ଦକ୍ଷିଣ ଓଡ଼ିଶାରେ ମହିଳାଙ୍କ ସାଥିରେ ପାୱାର ପ୍ରଗତି

ଏସ୍ଏଚଜି ମହିଳାଙ୍କ ନେତୃତ୍ୱରେ ଟିପିଏସ୍ଓଡିଏଲର ବିଦ୍ୟୁତ ବିଲ୍ ସଂଗ୍ରହ ହୋଇଛି ସଫଳ ବ୍ରହ୍ମପୁର : ଦକ୍ଷିଣ ଓଡ଼ିଶାର ଦୁର୍ଗମ ଅଞ୍ଚଳରେ ତଥା ଯେଉଁଠାରେ ପାହାଡ଼, ନଦୀ, ଧାନକ୍ଷେତ ଏବଂ ଅପହଞ୍ଚ ଗାଁ’ରେ ବିଜୁଳି ତାର ସଂଯୋଗ ହୋଇଛି ସେଠାରେ ଏବେ ଏକ ନୂଆ ଶକ୍ତି ନେତୃତ୍ୱ ନେଉଛି। ଆଉ ତାହା

ବାଘ ଛାଲ ଜବତ, ୩ ଗିରଫ

ଭୁବନେଶ୍ବର: ବାଘ ଛାଲ ବିକ୍ରି ରାକେଟରେ ବିଟେକ ଛାତ୍ର । ୩୦ ଲକ୍ଷର ଡିଲ ବେଳେ ଧରିଲା ସ୍ପେଶାଲ କ୍ରାଇମ୍ ୟୁନିଟ । ଗୋଟିଏ ବାଘ ଛାଲ ଜବତ । ଏହି ଘଟଣାରେ ତିନିଜଣଙ୍କୁ ଗିରଫ କରିଛି ପୋଲିସ । ଭୁବନେଶ୍ୱରର ଏକ ତାରକା ହୋଟେଲ କଡ଼ରେ ଡିଲ ବେଳେ ଧରାପଡ଼ିଛି ଏହି ରାକେଟ । ରୋହିତ ମହାପାତ୍ର ନାମକ

ମାଛ ଧରିବା ପାଇଁ ପୋଖରୀକୁ ଡେଇଁଲେ ରାହୁଲ!

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଦଳର ନେତାମାନେ ଜନସାଧାରଣଙ୍କୁ ପ୍ରଭାବିତ କରିବା ପାଇଁ ସେତିକି ଭିନ୍ନଭିନ୍ନ ଉପାୟମାନ ଅପଣାଉଛନ୍ତି। ଏହି କ୍ରମରେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲୁଛି। ଏଥିରେ

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଆଇଆଇଟି କାନପୁର ଦେଲା ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ: ଭାରତୀୟ ପ୍ରଶାସନିକ ସେବାରେ ଉଲ୍ଲେଖନୀୟ ଅବଦାନ, ଉତ୍କୃଷ୍ଟ ପ୍ରଶାସନିକ ଦକ୍ଷତା, ଦେଶ ଓ ଗଣତନ୍ତ୍ରକୁ ସୁଦୃଢ କରିବାର ଅବିସ୍ମରଣୀୟ ଅବଦାନ ପାଇଁ ଆଇଆଇଟି କାନପୁର ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାରଙ୍କୁ Distinguished Alumni Award (DAA)

ବିଜେପି ସାଂସଦ ରବି କିଷନଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନକୁ ଆଉ କିଛି ଦିନ ବାକି ଥିବାବେଳେ ଶନିବାର ଭୋଜପୁରୀ ଅଭିନେତା ତଥା ବିଜେପି ସାଂସଦ ରବି କିଷନଙ୍କୁ ହତ୍ୟା ଧମକ ମିଳିଥିବା ଜଣାପଡିଛି। ରବି ନିକଟରେ ବିହାରକୁ ନିର୍ବାଚନ ପ୍ରଚାର କାର୍ଯ୍ୟରେ ଯାଇ ଫେରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ରାତିରେ

ବିହାର ବିଧାନସଭା ନିର୍ବାଚନ ହେଉଛି ବିକାଶ ଓ ଜଙ୍ଗଲରାଜ ମଧ୍ୟରେ ଲଢେଇ: ଶାହା

ପାଟନା : ବିହାର ବିଧାନସଭା ନିର୍ବାଚନ ପାଇଁ ଶାସକ ଏନଡିଏ ଓ ବିରୋଧୀ ମହାମେଣ୍ଟ ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ବିଜେପି ନେତା ତଥା କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ଗୋପାଳଗଞ୍ଜରେ ନିର୍ବାଚନ ପ୍ରଚାର ବେଳେ କହିଛନ୍ତି ଯେ ବିହାର ବିଧାନସଭା ନିର୍ବାଚନ ହେଉଛି ବିକାଶ ଓ

କେନିଆରେ ଭୂସ୍ଖଳନ : ୨୧ ମୃତ, ୩୦ ନିଖୋଜ

ନୌରୋବୀ : କେନିଆର ପଶ୍ଚିମ ରିଫ୍ଟ ଭ୍ୟାଲିରେ ବଡ଼ ଧରଣର ଭୂସ୍ଖଳନ ହୋଇଛି । ଯାହା ବ୍ୟାପକ କ୍ଷୟକ୍ଷତି ଘଟାଇଛି । ଯାହା ଫଳରେ ଏଥିରେ ପ୍ରାୟ ୨୧ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୩୦ ଜଣ ନିଖୋଜ ରହିଛନ୍ତି । ଏଥିସହ ୧୦୦୦ରୁ ଅଧିକ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ଏପରି ଘଟଣା ପରେ

ଦଳାଚକଟା ପରେ ଶ୍ରୀକାକୁଲମ ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ମନା

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ କାଶୀବୁଗାରେ ଥିବା ଶ୍ରୀ ଭେଙ୍କଟେଶ୍ବର ମନ୍ଦିରରେ ଦଳାଚକଟା ଘଟଣାରେ ୧୦ ଜଣ ଶ୍ରଦ୍ଧାଳୁଙ୍କ ଜୀବନ ଚାଲିଯାଇଛି । ଘଟଣା ପରେ ପୋଲିସ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶକୁ ନେଇ ପ୍ରତିବନ୍ଧକ ଲଗାଇଛି । ଘଟଣାରେ ଅନେକ ଶ୍ରଦ୍ଧାଳୁଙ୍କ ହାଡ଼

ମେକ୍ସିକୋ ସୁପରମାର୍କେଟରେ ଅଗ୍ନିକାଣ୍ଡ, ୨୩ ମୃତ

ମେକ୍ସିକୋ : ମେକ୍ସିକୋର ସୋନୋରା ରାଜ୍ୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୨୩ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୧୨ ଜଣ ଆହତ ହୋଇଛନ୍ତି । ଯାହା ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି ।

ଇତିହାସ ରଚିବ ISRO, ମହାକାଶ ଯିବ ‘ବାହୁବଳୀ’

ନୂଆଦିଲ୍ଲୀ: ଭାରତୀୟ ଅନ୍ତରୀକ୍ଷ ଏଜେନ୍ସି(ISRO) ମହାକାଶ ଜଗତରେ ନୂଆ ଇତିହାସ ରଚିବାକୁ ଯାଉଛି । ଦେଶର ସବୁଠାରୁ ଭାରୀ କମ୍ୟୁନିକେସନ ସାଟେଲାଇଟ୍ LVM3-M5 ଉତକ୍ଷେପଣ ପାଇଁ ISRO ସମସ୍ତ ପ୍ରସ୍ତୁତି ଶେଷ କରିଛି । CMS-3 ଆଜି ସନ୍ଧ୍ୟାରେ ମହାକାଶ କେନ୍ଦ୍ରରୁ ଉତକ୍ଷେପଣ କରାଯିବ ।