ବଦଳିଲା ଉତ୍ତରପ୍ରଦେଶ ମୁସ୍ତାଫାବାଦର ନାଁ, ନୂଆ ନାମ ହେବ କବୀରଧାମ

ଲକ୍ଷ୍ମୌ: ଉତ୍ତରପ୍ରଦେଶର ଲଖିମପୁର-ଖିରି ଅନ୍ତର୍ଗତ ମୁସ୍ତାଫାବାଦ ଗ୍ରାମର ନାମ ପରିବର୍ତ୍ତନ କରାଯାଇଛି । ଏବେ ଏହି ଗାଁର ନୂଆ ନାମ ହେବ କବୀରଧାମ । ଏ ନେଇ ଖୋଦ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି, "ଯେତେବେଳେ ମୁଁ ଏଠାକୁ ଆସି

ଦଳ ବିରୋଧୀ କାମ ପାଇଁ ୪ ନେତାଙ୍କୁ ବହିଷ୍କାର କଲା ବିଜେପି

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ- ୨୦୨୫ ପୂର୍ବରୁ ବିଜେପି ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ରହିଥିବା ୪ଜଣ ନେତାଙ୍କୁ ଛଅ ବର୍ଷ ପାଇଁ ବହିଷ୍କାର କରିଛି। ଏମାନଙ୍କ ମଧ୍ୟରେ କହଲଗାଓଁ ବିଧାନସଭା ଆସନରୁ ପବନ ଯାଦବ, ବାହାଦୁରଗଞ୍ଜ ଆସନରୁ ବରୁଣ ସିଂହ, ଗୋପାଳଗଞ୍ଜ ଆସନରୁ ଅନୁପ କୁମାର

ବାତ୍ୟା ‘ମୋନ୍ଥା’ ପାଇଁ ୩୨ ଟ୍ରେନ୍ ବାତିଲ

ଭୁବନେଶ୍ଵର: ଧୀରେ ଧିରେ ଉପକୂଳ ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା ମନ୍ଥା। ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ୍ -କଳିଙ୍ଗପଟ୍ଟନମ୍ ମଧ୍ୟବର୍ତ୍ତୀ ଅଞ୍ଚଳ କାକିନାଡା ନିକଟରେ ଏହା ସ୍ଥଳଭାଗ ଛୁଇଁବ। ତେବେ ଓଡିଶାରେ ପହଞ୍ଚିବାବେଳକୁ ଦୁର୍ବଳ ହୋଇଯାଇଥିବ। ତେବେ ବାତ୍ୟା ମୋନ୍ଥା ପାଇଁ ୨୭ ଏବଂ ୨୮

‘ମୋନ୍ଥା’ ମୁକାବିଲା ପାଇଁ ବିଏମ୍‌ସିର ପ୍ରସ୍ତୁତି

ଭୁବନେଶ୍ଵର: ରାଜଧାନୀରେ ମନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ବିଏମସି। ଭୁବନେଶ୍ଵରରେ ୫୦ ଆଶ୍ରୟସ୍ଥଳ ସହ ସବୁ ସରକାରୀ ସ୍କୁଲ ପ୍ରସ୍ତୁତ ଅଛି। ପ୍ରବଳ ବର୍ଷା , ପବନ ଯୋଗୁଁ ବହୁ ଗଛ ଭାଙ୍ଗିଯିବା ସହ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ଗଛ କାଟିବା ସହ

ନୂଆପଡାରେ ପ୍ରଚାର କଲେ କଟକ ମେୟର ସୁବାସ ସିଂହ

ନୂଆପଡ଼ା: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନୂଆପଡା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ କଟକ ମେୟର ସୁବାସ ସିଂହ ଷ୍ଟାର ପ୍ରଚାରକ ଭାବରେ ପ୍ରଚାର କରିଛନ୍ତି। ମେୟର ସିଂହ ନୂଆପଡା ପ୍ରତି ଥିବା

ନୟାଗଡ଼ ଜିଲା କାରାଗାରରେ କଏଦୀଙ୍କ ମଧ୍ୟରେ ସଂଘର୍ଷ…

ନୟାଗଡ: ନୟାଗଡ ଜିଲ୍ଲା କାରାଗାରରେ ଦୁଇ ଗୋଷ୍ଠୀ କଏଦୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଜେଲ୍ ଅଧିକ୍ଷକଙ୍କ ସହ ଜେଲ୍‌ କର୍ମଚାରୀ ଓ କଏଦୀ ଆହତ ହୋଇଥିବା ସୂଚନା ମିଳିଛି। କଏଦୀଙ୍କ ମଧ୍ୟରେ ସଂଘର୍ଷ ଅଟକାଇବାକୁ ଚେଷ୍ଟା କରିଥିଲେ ଜେଲ୍‌ ଅଧିକ୍ଷକ ଓ କର୍ମଚାରୀ । ସଂଘର୍ଷ ଅଟକାଇବା ସମୟରେ

ଦୁର୍ବଳ ଅବସ୍ଥାରେ ଓଡ଼ିଶାରେ ପହଞ୍ଚିବ ‘ମୋନ୍ଥା’: ଆଇଏମଡି

ଭୁବନେଶ୍ବର: ଧୀରେ ଧୀରେ ଉପକୂଳ ମୁହାଁ ହେଉଛି ବାତ୍ୟା ‘ମୋନ୍ଥା‘। ଆନ୍ଧ୍ରପ୍ରଦେଶର ମଛିଲିପତନମ-କଳିଙ୍ଗପତନମ ମଧ୍ୟବର୍ତ୍ତୀ ଅଞ୍ଚଳ କାକିନାଡା ନିକଟରେ ଏହା ସ୍ଥଳଭାଗ ଛୁଇଁବ। ତେବେ ଓଡ଼ିଶାରେ ବାତ୍ୟା ପହଞ୍ଚିବା ବେଳକୁ ଦୁର୍ବଳ ହୋଇଯାଇଥିବ। ଭାରତ ପାଣିପାଗ ବିଭାଗ(ଆଇଏମଡି) ଡିଜି

ଇଣ୍ଡିଆ ମାରିଟାଇମ୍‌ ୱିକ୍‌ ପ୍ରଦର୍ଶନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁମ୍ବଇରେ ଆଜିଠାରୁ ଆରମ୍ଭ ହୋଇଛି ଇଣ୍ଡିଆ ମାରିଟାଇମ୍‌ ୱିକ୍‌ ୨୦୨୫ । ଏଥିରେ ଯୋଗ ଦେଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚାରଣ ମାଝୀ । ୨୭ରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ୩୧ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଆଜି ଉଦଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ

ହଷ୍ଟେଲ ପାଚେରୀ ଡେଇଁ ପଳାଇଲେ ୮ ଅନ୍ତେବାସୀ, ୭ ଘଣ୍ଟା ପରେ ମିଳିଲା ସନ୍ଧାନ

ଉଦଳା : ହଷ୍ଟେଲ ପାଚେରୀ ଡେଇଁ ପଳାଇଲେ ୮ ନାବାଳକ ।  ୭ ଘଣ୍ଟା ପରେ ହେଲେ ଉଦ୍ଧାର। ମୟୂରଭଞ୍ଜ ଜିଲ୍ଲା ଉଦଳା ଅଠଣ ଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଅଭିଯୋଗ ହୋଇଛି । ହଷ୍ଟେଲରେ ୪୦ ଜଣ ଅନ୍ତେବାସୀ ରହନ୍ତି । ସେମାନଙ୍କ ମଧ୍ୟରୁ ୮ଜଣ ନାବାଳକ ପାଚେରୀ ଡେଇଁ ଚାଲିଯାଇଥିଲେ । ୧୨

‘ମୋନ୍ଥା’ ମୁକାବିଲାର ପ୍ରସ୍ତୁତି ସମୀକ୍ଷା କଲେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ

ଭୁବନେଶ୍ୱର : ବାତ୍ୟା ମୋନ୍ଥା ମୁକାବିଲାର ପ୍ରସ୍ତୁତି ସମୀକ୍ଷା କଲେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ । ଏସଆରସିଙ୍କ କାର୍ଯ୍ୟାଳୟରେ ଉଚ୍ଚ ସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ମୋନ୍ଥା ମୁକାବିଲା ପାଇଁ ସରକାରୀ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି