁଟି ଦେଖାଦେଇଛି । ୧୨୧ଟି ଆସନରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହା ଜାରି ରହିବ । ବିହାରର ୧୦ଟି ଆସନରେ ଇଲେକ୍ଟ୍ରୋନିକ ଭୋଟିଂ

ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ, ଇଭିଏମରେ ସିଲ୍ ୧୩୧୪ ପ୍ରାର୍ଥୀଙ୍କ ଭାଗ୍ୟ

ବିହାର: ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଗୁରୁବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୨୧ ଆସନରେ ମୋଟ ୧୩୧୪ ପ୍ରାର୍ଥୀ ପ୍ରତିଦ୍ଵନ୍ଦ୍ଵିତା କରୁଥିଲେ। ସେମାନଙ୍କ ଭାଗ୍ୟ ଇଭିଏମରେ ସିଲ୍‌ ହୋଇଯାଇଛି। ସନ୍ଧ୍ୟା ୫ଟା ସୁଦ୍ଧା ୬୦.୧୩ ପ୍ରତିଶତ ମତଦାନ ହୋଇଥିଲା। ଗୁରୁବାର ମତଦାନ ପ୍ରାୟତଃ

ନୌସେନାରେ ସାମିଲ ହେଲା ଆଇଏନଏସ ଇକ୍ଷକ

ନୂଆଦିଲ୍ଲୀ : ଭାରତୀୟ ନୌସେନା ଏହାର ନୌସେନାରେ ଆଉ ଏକ ସ୍ୱଦେଶୀ ଶକ୍ତି ଯୋଡିବାକୁ ହୋଇଛି। ଗୁରୁବାର ଦିନ, ନୌସେନାର ତୃତୀୟ ସର୍ଭେ ଜାହାଜ (SVL) ଶ୍ରେଣୀର ଜାହାଜ, INS ଇକ୍ଷକକୁ କୋଚିର ଦକ୍ଷିଣ ନୌସେନା କମାଣ୍ଡରେ ଆନୁଷ୍ଠାନିକ ଭାବରେ ନିୟୋଜିତ ହୋଇଛି। ଏହି ଜାହାଜ ଦକ୍ଷିଣ ନୌସେନା

ଉପମୁଖ୍ୟମନ୍ତ୍ରୀ ବିଜୟ କୁମାର ସିହ୍ନାଙ୍କ ଗାଡ଼ି ଉପରକୁ ପଥରମାଡ଼

ପାଟନା: ବିଧାନସଭା ନିର୍ବାଚନରର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜି ସକାଳୁସକାଳୁ ବିହାର ଚଳଚଞ୍ଚଳ ହୋଇ ଉଠିଥିବା ବେଳେ ବିହାର ଲଖିସରାଇରେ ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନାଙ୍କ କନଭେ ଉପକୁ ପଥମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର ସକାଳେ ଉପମୁଖ୍ୟମନ୍ତ୍ରୀ ତଥା ଲଖିସରାଇ

ମାଣ୍ଡିଆ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳିତ — ମାଲକାନଗିରିରେ ଶ୍ରୀଅନ୍ନ ଅଭିଯାନକୁ ନୂଆଗତି

ମାଲକାନଗିରି : ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ମାଲକାନଗିରି ଶ୍ରୀ ଅନ୍ନ ଅଭିଯାନ ଓ ଜିଲ୍ଲା ପ୍ରଶାସନଙ୍କ ଉପସ୍ଥିତିରେ ମାଣ୍ଡିଆ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଥିଲା ପୌଷ୍ଟିକ ଖାଦ୍ୟ, ସୁସ୍ଥିର କୃଷି ଓ ଗ୍ରାମୀଣ ଜୀବିକାରେ ମାଣ୍ଡିଆ

ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ସଦର ମହକୁମାରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଶିବିର ଅନୁଷ୍ଠିତ ହୋଇଯାଇଛି। ପଡିଆ ସ୍ଥିତ ଅନୂସୁଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୋଟ ୪ ଶହ ତିନିଜଣ ତାଲିକାଭୁକ୍ତ ହୋଇ ଶାରୀରିକ ଓ ମାନସିକ ଯାଞ୍ଚ

ବିଶ୍ବ ବିଜେତା ମହିଳା ଟିମକୁ ଟାଟାର ଉପହାର: ପ୍ରତି ଖେଳାଳିଙ୍କୁ ମିଳିବ ୨୫ ଲକ୍ଷର କାର୍

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟ ଟିମ୍ ପ୍ରଥମ ଥର ପାଇଁ ମହିଳା ବିଶ୍ୱକପ୍ କ୍ରିକେଟର ଚାମ୍ପିଅନ ମୁକୁଟ ପିନ୍ଧିଛି । ଏହା ମୁମ୍ବାଇର ଡିୱାଇ ପାଟିଲ ଷ୍ଟାଡିୟମରେ ସାଉଥ ଆଫ୍ରିକାକୁ ହରାଇ ମହିଳା ଟିମ୍ ଦିନିକିଆ ବିଶ୍ବକପ ନିଜ ନାମରେ କରିଛି । ଭାରତୀୟ ମହିଳା କ୍ରିକେଟ ଦଳର

ଫିଲିପାଇନ୍ସରେ ଟାଇଫୁନ୍ କଲମାଏଗି ନେଲା ୨୪୧ ଜୀବନ, ଏମରଜେନ୍ସୀ ଘୋଷଣା କଲେ ରାଷ୍ଟ୍ରପତି

ଫିଲିପାଇନ୍ସ : ଫିଲିପାଇନ୍ସରେ ଟାଇଫୁନ୍ କଲମାଏଗିର ତାଣ୍ଡବ । ଏହି ଭୀଷଣ ବାତ୍ୟା ଫିଲିପାଇନ୍ସକୁ ଛାରଖାର କରିଦେଇଛି । ପ୍ରାୟ ୨୪୧ ଜଣ ପ୍ରାଣ ଚାଲିଯାଇଥିବା ବେଳେ ଅନେକ ନିଖୋଜ ରହିଛି । ସେଠିକାର ପରିସ୍ଥିତି ଦେଖି ଫିଲିପିନ୍ସର ରାଷ୍ଟ୍ରପତି ଦେଶରେ ଆପତ୍ତକାଳୀନ ସ୍ଥିତି ଘୋଷଣା

ଲାଞ୍ଚ ନେଇ ଧରାପଡ଼ିଲେ କେନ୍ଦୁଝର ଡିଏସଏସଓ

କେନ୍ଦୁଝର: ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ଵାରା ଗିରଫ ହୋଇଛନ୍ତି କେନ୍ଦୁଝର ଡିଏସଏସଓ(ଜିଲା ସାମାଜିକ ନିରାପତ୍ତା ଅଧିକାରୀ) ବିପ୍ଳବ କେଶରୀ ସାମନ୍ତରାୟ। ବିପ୍ଳବ ଏକ ଏନଜିଓଠାରୁ ଏହି ଲାଞ୍ଚ ଅର୍ଥ ନେଉଥିବାବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ସୂଚନା

ବେଆଇନ କ୍ଲିନିକ୍ ଉପରେ ଚଢାଉ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ରାୟଗଡ଼ା: ରାୟଗଡା ଜିଲ୍ଲା ଗୁଣପୁର ସହରରେ ବେଆଇନ ଭାବରେ ଚାଲିଥିବ ଏକାଧିକ କ୍ଲିନିକ୍ ଉପରେ ଆଜି ଚଢାଉ ହୋଇଛି । ଗୁଣପୁର ଉପଜିଲ୍ଲାପାଳ ଅଭିଷେକ ଦିଲୀପ ଦୁଧାଲ ଏହି ଚଢାଉ କରି ଉକ୍ତ ଦୋକାନ ଗୁଡିକରେ କୌଣସି କାଗଜ ପତ୍ର ନଥାଇ କ୍ଲିନିକ୍ ଚାଲୁଥିବା ଜାଣିବାକୁ ପାଇଥିଲେ । ତୁରନ୍ତ