Sign in
Sign in
Recover your password.
A password will be e-mailed to you.
୨୧ ବର୍ଷ ହୋଇଥିଲେ ଆସନ୍ତାକାଲି ଠାରୁ କରିପାରିବେ ସୁଭଦ୍ରା ଆବେଦନ
ଭୁବନେଶ୍ୱର : ଆସନ୍ତାକାଲି ଠାରୁ କରିପାରିବେ ସୁଭଦ୍ରା ଆବେଦନ । ସୁଭଦ୍ରା ପୋର୍ଟାଲରେ ଅନଲାଇନରେ ଆବେଦନ କରିପାରିବେ । ୨୧ ବର୍ଷ ହୋଇଥିଲେ କରିପାରିବେ ସୁଭଦ୍ରା ଆବେଦନ । ଏହି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।ଯେଉଁମାନେ 20 ରୁ 21 ବର୍ଷରେ ପହଁଚିଲେ ସେମାନେ ଆବେଦନ!-->…
ପ୍ରୀତିରଞ୍ଜନଙ୍କ ଭଡ଼ା ଘରେ ଚଢ଼ାଉ
ନୂଆପଡା: ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ ହୋଇଛି । ନୂଆପଡା ଖରିଆର୍ ରୋଡରେ ଥିବା ତାଙ୍କ ବାସଭବନରେ ପୁଲିସ ଚଢାଉ କରିଥିବା ସୂଚନା ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ୱରେ ଅଛନ୍ତି ପ୍ରୀତିରଞ୍ଜନ । ଏହି ସମୟରେ ପୁଲିସ ଏଭଳି ଚଢାଉ କରିବା ନେଇ କର୍ମୀଙ୍କ!-->…
କଟକ ମହାନଗର ନିଗମ କାଉନସିଲ ବୈଠକରେ କର୍ପୋରେଟରଙ୍କ ତୁମୁଳକାଣ୍ଡ
କଟକ : ଗ୍ଲାସ୍ ଭାଙ୍ଗିଲେ, ମାଇକ ଉପାଡ଼ିଲେ ଓ ଚେୟାର ଫିଙ୍ଗଲେ । କଟକ ମହାନଗର ନିଗମ-ସିଏମସି କାଉନସିଲ୍ ବୈଠକରେ କର୍ପୋରେଟରଙ୍କ ତୁମୁଳକାଣ୍ଡ। ଅନ୍ୟ ଜଣେ କର୍ପୋରେଟର ଏହାକୁ ବିରୋଧ କରିବାରୁ ଆହୁରି ବଢିଲା ବିବାଦ।କଟକ ମହାନଗର ନିଗମ କାଉନସିଲ୍ ବୈଠକରେ ୫୧ ନମ୍ବର କର୍ପୋରେଟର ରାକେଶ!-->…
ଆସନ୍ତା ସପ୍ତାହରେ ଆଉ ଏକ ଲଘୁଚାପ!
ଭୁବନେଶ୍ୱର : ପୁଣି ଭିଜାଇବ ବର୍ଷା । ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପ ସାଗରରେ କିମ୍ବା ଆଣ୍ଡାମାନ ସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଆକଳନ କରିଛନ୍ତି ଅର୍ନ୍ତଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ । ଅନ୍ୟପଟେ କେନ୍ଦ୍ରେୀୟ!-->…
ଅଧ୍ୟାପକଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଲେ ଛାତ୍ରୀ
ରାୟଗଡ଼ା: ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ ଦାଗ । ଅଧ୍ୟାପକଙ୍କ ନାଁରେ ଅସଦାଚରଣ ଅଭିଯୋଗ ଆଣିଲେ ଛାତ୍ରୀ । ପ୍ରତିବାଦରେ କଲେଜ ଫାଟକ ସମ୍ମୁଖରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ । ରାୟଗଡ଼ା ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଶିକ୍ଷା ଅନୁଷ୍ଠାନରୁ ଆସିଛି ଏଭଳି ସାଙ୍ଘାତିକ ଅଭିଯୋଗ । ଉକ୍ତ!-->…
ଚିତ୍ରକୋଣ୍ଡା ପୋଲିସ ବିଭାଗ ପକ୍ଷରୁ ଏକତା ଦିବସ କାର୍ଯ୍ୟକ୍ରମ…
ଚିତ୍ରକୋଣ୍ଡା : ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଚିତ୍ରକୋଣ୍ଡା ପୋଲିସ ବିଭାଗ ପକ୍ଷରୁ ଏକତା ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଥିଲା ଏଥିରେ ଚିତ୍ରକୋଣ୍ଡା ପୋଲିସ ସୁରକ୍ଷାବାହିନୀ ସଦସ୍ୟମାନେ ଓ ବିଦ୍ୟାଳୟ ର ସମସ୍ତ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।!-->…
ଏକ କଳା ବଗୁଲା ବା ବ୍ଲାକ ବିଟେନ ଆହତ ଅବସ୍ଥାରେ ଉଦ୍ଧାର
ବ୍ରହ୍ମପୁର : ବ୍ରହ୍ମପୁର ମହାନଗର ଅନ୍ତର୍ଗତ ଗଜପତି ନଗରରୁ ଏକ କଳା ବଗୁଲା ବା ବ୍ଲାକ ବିଟେନ ଆହତ ଅବସ୍ଥାରେ ଉଦ୍ଧାର ହୋଇଛି l ସ୍ଥାନୀୟ ବାସିନ୍ଦା ଉକ୍ତ ପକ୍ଷୀକୁ ଦେଖିବା ପରେ ପରିବେଶ ପ୍ରେମୀ ପି. ଅରବିନ୍ଦ ଦେଶିବେହେରାଙ୍କୁ ଯୋଗାଯୋଗ କରିବାରୁ ସେ ପହଞ୍ଚି ଆହତ ପକ୍ଷୀ ଟିକୁ ଉଦ୍ଧାର!-->…
ସରପ୍ରାଇଜ ଭିଜିଟ କରି ସରକାରୀ ଅଧିକାରୀଙ୍କ କାମ ତଦାରଖ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ସରପ୍ରାଇଜ ଭିଜିଟ । କେମିତି କାମ କରୁଛନ୍ତି ସରକାରୀ ଅଧିକାରୀ । କାର୍ଯ୍ୟାଳୟକୁ ଠିକ୍ ଭାବେ ଆସୁଛନ୍ତି କି ନାହିଁ । ସଠିକ ସମୟରେ ଅଫିସ ଆସୁଛନ୍ତି କି ନାହିଁ ତାହା ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ୧୦ ଟା ୧୫ରେ ଅଚାନକ ରାଜୀବ!-->…
ଲୈାହ ମାନବ ସର୍ଦ୍ଧାର ବଲ୍ଲଭ ଭାଇ ପଟେଲ ୧୫୦ ତମ ଜୟନ୍ତି : ଆସିକା ପୋଲିସ ପକ୍ଷରୁ ଗଣଦୈାଡ
ବ୍ରହ୍ମପୁର : ଏକତା ପାଇଁ ଦୈାଡିବା ଏବଂ ରାଷ୍ଟ୍ର ପାଇଁ ନିର୍ମାଣ ପାଇଁ ସଜାଗ ହେବା ବାର୍ତା ନେଇ ଆଜି ଲୈାହମାନବ ସର୍ଦ୍ଧାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତି ତଥା ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଛି । ଏହି ଅବସରରେ ଆସିକା ପୋଲିସ ପକ୍ଷରୁ ଏକ ଗଣଦୈାଡ ପ୍ରତିଯୋଗିତା କାର୍ଯ୍ୟକ୍ରମ!-->…
ସଂକୀର୍ତ୍ତନ କଳାକାରମାନେ ସମାଜର ମୋକ୍ଷକାମୀ : ସୁରେନ୍ଦ୍ର ଜେନା
ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ" ପକ୍ଷରୁ ଏକ ବନ୍ଧୁ ମିଳନ ଉତ୍ସବ ଭଞ୍ଜନଗର ଉପକଣ୍ଠ ଜିଲୁଣ୍ଡି ଗ୍ରାମସ୍ଥ କୋଠ ଘର ପରିସରରେ ଅନୁଷ୍ଠିତ ହୋଇଯାଇଛି। ମହାସଂଘ ଉପଦେଷ୍ଟା ନାଟ୍ୟକାର ସୁରେନ୍ଦ୍ର କୁମାର ଜେନାଙ୍କୁ ମହାବୀର ନଦିୟା ସଂଘ!-->…