Sign in
Sign in
Recover your password.
A password will be e-mailed to you.
ଆମେରିକା ଇସାରାରେ ପାକିସ୍ତାନ…ସ୍ବୀକାର କରିବ କି ଡ୍ରାଗନ ?
ନୂଆଦିଲ୍ଲୀ: ଚୀନର ସବୁଦିନିଆ ବନ୍ଧୁ ସାଜିଥିବା ପାକିସ୍ତାନ ଏବେ ଆମେରିକା ଇସାରାରେ ଚାଲିଛି। ଯେଉଁ ପାକିସ୍ତାନର ସେନା ଦିନେ ଆମେରିକାର ସବୁଠୁ ବଡ଼ ଶତ୍ରୁ ଲାଦେନକୁ ଲୁଚାଇ ରଖିଥିଲା, ସେଇ ଦେଶର ସେନା ମୁଖ୍ୟ ଏବେ ଟ୍ରମ୍ପଙ୍କ ଅତିଥୀ। ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଓ ପାକ୍!-->…
କାଶ୍ମୀର ପଣ୍ଡିତ ମହିଳାଙ୍କ ହତ୍ୟା ମାମଲାକୁ ନେଇ ୮ସ୍ଥାନରେ ଚଢାଉ
ଶ୍ରୀନଗର: ୧୯୯୦ ମସିହାରେ କାଶ୍ମୀର ପଣ୍ଡିତ ମହିଳାଙ୍କୁ ଅପହରଣ କରାଯାଇଥିଲା। ଅପହରଣ ପରେ ମହିଳାଙ୍କୁ ହତ୍ୟା କରାଯାଇଥିଲା। ସରଲା ଭଟ୍ଟଙ୍କ ଅପହରଣ ଏବଂ ହତ୍ୟା ମାମଲାରେ ରାଜ୍ୟ ତଦନ୍ତ ସଂସ୍ଥା (SIA) ମଙ୍ଗଳବାର ଦିନ ଶ୍ରୀନଗରର ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା।
SIA ଟିମ୍ ଶ୍ରୀନଗରର!-->!-->!-->…
ମୋଦି-ଟ୍ରମ୍ପଙ୍କୁ ନେଇ କହିଦେଲେ ବଡ କଥା ପୂର୍ବତନ ପେଣ୍ଟାଗନ ଅଧିକାରୀ: ଅସୀମ ମୁନିରଙ୍କୁ ଓସାମା ବିନ୍ ଲାଡେନ୍ ସହ…
ନୂଆଦିଲ୍ଲୀ: ଆମେରିକା ଏବଂ ରୁଷ ମଧ୍ୟରେ ହେବାକୁ ଥିବା ବୈଠକ ପୂର୍ବରୁ, ପୂର୍ବତନ ପେଣ୍ଟାଗନ ଅଧିକାରୀ ମାଇକେଲ ରୁବିନ୍ ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିରଙ୍କୁ ତାତ୍ସଲ୍ୟ କରିବା ସହ ଆମେରିକା ଶୁଳ୍କ ଧମକକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଭିମୁଖ୍ୟକୁ ପ୍ରଶଂସା କରିଛନ୍ତି ।
!-->!-->!-->…
ଜୁଟ୍ ବ୍ୟାଗ ସମେତ ଅନେକ ସାମଗ୍ରୀର ଆମଦାନୀ ଉପରେ ଲଗାଇଲା ରୋକ: ବାଂଲାଦେଶକୁ ଭାରତର ବଡ଼ ଝଟକା
ନୂଆଦିଲ୍ଲୀ: କିଛି ଦିନ ହେବ ବାଂଲାଦେଶ ଏବଂ ଭାରତ ମଧ୍ୟରେ ସମ୍ପର୍କରେ ଉତ୍ତେଜନା ଦେଖାଦେଇଛି। ଶେଖ ହସିନାଙ୍କ କ୍ଷମତାଚ୍ୟୁତ ପରେ ଉଭୟ ଦେଶ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହୋଇଛି। ଏବେ ଏହାର ପ୍ରଭାବ ଆମଦାନୀ ଉପରେ ମଧ୍ୟ ଦେଖାଯାଉଛି। ଉତ୍ତେଜନାପୂର୍ଣ୍ଣ ସମ୍ପର୍କ ଯୋଗୁଁ ଭାରତ ପୁଣି ଥରେ!-->…
ବାଚସ୍ପତି ଜଷ୍ଟିସ ବର୍ମାଙ୍କ ବିରୋଧରେ ତଦନ୍ତ ପାଇଁ କମିଟି ଘୋଷଣା କଲେ
ନୂଆଦିଲ୍ଲୀ : ଘରୁ ଟଙ୍କା ମିଳିବା ଘଟଣାରେ ଜଷ୍ଟିସ ଯଶଓ୍ବନ୍ତ ବର୍ମଙ୍କୁ ହଟାଇବା ଲାଗି ଲୋକସଭାରେ ମହାଭିଯୋଗ ପ୍ରସ୍ତାବ ପାରିତ ହୋଇଛି। ୧୪୬ ସାଂସଦଙ୍କ ଦସ୍ତଖତ ରହିଥିବା ଏହି ପ୍ରସ୍ତାବକୁ ବାଚସ୍ପତି ଓମ୍ ବିର୍ଲା ଗ୍ରହଣ କରିବା ସହିତ ମାମଲାର ତଦନ୍ତ ପାଇଁ ମଙ୍ଗଳବାର ୩ ଜଣିଆ କମିଟି!-->…
ଏଲଏସି ନିକଟରେ ବଡ଼ ରେଳପ୍ରକଳ୍ପ କରିବାକୁ ଯାଉଛି ଚୀନ
ନୂଆଦିଲ୍ଲୀ: ସୀମା ନିକଟରେ ଚୀନର ବଡ଼ ଚକ୍ରାନ୍ତ । ବ୍ରହ୍ମପୁତ୍ର ନଦୀରେ ବଡ଼ ଡ୍ୟାମ ପରେ ଏବେ ଏଲଏସି ନିକଟରେ ବଡ଼ ରେଳପ୍ରକଳ୍ପ କରିବାକୁ ଯାଉଛି ଚୀନ । LAC ନିକଟରେ ୫,୦୦୦ କି.ମି ଲମ୍ବା ସିନଜିଆଙ୍ଗ-ତିବ୍ବତ ରେଳ ଲିଙ୍କ୍ ନିର୍ମାଣ କରିବାକୁ ଯାଉଛି । ଏହି ବୃହତ ରେଳ ପ୍ରକଳ୍ପର କାମ!-->…
ପୁରୁଣା ଗାଡ଼ି ମାଲିକଙ୍କ ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ: ଦିଲ୍ଲୀବାସୀଙ୍କୁ ଆଶ୍ବସ୍ତି ଦେଇଛନ୍ତି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ବସ୍ତି ମିଳିଛି । ୧୦ ବର୍ଷ ପୁରୁଣା ଡିଜେଲ୍ ଗାଡ଼ି ଏବଂ ୧୫ ବର୍ଷ ପୁରୁଣା ଗାଡ଼ି ମାଲିକଙ୍କୁ ସୁପ୍ରିମକୋର୍ଟ ବଡ଼ ଆଶ୍ୱସ୍ତି ଦେଇଛନ୍ତି । ପୁରୁଣା ଗାଡ଼ି ମାଲିକଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ!-->…
ସେପ୍ଟେମ୍ବର ୧ରୁ ଦିଲ୍ଲୀ-ୱାଶିଂଟନ ଉଡ଼ାଣ ବନ୍ଦ କରିବ, କାରଣ ଦର୍ଶାଇଲା ଏୟାର ଇଣ୍ଡିଆ କମ୍ପାନୀ
ନୂଆଦିଲ୍ଲୀ: ନୂଆଦିଲ୍ଲୀରୁ ୱାଶିଂଟନକୁ ବିମାନ ଚଳାଚଳ ବନ୍ଦ କରିବାକୁ ଘୋଷଣା କରିଛି ଏୟାର ଇଣ୍ଡିଆ । ଦିଲ୍ଲୀରୁ ୱାଶିଂଟନ ଡିସିକୁ ଏୟାର ଇଣ୍ଡିଆ ବିମାନ ସେବା ବନ୍ଦ କରିବ ବୋଲି ନିଷ୍ପତ୍ତି ନେଇଛି । ସେପ୍ଟେମ୍ବର ୧ ତାରିଖରୁ ଉଡ଼ାଣ ସେବା ବନ୍ଦ ହେବ ।
ଯାହାର କାରଣ ଦର୍ଶାଇ ଏୟାର ଇଣ୍ଡିଆ!-->!-->!-->…
BLAକୁ ବିଦେଶୀ ଆତଙ୍କବାଦୀ ସଙ୍ଗଠନ ଭାବେ ଘୋଷଣା କଲା ଆମେରିକା
BLAକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା ଆମେରିକା । ବଲୁଚ ଲିବରେସନ ଆର୍ମି (BLA) ଏକ ଆତଙ୍କବାଦୀ ସଂଗଠନ ବୋଲି ଆମେରିକା ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ପାକ ସେନା ମୁଖ୍ୟ ମୁନିରଙ୍କ ଦ୍ୱିତୀୟ ଆମେରିକା ଗସ୍ତ ବେଳେ BLAକୁ ଆତଙ୍କବାଦୀ ସଂଗଠନ ଭାବେ ଅନ୍ତଭୂକ୍ତ କରିଛି!-->…
ଉତ୍ତରାଖଣ୍ଡରେ ବର୍ଷାର ତାଣ୍ଡବ, ୩ ଦିନ ପର୍ଯ୍ୟନ୍ତ କେଦାରନାଥ ଯାତ୍ରା ବନ୍ଦ
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ତାଣ୍ଡବ ରଚୁଛି ମୌସୁମୀ । ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇଉଠିଛି । ଏହି କାରଣରୁ ପାଣିପାଗ ବିଭାଗ ଆଜି ରେଟ୍ ଆଲର୍ଟ ଜାରି କରିଛି । ଏହା ସହିତ ଅତ୍ୟାବଶ୍ୟକ ନହେଲେ ଘରୁ ନବାହାରିବାକୁ ଲୋକଙ୍କୁ ଅନୁରୋଧ କରିଛି । ସୁରକ୍ଷାକୁ ଦୃଷ୍ଟିରେ!-->…