Sign in
Sign in
Recover your password.
A password will be e-mailed to you.
ରୟାଲ ଫାର୍ମାସୀ କଲେଜ ନିର୍ଦ୍ଦେଶକ ପ୍ରଫେସର ପି.ଏନ୍.ମୂର୍ତ୍ତିଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ
ବ୍ରହ୍ମପୁର : ସ୍ଥାନୀୟ ଅନ୍ଧପସରା ରୋଡଠାରେ ଅବସ୍ଥିତ ରୟାଲ ଫାର୍ମାସୀ କଲେଜର ନିର୍ଦ୍ଦେଶକ ପ୍ରଫେସର ପି.ଏନ୍.ମୂର୍ତ୍ତିଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ କଲେଜ ଅଧ୍ୟକ୍ଷ ପ୍ରଫେସର ସୁଶାନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କଲେଜ ପରିଚାଳନା!-->…
ଆଦିବାସୀ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ପଦଯାତ୍ରା
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ପରିସରରେ ଦୁର୍ନୀତି ନିବାରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭାରପ୍ରାପ୍ତ ଅଧ୍ଯକ୍ଷ ଡ. ବିଭୂତି ଭୂଷଣ ଆଚାର୍ଯ୍ଯ, ଯୁବ ରେଡକ୍ରସ୍ କାଉନସେଲର ମାନସ ରଂଜନ ପ୍ରଧାନ, ଜାତୀୟ ସେବା ଯୋଜନା ଅଧିକାରୀ!-->…
ସହାୟତା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କୁ ମାଗଣାରେ ଜୀବନ ପ୍ରମାଣପତ୍ର ପ୍ରଦାନ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟ ପରିସରରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ର ରେ ସହାୟତା କେନ୍ଦ୍ର ରେ କାର୍ଯ୍ୟ ଆରମ୍ଭ ହୋଇଛି l ଉପ କୋଷାଗାର ଅଧିକାରୀ ସୁଧାକର କହଁର, ପ୍ରଭାତ ନାୟକ,!-->…
ବାସନ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ: ଦିଲ୍ଲୀ ବଜିରପୁର ଶିଳ୍ପାଞ୍ଚଳରେ ଶନିବାର ଏକ ବାସନ କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀର ୯ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ବିହାର ଥାନା ଅଞ୍ଚଳରେ ଥିବା ଏହି କାରଖାନାରେ ଷ୍ଟିଲ୍ ଆଲୁମିନିୟମ୍ ବାସନ କୁସନ ପ୍ରସ୍ତୁତ ହୁଏ।!-->…
ଧର୍ମେନ୍ଦ୍ର ଅସୁସ୍ଥ, ଛାତିରେ ଯନ୍ତ୍ରଣା ହେବାରୁ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ: ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ଦେଓଲ ଅସୁସ୍ଥ ହୋଇପଡିଛନ୍ତି। ଗତ ରାତିରେ ଛାତିରେ ଯନ୍ତ୍ରଣା ହେବା ପରେ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସୂଚନା ଅନୁସାରେ ଧର୍ମେନ୍ଦ୍ରଙ୍କୁ ନିଶ୍ବାସ ନେବାରେ ଅସୁବିଧା ହେବାରୁ ଆଇସିୟୁରେ ଭର୍ତ୍ତି!-->…
ରାଷ୍ଟ୍ରପତି ନିର୍ବାଚନକୁ ବିରୋଧ: ତାଞ୍ଜାନିଆରେ ହିଂସା, ୭୦୦ ମୃତ
ଡୋଡୋମା: ରାଷ୍ଟ୍ରପତି ନିର୍ବାଚନରେ ଦେଖାଦେଇଥିବା ଅନିୟମିତତାକୁ କେନ୍ଦ୍ରକରି ଆଫ୍ରିକୀୟ ରାଷ୍ଟ୍ର ତାଞ୍ଜାନିଆରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶିତ ହୋଇଥିବାବେଳେ ପରବର୍ତ୍ତୀ ସମୟରେ ଏହା ହିଂସାର ରୂପ ନେଇଥିଲା। ପୁଲିସ ସହ ସଂଘର୍ଷରେ ପ୍ରାୟ ୭୦୦ ଲୋକ ପ୍ରାଣ ହରାଇଥିବାବେଳେ ଶତାଧିକ ଆହତ!-->…
ଭେଙ୍କଟେଶ୍ବର ସ୍ବାମୀ ମନ୍ଦିର ଦଳାଚକଟାରେ ଆହତ ଓ ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶରେ ଶ୍ରୀକାକୁଲମ କାଶୀବୁଗାରେ ଥବା ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାର ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା!-->…
ପ୍ରଥମ ପରୀକ୍ଷଣ ସଫଳ, ଜେୱର ବିମାନବନ୍ଦରରେ ଘରୋଇ ଉଡ଼ାଣ ପାଇଁ ରାସ୍ତା ସଫା
ନୋଏଡା: ଉତ୍ତର ପ୍ରଦେଶ ଜେୱରରେ ନିର୍ମିତ ବିମାନବନ୍ଦରରେ ପ୍ରଥମ କାଲିବ୍ରେସନ ବିମାନ ସଫଳତାପୂର୍ବକ ଅବତରଣ କରିଛି। ବନ୍ଦରର ସମସ୍ତ ପ୍ରଯୁକ୍ତିବିଦ୍ୟା ସୁବିଧା, ରନୱେ ଓ ସୁରକ୍ଷା ବ୍ୟବସ୍ଥା ଅନ୍ତର୍ଜାତୀୟ ମାନକ ଅନୁସାରେ ଯୋଗ୍ୟ କି ନାହିଁ ତାହା ପରୀକ୍ଷା ପାଇଁ ଏହି ପରୀକ୍ଷାମୂଳକ ଅବତରଣ!-->…
ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା: ୧୨ମୃତ, ମୃତକଙ୍କ ମଧ୍ୟରେ ଓଡ଼ିଆ ଯୁବତୀ
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ଦଳାଚକଟା ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବତୀ ରହିଛନ୍ତି। ସେ ହେଲେ ଆର. ରୁପା। ତାଙ୍କ ଘର ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଡ଼ିପଦର ଗ୍ରାମରେ। ଏହି ଘଟଣା ଜଣାପଡ଼ିବା ପରେ!-->…
ଜେଇଇ ମେନ୍ସ ୨୦୨୬ ପାଇଁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ
ନୂଆଦିଲ୍ଲୀ : ଜେଇଇ ମେନ୍ସ ୨୦୨୬ ପାଇଁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି । ନ୍ୟାସନାଲ ଟେଷ୍ଟି ଏଜେନ୍ସୀ ଅଧିନରେ ସେସନ-୧ ପାଇଁ ରେଜିଷ୍ଟ୍ରେସନ ଆରମ୍ଭ ହୋଇଛି । ଅପେକ୍ଷା କରିଥିବା ପ୍ରାର୍ଥୀ ତୁରନ୍ତ ୱେବସାଇଟକୁ ଯାଇ ଆବେଦନ କରିପାରିବେ । ଏନଟିଏର ଅଫିସିଆଲ ୱେବସାଇଟ୍!-->…