ରେଭେନ୍ସା ଇଷ୍ଟ ହଷ୍ଟେଲ୍‌ରେ ଝାଡ଼ାବାନ୍ତି: ୧୫ରୁ ଅଧିକ ଛାତ୍ର ଆକ୍ରାନ୍ତ

କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲର ୧୫ ଛାତ୍ର ଅସୁସ୍ଥ । ଫୁଡ ପଏଜନ ପାଇଁ ୧୫ ଛାତ୍ର ଅସୁସ୍ଥ ହୋଇଥିବା ସୂଚନା ମିଳିଛି । ସମସ୍ତଙ୍କୁ SCB ମେଡିକାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ପର୍ଯ୍ୟାୟରୁ ପିଇବା ପାଣିରୁ ଫୁଡ ପଏଜନ ହୋଇଥିବା ଜଣାପଡିଛି । ପାଣି ପରୀକ୍ଷା ପାଇଁ ପଠାଯାଇଛି ।

ଆତ୍ମସମର୍ପଣ କଲେ ଦୁଇ ହାର୍ଡକୋର ମାଓବାଦୀ

ମାଲକାନଗିରି: ଦୁଇ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ମାଓ ସଙ୍ଗଠନର ସେଣ୍ଟ୍ରାଲ କମିଟି ମେମ୍ବର ପୁଲୁରି ପ୍ରସାଦ ରାଓ ଓରଫ ଚନ୍ଦ୍ରନ୍ନା, ଷ୍ଟେଟ କମିଟି ସଦସ୍ୟ ବି.ପ୍ରକାଶ ଓରଫ ପ୍ରଭାତ

ଟ୍ୱିନ ସିଟିରେ ସ୍ବାଭାବିକ ହେଲା ଟ୍ରେନ୍ ଓ ବିମାନ ଚଳାଚଳ

ଭୁବନେଶ୍ୱର : ବାତ୍ୟା ‘ମୋନ୍ଥା’ ଯୋଗୁଁ ଆନ୍ଧ୍ରପ୍ରଦେଶରେ ୩୫ଟି ବିମାନ ବାତିଲ୍ କରାଯାଇଛି। ଆନ୍ଧ୍ର ବିମାନବନ୍ଦର ଓ ପଡ଼ୋଶୀ ଅଞ୍ଚଳରୁ ସଂଯୋଗ କରୁଥିବା ରୁଟ୍ ଗୁଡ଼ିକରେ ୩୫ରୁ ଅଧିକ ବିମାନ ବାତିଲ୍ କରାଯାଇଛି। ବାତ୍ୟା ସମୟରେ ପ୍ରବଳ ବର୍ଷା ଓ କମ୍ ଦୃଶ୍ୟମାନତାକୁ ଦୃଷ୍ଟିରେ ରଖି ଏହି

ଟ୍ରକ-ବସ୍ ଧକ୍କା, ଡ୍ରାଇଭର ଓ ହେଲପର ମୃତ

ଜଳେଶ୍ବର: ଟ୍ରକକୁ ପଛରୁ ପିଟିଲା ବସ୍ । ମର୍ମନ୍ତୁଦ ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ମୃତ, ଏକାଧିକ ଯାତ୍ରୀ ଗୁରୁତର ହୋଇଛନ୍ତି । ଜଳେଶ୍ବର ଥାନା ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ନିକଟରେ ଦୁର୍ଘଟଣା ଘଟିଛି । ମୃତ ଡ୍ରାଇଭର ହେଲେ ସେକ୍ ଅବଦୁଲ୍ ଏବଂ ହେଲପର ଜଣକ ନରସିଂହ ଖଟୁଆ

ଆସିକା ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ରେ ପୂର୍ତ୍ତବିଭାଗ ର କାରନାମା ୬ କୋଟି ଟଙ୍କା ପାଣିରେ ପଡିଲା…

ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ରେ ଛାତରୁ ଅନବରତ ଭାବେ ବର୍ଷା ଜଳ ପଡୁଛି….! ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ପୂର୍ତ୍ତବିଭାଗ ଦୁର୍ନୀତି ର ସିଂହାସନ ରେ ବସିଛି। ତାହାର ନଗ୍ନ ନମୁନା ଆସିକା ହରି ହର ହାଇସ୍କୁଲ ପରିସର ରେ ନିର୍ମିତ ବିଜୁ ପଟ୍ଟନାୟକ ବହୁମୁଖୀ

ଆସିକା ଜଗଦଳପୁର ବାତ୍ୟା ଆଶ୍ରୟସ୍ଥଳୀରେ ଅବ୍ୟବସ୍ଥା: ପ୍ରଶାସନ ଉପରେ ଲୋକଙ୍କ ଅସନ୍ତୋଷ…

ବ୍ରହ୍ମପୁର: ବାତ୍ୟା 'ମୋନ୍ଥା' ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଥିବାବେଳେ, ଆସିକା ଜଗଦଳପୁର ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀରେ ଦେଖାଦେଇଛି ଘୋର ଅବ୍ୟବସ୍ଥା। ପ୍ରଶାସନର ମନମୁଖୀ କାର୍ଯ୍ୟକଳାପକୁ ନେଇ ଆଶ୍ରୟସ୍ଥଳୀରେ ଥିବା ଲୋକମାନେ ତୀବ୍ର ପ୍ରତିକ୍ରିୟା

ବାଲିଗୁଡାରେ କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଅବ୍ୟାହତ : ଜୀବନ ଯାତ୍ରା ବ୍ୟାହତ

ବାଲିଗୁଡା : ଦକ୍ଷିଣ-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ସୋମବାର ସକାଳେ ସାମୁଦ୍ରିକ ଝଡ଼ ‘ମନ୍ଥା’ରେ ପରିଣତ ହୋଇଛି । ମଙ୍ଗଳବାର ଦିନ ‘ମନ୍ଥା’ ସମୁଦ୍ରରୁ ଅଧୁକ ବଳ ଗୋଟାଇ ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି

ବିହାର ପାଇଁ ଘୋଷଣାପତ୍ର ଜାରି କଲା ମହାଗଠବନ୍ଧନ

ପାଟନା : ବିହାର ବିଧାନସଭା ନିର୍ବାଚନ ପାଇଁ ମହାଗଠବନ୍ଧନ ପକ୍ଷରୁ ଘୋଷଣାପତ୍ର ପ୍ରକାଶିତ ହୋଇଛି। ଏହି ଉନ୍ମୋଚନ ଅବସରରେ ମେଣ୍ଟର ମୁଖ୍ୟମନ୍ତ୍ରୀ ଚେହେରା ତେଜସ୍ବୀ ଯାଦବ ଓ ଉପମୁଖ୍ୟମନ୍ତ୍ରୀ ଚେହେରା ମୁକେଶ ସହନୀ ଉପସ୍ଥିତ ଥିଲେ । ଘୋଷଣାପତ୍ରର ଉନ୍ମୋଚନ କରି ତେଜସ୍ୱୀ ଯାଦବ

ପୁଣି ଚିନ୍ତା ବଢାଇଲା: ଅରୁଣାଚଳ ସୀମାରେ ବାୟୁସେନା ଘାଟି ନିର୍ମାଣ କରୁଛି ଚୀନ

ନୂଆଦିଲ୍ଲୀ: ଯେତେ ଆଲୋଚନା ପର୍ଯ୍ୟାଲୋଚନା ଚାଲିଥିଲେ ସୁଦ୍ଧା ଭାରତ ସହ ଚୀନ୍‌ର ସୀମା ବିବାଦ ତୁଟିପାରୁ ନାହିଁ। ଭାରତ ସହ ସମ୍ପର୍କ ଉନ୍ନତ କରିବାକୁ ଚୀନ୍‌ ଉପରଠାଉରିଆ ପ୍ରତିଶ୍ରୁତି ଦେଉଥିଲେ ସୁଦ୍ଧା ବାସ୍ତବ ସ୍ଥିତି କିନ୍ତୁ ଭିନ୍ନ କାହାଣୀ ବର୍ଣ୍ଣନା କରୁଛି। ଚୀନ ଇତିମଧ୍ୟରେ ଭାରତର

ଭାରତ ହେବ ବିଶ୍ବ ସାମୁଦ୍ରିକ ଶକ୍ତି: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା

ମୁମ୍ବଇ: ଗତ ଦଶନ୍ଧିରେ ସାମୁଦ୍ରିକ ଅର୍ଥନୀତିରେ କରାଯାଇଥିବା ସଂସ୍କାର ଯୋଗୁଁ ଭାରତ ବିଶ୍ୱ ସାମୁଦ୍ରିକ ମାନଚିତ୍ରରେ ଏକ ଉଦୀୟମାନ ଶକ୍ତି ଭାବରେ ଉଭା ହୋଇଛି। ଭାରତର ସାମୁଦ୍ରିକ ସ୍ଥିତି, ଗଣତାନ୍ତ୍ରିକ ସ୍ଥିରତା ଏବଂ ନୌସେନା କ୍ଷମତା ଭାରତ-ପ୍ରଶାନ୍ତ ମହାସାଗର ଏବଂ ବିଶ୍ୱ ଦକ୍ଷିଣ