ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ ସୌଦାନ ସିଂ, ସଂଗଠନ ସଜାଡ଼ିବା ଦିଗରେ ଗୁରୁତ୍ବ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବଡ଼ ବୈଠକ । ବୈଠକ ନେଲେ ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ ସୌଦାନ ସିଂ। ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ମନ୍ତ୍ରୀ ବିଧାୟକ ବରିଷ୍ଠ ନେତାମାନଙ୍କ ସହ ଆଲୋଚନା କଲେ l ଆଗକୁ ପୌର ଓ ପଂଚାୟତ ନିର୍ବାଚନ ରହିଥିବା ବେଳେ ସୌଦlନ…

ଟିପିଏସ୍‌ଓଡିଏଲ୍ ପକ୍ଷରୁ ରକ୍ତଦାନ ଶିବିର

ବ୍ରହ୍ମପୁର: ଟାଟା ସ୍ୱେଚ୍ଛାସେବୀ ସପ୍ତାହ-୨୬ (ଟିଭିଡବ୍ଲ୍ୟୁ ୨୬) ଅବସରରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍‌ଓଡିଏଲ୍) ପକ୍ଷରୁ ଖୋଡ଼ାସିଙ୍ଗି କାର୍ଯ୍ୟାଳୟରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଆୟୋଜିତ ଶିବିରକୁ ଟିପିଏସ୍‌ଓଡିଏଲ୍‌ର ସିଇଓ ଶ୍ରୀ ଅମିତ…

ଭାରତୀୟ ମଜଦୁର ସଂଘ ଦ୍ଵାରା ପରିଚାଳିତ ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ…

ରାୟଗଡ଼ା , ୧୨/୧୦/୨୬ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ ୱାର୍କରର୍ସ ଆସୋସିଏସନର ରାଜ୍ୟ ନିଷ୍ପତ୍ତି କ୍ରମେ ସମସ୍ତ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ବିଭାଗୀୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୦ ଦଫା ଦାବିକୁ ନେଇ ଦାବି ପତ୍ର ପ୍ରଦାନ…

ଅଜଣା ଗାଡ଼ି ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଦ୍ବୟ ହେଲେ ମଝାପଡା ଗ୍ରାମର ଭବାନୀ ଖରସେଲ ଓ ଧୁମାମୁଣ୍ଡା ଗ୍ରାମର ସୁରେନ୍ଦ୍ର କିଶାନ। ମିଳିଥିବା…

ଭୁବନେଶ୍ୱର ମହାନଗର ନିଗମ ଅଧିନ ଅଞ୍ଚଳରେ ପୂଜା କମିଟିଗୁଡ଼ିକ ପାଇଁ “ଗ୍ରାଉଣ୍ଡ ଭଡ଼ା” ସମ୍ପୂର୍ଣ୍ଣ ଛାଡ଼

ଭୁବନେଶ୍ୱର : ବର୍ତ୍ତମାନ ପାର୍ବଣ ଋତୁ ଆରମ୍ଭ ହୋଇସାରିଛି । ସାର୍ବଜନୀନ ଦୁର୍ଗା ପୂଜାଠାରୁ ଆରମ୍ଭ କରି ଗଜଲକ୍ଷ୍ମୀ ପୂଜା, କାଳି ପୂଜା ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ କମିଟି ମାଧ୍ୟମରେ ପୂଜାନୁଷ୍ଠାନଗୁଡିକରେ ପୂଜା ଆୟୋଜନ କରାଯିବ । ପୂଜା କମିଟିଗୁଡ଼ିକ ପାଇଁ…

SIR ପ୍ରକ୍ରିୟାକୁ ସ୍ୱଚ୍ଛ ଏବଂ ଗଠନମୂଳକ ପଦକ୍ଷେପ ଭାବେ ଅଭିହିତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: SIRକୁ ନେଇ ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ। ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ଭାରତ ନିର୍ବାଚନ କମିଶନ (ECI) ଙ୍କ ଦ୍ୱାରା କରାଯାଉଥିବା ଭୋଟର ତାଲିକା ସଂଶୋଧନ ବା ସ୍ପେସିଆଲ ଇଣ୍ଟେନ୍ସିଭ ରିଭିଜନ (SIR)…

ଏମ୍ ପିସି ଜୁନିୟର କଲେଜ ସ୍ଥାନାନ୍ତର ନିଷ୍ପତ୍ତିକୁ ନେଇ ଅସନ୍ତୋଷ

ବାରିପଦା: ବାରିପଦା ଐତିହ୍ୟ କୋଠାରୁ ଏମ୍ ପିସି ଜୁନିୟର କଲେଜ ସ୍ଥାନାନ୍ତର ନିଷ୍ପତ୍ତିକୁ ନେଇ ତେଜିଲା ଅସନ୍ତୋଷ । ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି କଲେଜର ଛାତ୍ରଛାତ୍ରୀ । ବାରିପଦା ବଡ଼ବଜାର ମୁଖ୍ୟ ରାସ୍ତା ଅବରୋଧ କରି ଧାରଣା ଦେବା ସହ ସ୍ଥାନାନ୍ତର ନିଷ୍ପତ୍ତିକୁ ତୀବ୍ର…

ନକଲି ସୁନା ବିସ୍କୁଟ ସହ ୩ ଜଣଙ୍କୁ ମାଡ଼ି ବସିଲା ପୋଲିସ

ବରଗଡ଼: ନକଲି ସୁନା ବିସ୍କୁଟ ଚାଲାଣ ବେଳେ ୩ ଗିରଫ । ଗତ ୧୦ ତାରିଖ ରାତିରେ ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନାରେ ରମେଶ ସାହୁ ଏକ ଲିଖିତ ଅଭିଯୋଗ କରିଥିଲେ । ଏକ ଅଜଣା ମୋବାଇଲ ନମ୍ବରରୁ ଫୋନ୍ କଲ୍ ଆସିଥିଲା । ଫୋନ୍ କରିଥିବା ବ୍ୟକ୍ତିଜଣକ ତାଙ୍କ ପାଖରେ ବିକ୍ରି ପାଇଁ ସୁନା…

୩ ହଜାର କେଜିର ନକଲି ମସଲା ସହ ମେସିନ୍ ଜବତ

ବ୍ରହ୍ମପୁର: ଆକ୍ସନ ମୋଡରେ ବ୍ରହ୍ମପୁର ପୋଲିସ୍ । ବଡ଼ ନକଲି ମସଲା କରାଖାନା ଉପରେ ବଡ଼ବଜାର ଥାନା ପୋଲିସର ଚଢ଼ାଉ । ୩ ହଜାର କେଜି ନକଲି ମସଲା ସହ ୪ ମେସିନ୍ ଜବତ । ବିଳମ୍ବିତ ରାତିରେ ଲକ୍ଷ୍ମୀ ନୃସିଂହ ନଗର ଓ ପ୍ରହଲ୍ଲାଦ ନଗରରେ ସ୍ଥିତ ନକଲି ମସଲା କାରଖାନା ଉପରେ ଚଢ଼ାଉ କରିଛି…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ABEOଙ୍କ ଘରେ ଭିଜିଲାନ୍ସ ରେଡ୍

ଯାଜପୁର : ଭିଜିଲାନ୍ସ ଜାଲରେ ABEO । ଆୟ ବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜୟଦେବ ଜେନାଙ୍କ ଘରେ ରେଡ୍ । ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ଭୁବନେଶ୍ୱରର ପାତ୍ରପଡ଼ାରେ ଥିବା ତିନି ମହଲା କୋଠା, ଗଞ୍ଜାମ…