Sign in
Sign in
Recover your password.
A password will be e-mailed to you.
ଛତିଶଗଡ଼ରେ ମୂଷଳଧାରା ବର୍ଷା : ୫ ମୃତ, ଯାତାୟାତ ବାଧାପ୍ରାପ୍ତ
ଛତିଶଗଡ଼ : ଛତିଶଗଡ଼ ଗତ କିଛିଦିନ ହେଲାଣି ମୂଷଳଧାରା ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି । ଲଗାତାର ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି । ନଦୀ, ନାଳର ଜଳସ୍ତର ବଢିବାରେ ଲାଗିଛି । ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ବନ୍ୟା ଭଳି ସ୍ଥିତି ଉତ୍ପନ୍ନ ହୋଇଛି ।!-->…
ବରିଷ୍ଠ ନାଗରିକ ସଂଘ ର ନୂତନ କର୍ମକର୍ତ୍ତା ନିର୍ବାଚନ
ବାଲିଗୁଡା, ତା, ୩୧/୦୭ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବରିଷ୍ଠ ନାଗରିକ ସଂଘ ର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସର୍ବ ସମ୍ମତି କ୍ରମେ ସଭାପତି ଭାବେ ଡ଼.ମଧୁସୂଦନ ମହାପାତ୍ର, ଉପ ସଭାପତି ଭାବେ ନନ୍ଦ କିଶୋର ପଣ୍ଡା, ସମ୍ପାଦକ ଭାବେ ପ୍ରକାଶ ଚନ୍ଦ୍ର ନାୟକ,!-->…
ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ
ବ୍ରହ୍ମପୁର : ISRD ସଖୀ ୱାନ ଷ୍ଟପ ସେଣ୍ଟର, ଗଞ୍ଜାମ ତରଫରୁ ବିଶ୍ଵ ମାନବ ଚାଲାଣ ପ୍ରତିରୋଧ ଦିବସ ଅବସରରେ ବ୍ରହ୍ମପୁର ରେଳ ଷ୍ଟେସନରେ କାର୍ଯ୍ୟରତ ଶତାଧିକ କର୍ମଚାରୀ , ଭେଣ୍ଡର, କୁଲି,ସଫେଇ କର୍ମଚାରୀ, ହକେର ସ୍ଟାଫ,ଅଟୋ ଚାଳକଙ୍କ ସହ ରେଳ ସୁରକ୍ଷା ବଳ ଓ ସରକାରୀ ରେଳ ପୁଲିସଙ୍କ!-->!-->!-->…
ରାମ ମନ୍ଦିରର ନୂଆ ସଚିବ ଦାୟିତ୍ବ ନେବେ ଜଗଦୀଶ ଆଫଲେ
ଅଯୋଧ୍ୟା : ରାମ ମନ୍ଦିର ପ୍ରଶାସନକୁ ନେଇ ବଡ଼ ପରିବର୍ତ୍ତନ କରାଯାଇଛି । ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଅର୍ଥ ଆତ୍ମସାତ ଅଭିଯୋଗ ହେବା ପରେ ପ୍ରଶାସନିକ ପୁନଃର୍ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଟ୍ରଷ୍ଟ ଦୈନିକ ପ୍ରଶାସନ ଦାୟିତ୍ବ ସମ୍ଭାଳିବା ପାଇଁ ଜଗଦୀଶ!-->…
ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ
ଭୁବନେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ଗମ୍ଭୀର ରୂପ ନେଇଛି। ପ୍ରବଳ ବର୍ଷା ଓ ନଦୀବନ୍ଧ ଉଛୁଳିବା ଫଳରେ ରାଜ୍ୟର ୫ଟି ଜିଲ୍ଲାରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡ଼ିଛି। ସରକାରୀ ଆକଳନ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା!-->…
ଆତ୍ମହତ୍ୟା ନୁହେଁ ସୁପରିକଳ୍ପିତ ହତ୍ୟା : ଯୌତୁକ ନିର୍ଯାତନା ଅଭିଯୋଗ ଆଣି ଏସପିଙ୍କ ଦ୍ୱାରସ୍ଥ ହେଲେ ମୃତ…
ବ୍ରହ୍ମପୁର : ଯୌତୁକ ନିର୍ଯାତନାରୁ ପୁଣି ଜଣେ ମହିଳାଙ୍କ ଜୀବନ ଯାଇଥିବା ଅଭିଯୋଗ ହୋଇଛି। ଏହା କୌଣସି ଆତ୍ମହତ୍ୟା ନୁହେଁ, ବରଂ ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଦାବି କରି ବ୍ରହ୍ମପୁର ପୋଲିସ ଜିଲ୍ଲା ଏସପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ମୃତକଙ୍କ ପରିବାର। ଏହି ଚାଞ୍ଚଲ୍ୟକର ଘଟଣା!-->!-->!-->…
ବର୍ଷା ବିତ୍ପାତ, ରାୟପୁର-ବ୍ରହ୍ମପୁର ଜାତୀୟ ରାଜପଥ ୫୯ ବନ୍ଦ
ଟିଟିଲାଗଡ଼ : ଟିଟିଲାଗଡ଼ ଅଞ୍ଚଳ ତଥା ଉପରମୁଣ୍ଡରେ ଗତ କିଛି ଦିନ ଧରି ପ୍ରବଳ ବର୍ଷା ନେଇ ରାୟପୁର ବ୍ରହ୍ମପୁର ଜାତୀୟ ରାଜପଥ ୫୯ର ଟିଟିଲାଗଡ଼ ବେଲଗାଁ ରାସ୍ତାର ତରାସିଂହା ନିକଟରେ ତେଲନଦୀ ଜଳ ପ୍ରବାହିତ ହୋଇ ଆଜି ସକାଳୁ ରାସ୍ତା ବନ୍ଦ ରହିଛି। ଏନେଇ ରାସ୍ତାର ଉଭୟ କଡରେ ଶତାଧିକ!-->…
ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ, ଓଡ଼ିଶା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା
ଭୁବନେଶ୍ୱର : ଦୀପାବଳି ପୂର୍ବରୁ ମହାନଦୀ ଜଳ ବିବାଦର ସମାଧାନ। ପ୍ରାୟ ଦଶ ବର୍ଷ ପରେ ମହାନଦୀ ଜଳ ବଣ୍ଟନ ବିବାଦର ସମାଧାନ ଦିଗରେ ପୁଣି ଥରେ ଉଚ୍ଚସ୍ତରୀୟ ଆଲୋଚନା ଆରମ୍ଭ ହୋଇଛି। ନୂଆଦିଲ୍ଲୀରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର୍. ପାଟିଲଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…
ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ସ୍କୁଲ ବନ୍ଦ
ଭୁବନେଶ୍ବର: ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ୪ ଜିଲ୍ଲାରେ ସ୍କୁଲ ଛୁଟି କରାଯାଇଛି । ଏଥିସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ସ୍କୁଲ ଛୁଟି!-->…