Sign in
Sign in
Recover your password.
A password will be e-mailed to you.
ଆଫଗାନିସ୍ତାନରେ ଭୂକମ୍ପ, ୨୦ରୁ ଅଧିକ ମୃତ, ୧୫୦ ଆହତ
ଆଫଗାନିସ୍ତାନ : ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଏକ ଶକ୍ତିଶାଳୀ ଭୂମିକମ୍ପ ଝଟକା । ଭୂକମ୍ପର ତୀବ୍ରତା ୬.୩ ରହିଥିଲା । ଏହି ଭୂକମ୍ପରେ ଏପର୍ଯ୍ୟନ୍ତ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫୦ ଜଣ ଆହତ ହୋଇଛନ୍ତି । ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ଖୁଲମରୁ ୨୨ କିଲୋମିଟର!-->…
ICAI CA ପରୀକ୍ଷା ଫଳ ପ୍ରକାଶିତ, ମୁକୁନ୍ଦ ଅଗ୍ରିୱାଲ ଟପ୍ପର
ନୂଆଦିଲ୍ଲୀ : ଇନିଷ୍ଟିଟ୍ୟୁଟ ଅଫ ଚାର୍ଟାର୍ଡ ଆକାଉଣ୍ଟସ ଅଫ ଇଣ୍ଡିଆ (ICAI) ତରଫରୁ ପରୀକ୍ଷାଫଳ ଘୋଷଣା ହୋଇଛି । ୩ ନଭେମ୍ବର ସିଏ ସେପ୍ଟେମ୍ବର ୨୦୨୫ ଫାଉଣ୍ଡେସନ, ଇଣ୍ଟିରମିଡିଏଟ ଓ ଫାଇନାଲ ପରୀକ୍ଷା ଫଳାଫଳ ଘୋଷଣା କରିଛି । ଏହି ପରୀକ୍ଷା ଫଳାଫଳ ନିର୍ଦ୍ଧାରିତ ସମୟ ପୂର୍ବରୁ ଘୋଷଣା!-->…
ବସ୍-ଟ୍ରକ ମୁହାଁମୁହିଁ, ୧୬ ମୃତ ଓ ୧୦ ଆହତ
ତେଲଙ୍ଗାନା : ତେଲଙ୍ଗାନାର ରଙ୍ଗାରେଡ୍ଡୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍ ଟ୍ରକ୍ ମୁହାଁମୁହିଁ ଧକ୍କାରେ ୧୬ ମୃତ ଓ ୧୦ ଆହତ ହୋଇଛନ୍ତି । ରଙ୍ଗାରେଡ୍ଡୀ ଜିଲ୍ଲା ମିର୍ଜାଗୁଡ଼ା ନିକଟରେ ବସ୍ ଟ୍ରକ ଧକ୍କା ହୋଇଥିବା ଜଣାପଡିଛି । ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି । ଆହତଙ୍କୁ!-->…
ମିଛ କହୁଥିଲେ ଟ୍ରମ୍ପ, ରୁଷରୁ ତେଲ କିଣା ବଢାଇଛି ଭାରତ
ନୂଆଦିଲ୍ଲୀ : ପୁଣି ଥରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମିଛ ଧରାପଡ଼ିଯାଇଛି । କିଛି ଦିନ ତଳେ ସେ କହିଥିଲେ ଯେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ଯେ ସେ ରୁଷରୁ ତେଲ କ୍ରୟ କମାଇବେ । ଟ୍ରମ୍ପଙ୍କ ଏହି କଥାକୁ ନେଇ କଂଗ୍ରେସ ପୁଣି ଥରେ!-->…
ଆଫଗାନିସ୍ତାନ ମାନଚିତ୍ରରେ ପାକିସ୍ତାନର ୩ଟି ଅଂଚଳ
କାବୁଲ : ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା ପୂର୍ବରୁ ଲାଗି ରହିଛି। ଏହି ସମୟରେ, ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯାହାକି ଏହି ବିବାଦକୁ ବୃଦ୍ଧି କରିବାର ଆଶଙ୍କା ରହିଛି । ଭିଡିଓରେ, ଆଫଗାନିସ୍ତାନର ଉପ-ସ୍ୱରାଷ୍ଟ୍ର ମନ୍ତ୍ରୀ, ମହମ୍ମଦ ନବି ଓମାରି, ଏକ ସରକାରୀ!-->…
ନବବଧୂଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଚନ୍ଦକା ଥାନା ଶିମିଳିପାଟଣା ଅଞ୍ଚଳରେ ଏହି ଘଟଣା ଘଟିଛି। ମୃତା ମହିଳା ଜଣକ ହେଲେ ଝରଣା ବେହେରା। ସେ ୬ ମାସ ତଳେ ଶିମିଳିପାଟଣାର ମାନସ ବେହେରାଙ୍କୁ ବିବାହ କରିଥିଲେ। ଶନିବାର ଶାଶୁଘରୁ ତାଙ୍କ!-->…
ଦୁର୍ଘଟଣାରେ ଛାତ୍ର ମୃତ: କ୍ଷତିପୂରଣ ଦାବିରେ ଉତ୍ତେଜନା
ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ଔପଦା ଥାନା ବଧି ଗାଁରେ ଇଟା ବୋଝେଇ ଟ୍ରାକ୍ଟର ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟିଛି। ଘଟଣାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱର ଜିଲ୍ଲା ଔପଦା ଥାନା ବଧି ଗାଁର ଅମୁଲ୍ୟ ଜେନାଙ୍କ ପୁଅ!-->…
ସୋର କୋର୍ଟରୁ ଚୋରି
ସୋର : ବାଲେଶ୍ୱର ଜିଲ୍ଲା ସୋର କୋର୍ଟରୁ ବିଳମ୍ବିତ ରାତିରେ ଚୋରି । ସୋର ଜେଏମ୍ଏଫସି ସିଭିଲ କୋର୍ଟର ମାଲଖାନାରେ ଗୁରୁତ୍ୱପୂର୍ଣ୍ଣ ଜିନିଷ ଚୋରୀ ହୋଇଥିବା ଅଭିଯୋଗ ହୋଇଛି। ଆଜି ସକାଳେ କୋର୍ଟ ରୁମ ଖୋଲାଥିବା ୱାଚ ମ୍ୟାନ ଦେଖିବାକୁ ପାଇଥିଲେ। ପରେ ସୋର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ!-->…
ଦୁଇ ଭାଇଙ୍କୁ ଦଳିଦେଲା ହାତୀ: ଜଣେ ମୃତ, ଅନ୍ୟ ଜଣେ ଗୁରୁତର
ଲାଞ୍ଜିଗଡ: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକରେ ହାତୀ-ମଣିଷ ଲଢ଼େଇର କରୁଣ ପରିଣତି। ନିଜ ଦୁଇ ନାବାଳକ ପୁଅଙ୍କ ମଧ୍ୟରୁ ଜଣକୁ ହରାଇ ବୁକୁ ଫଟାଇ କାନ୍ଦୁଛି ଜନ୍ମଦାତ୍ରୀ ମାଆ। ଆଜି ସକାଳୁ ସକାଳୁ କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ଵନାଥପୁର ବନାଞ୍ଚଳ ତ୍ରିଲୋଚନପୂର ପଞ୍ଚାୟତରୁ ଏକ!-->…
ବନ୍ଧକାଟିଆ ଗାଁରେ ବୁଲୁଛି ବାଘ, ଆତଙ୍କିତ ଲୋକେ
କଟକ: ସାବଧାନ । ଗାଁରେ ବୁଲୁଛି ବାଘ । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଧକାଟିଆ ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଗାଁର ଶାରଦା ଶତପଥୀଙ୍କ ଘରେ ଲାଗିଥିବା ସିସି ଟିଭିରେ ବାଘ ବୁଲୁଥିବା ଭିଡିଓ କଏଦ ହୋଇଛି । ଏ ନେଇ ସ୍ଥାନୀୟ ବାସିନ୍ଦା ବନ ବିଭାଗକୁ ଖବର ଦେବାପରେ କଟକ ବନ!-->…