କଣ୍ଟ୍ରାକ୍ଟ କିଲର ଲଗାଇ ଭିଣେଇକୁ ମାରିଲା ଶାଳୀ

ମଧ୍ୟପ୍ରଦେଶ: ବିବାହ ପୂର୍ବରୁ ଭିଣେଇ ସହ ଅବୈଧ ସମ୍ପର୍କ ରଖିଥିଲା ଶାଳୀ । ବାହା ହୋଇଗଲା ପରେ ଆରମ୍ଭ ହେଲା ସମସ୍ୟା । ଭିଡିଓ ରଖି ବାରମ୍ବାର ଶାଳୀକୁ ବ୍ଲାକମେଲ୍ କରୁଥିଲା ଭିଣେଇ । ଏଥିରେ ଅତିଷ୍ଠ ହୋଇଗଲା ଶାଳୀ ଆଉ ସବୁଦିନ ପାଇଁ ଭିଣେଇକୁ ରାସ୍ତାରୁ ହଟାଇବା ପାଇଁ ଚିନ୍ତା କଲା । ଠିକ୍

ଯୌତୁକ ପାଇଁ ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ

ଉତ୍ତର ପ୍ରଦେଶ: ଯୌତୁକ ପାଇଁ ସ୍ତ୍ରୀକୁ ନିର୍ଯାତନା ଦେଲା ସ୍ବାମୀ । ସାତ ଜନ୍ମ ପାଇଁ ହାତ ଧରିଥିଲା କିନ୍ତୁ ଗୋଟିଏ ଜନ୍ମ ପାଇଁ ବି ସାଥ୍ ଦେଲାନି । ଓଲଟା ହତ୍ୟା କରି ଦୁର୍ଘଟଣାର ରୂପ ଦେଲା ସ୍ବାମୀ । ଉତ୍ତର ପ୍ରଦେଶର ଗୋଣ୍ଡା ଜିଲ୍ଲାରେ ଏମିତି ଏକ ଚାଞ୍ଚଲ୍ୟ ଖବର ଆସିଛି । ଜଣେ ସ୍ୱାମୀ

ପୁଣି ପରମାଣୁ ଅସ୍ତ୍ର ପରୀକ୍ଷଣ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ବଡ଼ ଘୋଷଣା । ପୁଣି ପରମାଣୁ ଅସ୍ତ୍ର ପରୀକ୍ଷଣ ଆରମ୍ଭ କରିବାକୁ ନିର୍ଦ୍ଦେଶ । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପରମାଣୁ ଅସ୍ତ୍ର ପରୀକ୍ଷା ପାଇଁ ପେଣ୍ଟାଗନକୁ ନିର୍ଦ୍ଧେଶ ଦେଇଛନ୍ତି ଟ୍ରମ୍ପ। ଚୀନ୍ ଓ ରୁଷ ଚାଲୁ ରହିଥିବା

ଭାରତ ସାମୁଦ୍ରିକ ସପ୍ତାହରେ ଓଡ଼ିଶାର ଷ୍ଟଲକୁ ଶ୍ରେଷ୍ଠ ପୁରସ୍କାର

ମୁମ୍ବାଇ: ପୂର୍ବ ଭାରତର ସାମୁଦ୍ରିକ ପ୍ରବେଶ ଦ୍ୱାର, ଓଡ଼ିଶା ପୁଣି ଥରେ ଏକ ଜାତୀୟ ମଞ୍ଚରେ ଏହାର ସାମୁଦ୍ରିକ ଶକ୍ତି, ନବସୃଜନ ଏବଂ ସାଂସ୍କୃତିକ ଗଭୀରତା ପ୍ରଦର୍ଶନ କରିଛି। ମୁମ୍ବାଇରେ ଅନୁଷ୍ଠିତ ଭାରତ ସାମୁଦ୍ରିକ ସପ୍ତାହ(IMW) ୨୦୨୫ରେ ଓଡ଼ିଶା ଷ୍ଟଲ୍କୁ ଶ୍ରେଷ୍ଠ ପୁରସ୍କାର ମିଳିଛି।

ବରିଷ୍ଠ ବିଜେପି ନେତା ଶଙ୍କର୍ଷଣ ପରିଡ଼ାଙ୍କ ପରଲୋକ

ଭୁବନେଶ୍ଵର: ବରିଷ୍ଠ ବିଜେପି ନେତା ଶଙ୍କର ପରିଡ଼ାଙ୍କର ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସ ରେ ତାଙ୍କର ବିୟୋଗ ହୋଇଛି। ଗତକାଲି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ସେ ଜିଲା ପରିଷଦ ସଭାପତି ଏବଂ ପୁରୀ ସଦର ପଞ୍ଚାୟତ ସମିତି ଅଧ୍ୟକ୍ଷ

ଗଜପତି ଓ କୋରାପୁଟ ‘ମନ୍ଥା’ରେ ସର୍ବାଧିକ ପ୍ରଭାବିତ

ଭୁବନେଶ୍ବର: ସାମୁଦ୍ରିକ ଝଡ଼ ‘ମନ୍ଥା’ର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲା ପ୍ରଭାବିତ ହୋଇଛି। ଲଗାଣ ବର୍ଷା ଯୋଗୁଁ ୩ଟି ସ୍ଥାନରେ ଭୂସ୍ଖଳନ ହୋଇଛି। ଗଜପତି ଜିଲାର ରାମଗିରି (ବଡ଼ଗାଁ-ଅନଘା ମୁଖ୍ୟ ରାସ୍ତା) ଓ କାଶୀନଗର ଗର୍ଭାଠାରେ ୨ଟି ଭୂସ୍ଖଳନ ଘଟଣା ଏବଂ କୋରାପୁଟ ଜିଲାର ବରିପୁର

ଅକ୍ଟୋବର ୨୭  ଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ପାଳିତ ହେବ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ  

ଛତ୍ରପୁର : ଦୁର୍ନୀତି ନିବାରଣ ସପ୍ତାହ ୨୦୨୫ ,  ଅକ୍ଟୋବର ୨୭ ତାରିଖ  ଠାରୁ ନଭେମ୍ବର ୨  ତାରିଖ ପର୍ଯ୍ୟନ୍ତ ସଚେତନତାମୂଳକ କାର୍ଯ୍ୟକ୍ରମ ପାଳିତ ହେବ  । ଏହି ଉପଲକ୍ଷେ  ଆଜି ପୂର୍ବାହ୍ନରେ  ଏକ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ପଦଯାତ୍ରା ଛତ୍ରପୁର ଖେଳପଡିଆ ଠାରୁ ଆରମ୍ଭ ହୋଇ 

ଜାତୀୟ ଜଳପଥ-୫ ଏବଂ ୬୪ ର ବିକାଶ ତଥା କାର୍ଯ୍ୟକ୍ଷମ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଭାରତୀୟ ଆଭ୍ୟନ୍ତରୀଣ ଜଳପଥ ପ୍ରାଧିକରଣ (IWAI), ଓଡ଼ିଶା ସରକାର, ପାରାଦୀପ ବନ୍ଦର ପ୍ରାଧିକରଣ (PPA) ଏବଂ ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (MCL) ମଧ୍ୟରେ ମୁମ୍ବାଇର NESCO ଗ୍ରାଉଣ୍ଡରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ୨୦୨୫ ସମୟରେ ଜାତୀୟ ଜଳପଥ-୫ (NW–୫) ଏବଂ ଜାତୀୟ

ରାୟଗଡ଼ା ଜିଲ୍ଲାରେ ଅବାଧ ମାଦକ ଦ୍ରବ୍ୟ ଚାଷ ଓ ଚୋରା ଚାଲାଣ ରୋକିବା ଉପରେ ଜିଲ୍ଲା ସ୍ଥରୀୟ ବୈଠକ ଅନୁଷ୍ଠିତ

ରାୟଗଡା : ରାୟଗଡ଼ା ଜିଲ୍ଲାରେ ବ୍ୟାପକ ମାଦକ ଦ୍ରବ୍ୟ ଚାଷ ଓ ଚୋରା ଚାଲାଣ ହେଉଥିବାରୁ ଏହାକୁ ରୋକିବା ନିମନ୍ତେ ରାୟଗଡ଼ା ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକାର୍ଣ୍ଣିଙ୍କ ଅଧ୍ୟକ୍ଷତlରେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ଓସ୍ୱାନ ସଭାଗୃହରେ ଏକ ସଂଯୁକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା l ଉକ୍ତ ବୈଠକରେ

ବିଦ୍ୟୁତ ଖୁଣ୍ଟ ପଡି ଛାତ୍ର ଗୁରୁତର

ସୋର : ସୋର ବ୍ଲକ ସରଶଙ୍ଖ ଗାଁରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ ଖୁଣ୍ଟ ପଡି ଜଣେ ନବମ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସୋର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଆଜି ସକାଳେ ନବମ ଶ୍ରେଣୀ ଛାତ୍ର ଦେବାଶିଷ ବେହେରା ଅନ୍ୟ ସହପାଠୀଙ୍କ ସହ