Sign in
Sign in
Recover your password.
A password will be e-mailed to you.
ବିହାର ନିର୍ବାଚନ: ୨୧୩୫ ବୁଥରେ ଭୋଟ୍ ସମୟ ଘଣ୍ଟାଏ କମିଲା
ପାଟନା: ବିହାରର ୧୮ ଜିଲ୍ଲାର ୧୨୧ଟି ବିଧାନସଭା ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ୍ ୬ ନଭେମ୍ବର ଗୁରୁବାର ଦିନ ହେବାକୁ ଯାଉଛି। ସୁରକ୍ଷା ଏବଂ ସମ୍ବେଦନଶୀଳତାକୁ ଦୃଷ୍ଟିରେ ରଖି ନିର୍ବାଚନ କମିସନ (ECI) ଛଅଟି ବିଧାନସଭା ନିର୍ବାଚନମଣ୍ଡଳୀର ୨,୧୩୫ଟି ମତଦାନ କେନ୍ଦ୍ରରେ ଭୋଟ୍ ସମୟ ସକାଳ!-->…
ବିହାର ନିର୍ବାଚନ: ମୁସଲିମ୍ ବହୁଳ ନିର୍ବାଚନ ମଣ୍ଡଳୀରେ ମଧ୍ୟ ରହିଛି ଏନଡିଏର ପ୍ରଭାବ
ପାଟନା: ବିହାରର ଜନସଂଖ୍ୟାର ପ୍ରାୟ ୧୮% ମୁସଲିମ୍ ସମ୍ପ୍ରଦାୟ ନିର୍ବାଚନ ରାଜନୀତିରେ ସର୍ବଦା ଏକ ଚର୍ଚ୍ଚିତ ବିଷୟ ହୋଇ ଆସିଛନ୍ତି। ରାଜନୈତିକ ବିଶ୍ଳେଷକମାନେ ଏହାକୁ କ୍ଷମତାର ଚାବିକାଠି ବୋଲି ବିବେଚନା କରନ୍ତି। ତଥାପି, ସାମ୍ପ୍ରତିକ ନିର୍ବାଚନ ଫଳାଫଳ ଦର୍ଶାଉଛି ଯେ, ମୁସଲିମ୍!-->…
ଆମେରିକା ଉପରୁ ୨୪% ଶୁଳ୍କ ହଟାଇଲା ଚୀନ୍
ନୂଆଦିଲ୍ଲୀ: ଆମେରିକୀୟ ସାମଗ୍ରୀ ଉପରୁ ୨୪% ଶୁଳ୍କ ହଟାଇଲା ଚୀନ୍। ଏହାକୁ ଗୋଟିଏ ବର୍ଷ ପାଇଁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଦକ୍ଷିଣ କୋରିଆରେ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ବୈଠକ ପରେ ଆମେରିକା, ଚୀନ୍ ଉପରୁ!-->…
ଆସନ୍ତାକାଲି ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଆସନ୍ତାକାଲି ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କର ପ୍ରଚାର କାର୍ଯ୍ୟକ୍ରମ ରହିଛି । କୋମନାରେ ରୋଡ୍-ସୋ ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ!-->…
ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟିଲା ଯୁବକ
ବାସୁଦେବପୁର: ବାସୁଦେବପୁର ଥାନା ଅଧୀନ ଆରୁହା ପଞ୍ଚାୟତର କୁଞ୍ଚଆଢ଼ିଆ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜନୈକା ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟି ଦେଇଛନ୍ତି ଜଣେ ଯୁବକ। ଅଭିଯୁକ୍ତ ଜଣକ ବିଷ୍ଣୁବିନ୍ଧା ଗ୍ରାମର ବୋଲି ଜଣାପଡ଼ିଛି। ଏହି ଘଟଣାରେ ଗୁରୁତର ଆହତ!-->…
ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ଜାଲ ଜାତିଗତ ପ୍ରମାଣ ପତ୍ରର ଅଭିଯୋଗ ଆଣିଲା ବହୁଜନ ସମାଜବାଦୀ ପାର୍ଟି…
ମାଲକାନଗିରି : ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରି ଟାଙ୍ଗୁଲଙ୍କ ନାମରେ ଆସିଲା ସାଙ୍ଘାତିକ ଅଭିଯୋଗ।ଜାଲ ଜାତିଗତ ପ୍ରମାଣ ପତ୍ର ଦେଇ ସାଜିଛନ୍ତି ଆଦିବାସୀ ନେତ୍ରୀ। ବହୁଜନ ସମାଜବାଦୀ ପାର୍ଟି ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଏମିତି ସାଙ୍ଘାତିକ ଅଭିଯୋଗ କରାଯାଇଛି। ଅଭିଯୋଗ!-->…
ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପାରାଦୀପ ବନ୍ଦରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା, ରାଜ୍ୟର ଅର୍ଥନୈତିକ ପ୍ରଗତି ଓ ବନ୍ଦର ଭିତ୍ତିକ ଉନ୍ନତି ଉପରେ ଗୁରୁତ୍ୱ ଦେଇ ଏକ ଦୃଢ ସନ୍ଦେଶ ଦେଇଛନ୍ତି । ନିଜ ଅଭିଭାଷଣରେ!-->…
କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି: ରାଜାରାଜେଶ୍ୱର ବେଶରେ ଦର୍ଶନ ଦେଲେ ଶ୍ରୀଜିଉ
ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ରାଜାରାଜେଶ୍ୱର ବେଶ ବା ସୁନା ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଭୋରରୁ ଦ୍ୱାରଫିଟା ପରେ ନୀତିକାନ୍ତି ବଢିବା ସହ ସୁରୁଖୁରୁରେ ସର୍ବସାଧାରଣ ଦର୍ଶନ!-->…
ଐତିହାସିକ କଟକ ବାଲିଯାତ୍ରା ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
କଟକ : ଐତିହାସିକ କଟକ ବାଲିଯାତ୍ରା ଉଦଘାଟିତ । ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କଟକ ଇନ କଟକରେ ବାଲିଯାତ୍ରାକୁ ଉଦଘାଟନ କରିଛନ୍ତି ମୋହନ ମାଝୀ । ପ୍ରଥମେ ବୋଟ କ୍ଲବରୁ ଏକ ସୁସଜ୍ଜିତ ବୋଇତରେ ଆସି ମହାନଦୀ ଗଡଗଡ଼ିଆ ଘାଟରେ ସପତ୍ନୀକ ଡଙ୍ଗା ଭସାଇଥିଲେ। ଏହା ପରେ!-->…
ପ୍ରଚାର ପାଇଁ ୭ରେ ପୁଣି ନୂଆପଡ଼ା ଯିବେ ବିଜେଡି ସୁପ୍ରିମୋ
ଭୁବନେଶ୍ବର: ଧନ୍ୟବାଦ ଜଣାଇଲେ, ୭ରେ ଗସ୍ତ ଘୋଷଣା କଲେ ନବୀନ । ଆସନ୍ତା ୭ ତାରିଖରେ ପୁଣି ନୂଆପଡ଼ା ପ୍ରଚାର ପାଇଁ ଯିବେ ନବୀନ । ନୂଆପଡ଼ା ଓ ଖରିଆରରୋଡରେ ପ୍ରଚାର କରିବେ । ଏନେଇ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି,!-->…