ନଭେମ୍ବର ୧ରୁ ତହସିଲ ଅଫିସରେ ଜମି କିଣାବିକା

ଭୁବନେଶ୍ୱର : ନଭେମ୍ବର ୧ରୁ ତହସିଲ ଅଫିସରେ ହୋଇପାରିବ ଜମି କିଣାବିକା  । ପ୍ରଥମେ ୪୪ଟି ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ ହେବ। ପରେ ଡିସେମ୍ବରରେ ବାକି ୨୭୩ ତହସିଲରେ ସମସ୍ତ ସେବା ଆରମ୍ଭ ହେବ । ନଭେମ୍ବର ୧ ରେ ମୁଖ୍ୟମନ୍ତ୍ରୀ ଏହାର ଶୁଭରମ୍ଭ କରିବେ। ଏଣିକି ଅନଲାଇନରେ ସ୍ଲଟ ବୁକ୍

ଅପ୍ରୀତିକର ପାର୍କିଂରୁ ଦୁର୍ଘଟଣା : ଟ୍ରକ୍ ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ଜଣେ ଗୁରୁତର

ଉମରକୋଟ/ରାଇଘର : ନବରଙ୍ଗପୁର ଜ଼ିଲ୍ଲାର ରାଇଘର–ଉମରକୋଟ ସ୍ଥିତ ୪୦ ନଂ ଜାତୀୟ ରାଜପଥରେ ଅନିୟମିତ ଭାବେ ଗାଡି ପାର୍କିଂ ଯୋଗୁଁ ନିରନ୍ତର ଦୁର୍ଘଟଣା ଘଟୁଥିବାରୁ ସାଧାରଣ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି । ବିଶେଷକରି କୁମଲି ନିକଟସ୍ଥ ପେଟ୍ରୋଲ ପମ୍ପ ଅଞ୍ଚଳଟି ଦୁର୍ଘଟଣା

ବାଲିଗୁଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହା ବିଦ୍ୟାଳୟର ପରିସରରେ ବାଲିଗୁଡା ପୋଲିସ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ତଥା ମହା ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଜନ୍ମ ଦିବସ ପାଳନ ଅବସରରେ ରଚନା ଓ ବକୃତା ପ୍ରତିଯୋଗିତା ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ

ନିଶାମୁକ୍ତ ହେବ କଲେଜ କ୍ୟାମ୍ପସ, ମାର୍ଗଦର୍ଶିକା ଜାରି କଲା UGC

ଭୁବନେଶ୍ୱର : କଲେଜ କ୍ୟାମ୍ପସ ହେବ ନିଶାମୁକ୍ତ । ପ୍ରତି କ୍ୟାମ୍ପସରେ ରହିବେ Anti – drugs inspector । ଏନେଇ ମାର୍ଗଦର୍ଶିକା ଜାରି କରିଛି UGC । ସେହି ଆଧାରରେ ରାଜ୍ୟ ସରକାର ସପ୍ତାହ ବ୍ୟାପୀ ବିଭିନ୍ନ କଲେଜ ଓ ବିଶ୍ବ ବିଦ୍ୟାଳୟମାନଙ୍କରେ ଆଲୋଚନା ସହିତ

କାଦୁଆ ନଦୀକୁ ଖସି ପଡିଲା ଲକ୍ଷ୍ମୀ ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଗୋପ: ଭାରସାମ୍ୟ ହରାଇ ଓଲଟିଲା ଲକ୍ଷ୍ମୀ ବସ୍ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । କାକଟପୁର କୋଣାର୍କ ଅଭିମୁଖେ ଯାଉଥିବା କାଦୁଆ ନଦୀ ଭିତରକୁ ଖସି ପଡିଛି ଲଷ୍ମୀବସ । ଭାରସାମ୍ୟ ହରାଇ ଲକ୍ଷ୍ମୀ ବସ୍‌ ନଦୀକୁ ଖସି ପଡ଼ିଛି। ଷ୍ଟିୟରିଙ୍ଗ ଫେଲ ହେବା ଯୋଗୁଁ ଏଭଳି ଦୁର୍ଘଟଣା ହୋଇଥିବା ନେଇ

ପୋଲିସ ଏସଆଇ ନିଯୁକ୍ତି ଜାଲିଆତି ଘଟଣା, ଜେଲରୁ ବାହାରିଲେ ୧୧୪ ପରୀକ୍ଷାର୍ଥୀ

ବ୍ରହ୍ମପୁର: ପୋଲିସ ଏସଆଇ ନିଯୁକ୍ତି ଜାଲିଆତି ଘଟଣାରେ ମୁକୁଳିଲେ ପରୀକ୍ଷାର୍ଥୀ । ଦୀର୍ଘ ୧ ମାସ ପରେ ମଣ୍ଡଳ କାରାଗାରରୁ ବାହାରିଲେ ୧୧୪ ପରୀକ୍ଷାର୍ଥୀ ।  ଗତକାଲି ୧୧୪ ଜଣଙ୍କୁ ଜାମିନ ଆବେଦନକୁ ମଞ୍ଜୁର କରିଥିଲେ ବ୍ରହ୍ମପୁର ଭିଜିଲାନ୍ସ କୋର୍ଟ । କ୍ରାଇମବ୍ରାଞ୍ଚ କେସ୍ ଡାଏରୀ ତଥା ସିଡ଼ି

ସ୍କୁଟି ଡିକି ଭାଙ୍ଗି ୧୦ ଲକ୍ଷ ଟଙ୍କା ଲୁଟ୍

ଚୌଦ୍ବାର: ଡିକି ଭାଙ୍ଗି ଲୁଟିନେଲେ । ଘର ଆଗରୁ ଡିକି ଭାଙ୍ଗି ୧୦ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଚୌଦ୍ବାର ନପଙ୍ଗ ପଞ୍ଚାୟତ ଇଟୁଆ ଗାଁ କୋର କୋର ସାହିରୁ ଲୁଟ୍ ହୋଇଛି। ରବିନ୍ଦ୍ର କୁମାର ତ୍ରିପାଠୀ ନାମକ ଜଣେ ବ୍ୟକ୍ତି ବ୍ୟାଙ୍କରୁ ଟଙ୍କା ଉଠାଇ ଘରକୁ ଫେରି ଅଗମାରେ ଗାଡ଼ି ରଖିବା

ବସକୁ ଧକ୍କା ଦେଲା ଟ୍ରକ, ୩ ଯାତ୍ରୀ ଗୁରୁତର

ବାଲେଶ୍ୱର: ପିଛା ଛାଡୁନି ବସ୍‌ ଦୁର୍ଘଟଣା । ଘରୋଇ ଯାତ୍ରୀବାହୀ ବସକୁ ଧକ୍କା ଦେଇଛି ଟ୍ରକ୍‌ । ଏଥିରେ ୩ଯାତ୍ରୀ ଗୁରୁତର ହୋଇଛନ୍ତି । ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ନମ୍ବର ଜାତୀୟ ରାଜପଥର ଯୁଣବଳଦା ଛକ ନିକଟରେ ଦୁର୍ଘଟଣା ଘଟିଥିଲା । ଏହେସାନ୍‌ ନାମକ ଘରୋଇ ବସକୁ ଧକ୍କା

ପିନ ଗିଳି ଆଦର୍ଶ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ

ଫୁଲବାଣୀ : ଫୁଲବାଣୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଜଣେ ୭ମ ଶ୍ରେଣୀ ଛାତ୍ର ନୋଟିସ୍‌ ବୋର୍ଡରେ ଲାଗିଥିବା ପିନ୍‌ ଗିଳି ଦେବାରୁ ତାଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ମୃତକଙ୍କ ବାପା ଦାରିଙ୍ଗବାଡି ଥାନାରେ ଏତଲା ଦେଇଛନ୍ତି। ଛାତ୍ର ଜଣଙ୍କ ତୁଷାର ମିଶ୍ର ବୋଲି ଜଣାପଡିଛି । ପୁଅର ମୃତ୍ୟୁ ପାଇଁ

ସ୍କୋଏ ମାର୍ଶଲାର୍ଟ ଚମ୍ପିୟାନସିପ : ବର୍ଷା – ମିନତୀଙ୍କୁ ସ୍ଵର୍ଣ୍ଣ ପଦକ…

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁର ବର୍ଷା ଓ ନନ୍ଦିଘୋରର ମିନତୀ ଝାରସୁଗୁଡ଼ା ଠାରେ ଆୟୋଜିତ ସ୍କୋଏ ମାର୍ଶଲାର୍ଟ ଚମ୍ପିୟାନସିପ( ଯୁଦ୍ଧ କଳା) ଚମ୍ପିୟାନସିପ- ୨୦୨୫ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସ୍ଵର୍ଣ୍ଣ ପଦକ ଜିତିବା ସହିତ ଉଭୟ ଜାତୀୟସ୍ତରୀୟ ପ୍ରତିଯୋଗିତାକୁ ଉନ୍ନୀତ ହୋଇ ଓଡ଼ଗାଁ ତଥା