Sign in
Sign in
Recover your password.
A password will be e-mailed to you.
ଗଞ୍ଜାମ ଜିଲ୍ଲାରେ ଲଘୁ ଖଣିଜ ଦ୍ରବ୍ୟ ବେ ଲଗାମ୍ ଭାବେ ଲୁଟ ଚାଲିଛି …..!
ଚେଇଁ ସୋଇଛି ପ୍ରଶାସନ...!
ସୁନା ବ୍ୟବସାୟୀଙ୍କ ଠାରୁ ସୁନା ଚୋରୀ ଘଟଣା, ୩ ଗିରଫ ଓ ବିପୁଳ ସୁନା ଜବତ
ମାଲକାନଗିରି, ୨୯।୧୦ ମାଲକାନଗିରି ଜିଲ୍ଲାରେ ସୁନା ବ୍ୟବସାୟୀଙ୍କ ଠାରୁ ସୁନା ବ୍ୟାଗ ଛଡାଇ ଚୋରୀ ଘଟଣାରେ ମାଲକାନଗିରି ପୋଲିସ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ସେମାନଙ୍କ ନିକଟରୁ ୧୨୦ ଗ୍ରାମ ସୁନା ଟଙ୍କା ଜବତ କରିଛି। ସୂଚନା ଅନୁଯାୟୀ ଗତ ୦୩.୦୬.୨୦୨୫ ଦିନ ରାତି ପ୍ରାୟ!-->…
ବିହାର ବିଧାନସଭା ନିର୍ବାଚନ: ମୁଜାଫରପୁରରୁ ପ୍ରଚାର ଆରମ୍ଭ କଲେ ରାହୁଲ
ବିହାର: ମୁଜାଫରପୁରରେ ତେଜସ୍ୱୀ ଯାଦବଙ୍କ ସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଥମ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ରାହୁଲ ଗାନ୍ଧୀ ମୁଜାଫରପୁରରେ ଏକ ସାଧାରଣ ସଭା ସହିତ ବିହାର ବିଧାନସଭା ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହିତ ମହାଗଠବନ୍ଧନର ପ୍ରମୁଖ ଚେହେରା ତଥା!-->…
ଗାଜାରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ, ୯ମୃତ
ଇସ୍ରାଏଲ ଗାଜା ଉପରେ ଏକ ବଡ ଆକ୍ରମଣ କରିଛି । ଏହି ଆକ୍ରମଣରେ ୯ଜଣ ପ୍ରାଣ ହରାଇଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଇସ୍ରାଏଲ ଆମେରିକାକୁ ସୂଚନା ଦେବା ପରେ ଏହି ଆକ୍ରମଣ କରିଥିଲା । ଏକ ରିପୋର୍ଟ ଅନୁସାରେ ଇସ୍ରାଏଲ ଗାଜା ଷ୍ଟ୍ରିପରେ ଏକ ବଡ ବିମାନ ଆକ୍ରମଣ କରିଥିଲା ।!-->…
ରାଫେଲରେ ଉଡିଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ପ୍ରଥମ ରାଷ୍ଟ୍ରପତି ଭାବେ ଆଜି ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ । ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଛନ୍ତି ରାଷ୍ଟ୍ରପତି । ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡାଣ ଭରିଛନ୍ତି!-->…
ନ୍ୟାସନାଲ୍ କନଫରେନ୍ସରେ ବଢ଼ୁଛି ତିକ୍ତତା: ଓମାରଙ୍କ ଇସ୍ତଫା ଦାବି କଲେ ଦଳୀୟ ସାଂସଦ
ଶ୍ରୀନଗର: ଜାମ୍ମୁ ଓ କାଶ୍ମୀର ନ୍ୟାସନାଲ କନଫରେନ୍ସରେ ଦିନକୁ ଦିନ ତିକ୍ତତା ବଢିବାରେ ଲାଗିଛି। ଜାମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଦେଇଥିବା ନିର୍ବାଚନ ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଥିବାରୁ ସେ ଇସ୍ତଫା ଦେବା ଉଚିତ୍ ବୋଲି ଦଳର ଶ୍ରୀନଗର ସାଂସଦ ଆଗା ରୁହୁଲ୍ଲା!-->…
ଏସ୍ଜେ-୧୦୦ ଯାତ୍ରୀବାହୀ ବିମାନ ନିର୍ମାଣ ଲାଗି ରୁଷ୍-ଭାରତ ଚୁକ୍ତି ସ୍ବାକ୍ଷରିତ
ନୂଆଦିଲ୍ଲୀ: ଯାତ୍ରୀବାହୀ ବିମାନ ନିର୍ମାଣ ପାଇଁ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ୍ (ହାଲ୍) ତରଫରୁ ରୁଷ୍ର ପବ୍ଲିକ ଜଏଣ୍ଟ ଷ୍ଟକ୍ କମ୍ପାନୀ ୟୁନାଇଟେଡ୍ ଏୟାରକ୍ରାଫ୍ଟ କର୍ପୋରେସନ୍ (ପିଜେଏସ୍ସି-ୟୁଏସି) ସହ ଚୁକ୍ତି କରାଯାଇଛି। ଏସ୍ଜେ-୧୦୦ ନାମକ ଯାତ୍ରୀବାହୀ ବିମାନ ନିର୍ମାଣ!-->…
ରିଲ୍ସ କରିବା ବେଳେ ନଦୀକୁ ଖସିପଡ଼ିଲେ ବିଜେପି ବିଧାୟକ
ନୂଆଦିଲ୍ଲୀ: ସାମାଜିକ ଗଣମାଧ୍ୟମରେ ରିଲ୍ କରିବା ସମୟରେ ଦିଲ୍ଲୀ ବିଜେପି ବିଧାୟକ ରବିନ୍ଦର ସିଂହ ନେଗୀ ଭାରସାମ୍ୟ ହରାଇ ଯମୁନା ନଦୀରେ ଖସିପଡିଛନ୍ତି। ବିଧାୟକ ନେଗୀ ନଦୀରେ ଖସିପଡିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଥିବାବେଳେ ବିରୋଧୀ ଏହାକୁ ନେଇ କଟାକ୍ଷ କରୁଛନ୍ତି। ଏହି ୧୯!-->…
ରଜନୀକାନ୍ତ ଓ ଧନୁଷଙ୍କ ଘରକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ଚେନ୍ନଇ: ସୁପରଷ୍ଟାର୍ ରଜନୀକାନ୍ତ ଓ ଅଭିନେତା ଧନୁଷଙ୍କ ଘରକୁ ବୋମାରେ ଉଡ଼ାଇ ଦେବାକୁ ଇ-ମେଲ୍ ଯୋଗେ ଧମକ ମିଳିବା ପରେ ଚେନ୍ନଇରେ ହଇଚଇ ସୃଷ୍ଟି ହୋଇଯାଇଥିଲା। ପୁଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ ଏକ ଅଜ୍ଞାତ ଆକାଉଣ୍ଟରୁ ତାମିଲନାଡୁ ପୁଲିସ ମହାର୍ଦେଶକଙ୍କ କାର୍ଯ୍ୟାଳୟକୁ ଏକ!-->…
ଆଶାରାମ ବାପୁଙ୍କୁ ରାଜସ୍ଥାନ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ
ଯୋଧପୁର : ଗଣଦୁଷ୍କର୍ମ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ରାଜସ୍ଥାନ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି । ହାଇକୋର୍ଟ ଆଶାରାମ ବାପୁଙ୍କୁ ମେଡିକାଲ ଗ୍ରାଉଣ୍ଡରେ ୬ ମାସର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ହାଇକୋର୍ଟରୁ ମୁଖ୍ୟ ନ୍ୟାୟାଧୀଶ ସଂଜୀବ ପ୍ରାକାଶ ଶର୍ମା!-->…