ପୁଣି ୧୦ ସ୍କୁଲକୁ ବୋମା ଧମକ, ଛୁଟି ଘୋଷଣା କଲେ ସ୍କୁଲ ପ୍ରଶାସନ

ଗୁଜରାଟ : ପୁଣି ସ୍କୁଲକୁ ବୋମା ଧମକ । ଗୁଜରାଟ ଅହମଦାବାଦର ୧୦ଟି ସ୍କୁଲକୁ ମିଳିଛି ବୋମା ଧମକ । ୧୦ଟି ସ୍କୁଲକୁ ଇମେଲ ମ୍ୟାଧ୍ୟମରେ ବୋମା ଧମକ ମିଳିଛି । ସ୍କୁଲ ଗୁଡ଼ିକୁ ବୋମାରେ ଉଡ଼ାଇଦେବାକୁ ‘ମୁନରୋ କ୍ୟୁକେଲ ‘ ନାମକ ଏକ ଇମେଲ ଆଇଡିରୁ ଧମକପୂର୍ଣ୍ଣ ମେଲ ଆସିଥିଲା । ମେଲ ସମ୍ପର୍କରେ…

କାଲିଠୁ ଦିଲ୍ଲୀରେ ୱାର୍କ ଫ୍ରମ୍ ହୋମ୍, ନିୟମ ଉଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ବାୟୁ ଗୁଣବତ୍ତାମାନ ବିପଦଜନକ ସ୍ଥିତିରେ ପହଞ୍ଚିବା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ପ୍ରଦ୍ୟୁଷଣକୁ ନଜରରେ ରଖି ଆସନ୍ତାକାଲିଠୁ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ୱାର୍କ ଫ୍ରମ ହୋମରେ କାମ…

ଆମେରିକାରେ ପ୍ରବେଶ କଟକଣା ଲଗାଇଲେ ଟ୍ରମ୍ପ, ସମୁଦ୍ରରେ ହେଲା ସବୁଠୁ ବଡ଼ ନାକାବନ୍ଦୀ

ଆମେରିକା : ଭେନେଜୁଏଲା ବିରୋଧରେ ଟ୍ରମ୍ପଙ୍କ ‘ମହାଯୁଦ୍ଧ’! । ସମୁଦ୍ର ମଝିରେ ଅଟକିଲା ତେଲ ଟ୍ୟାଙ୍କର । ଆମେରିକାର ସବୁଠୁ ବଡ଼ ନାକାବନ୍ଦୀ । ମାଦୁରୋ ସରକାରକୁ ‘ଆତଙ୍କବାଦୀ’ ଘୋଷଣା କଲେ ଆମେରିକା ରାଷ୍ଟ୍ରପତି । ଗତ ୧୬ ତାରିଖରେ ଆମେରିକା ଭେନେଜୁଏଲାର ସମସ୍ତ ତୈଳ ଟ୍ୟାଙ୍କର ଉପରେ…

କିସ୍‌ରେ ନବମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା: ଡାଲି ପଡିବାରୁ ସହପାଠି ତଣ୍ଟି ଚିପି ହତ୍ୟା କରିଥିବା କହିଲେ ପୁଲିସ…

ଭୁବନେଶ୍ୱର: କିସ୍‌ରେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟଣା । ଉପରେ ଡାଲିପଡିବା ଘଟଣାରେ ଅନ୍ୟଛାତ୍ରମାନେ ହତ୍ୟା କରିଥିବା ପୁଲିସ୍‌ କମିଶନର ଏସ୍‌ ଦେବଦତ୍ତ ସିଂ କହିଛନ୍ତି । ବିଦ୍ୟାଳୟ ପରିସରରେ କିଛି ଛାତ୍ର ଜୋକର ଗ୍ୟାଙ୍ଗ ଗଢିଥିଲେ । ସେମାନେ ଅନ୍ୟ ଛାତ୍ରଙ୍କୁ ଭୟଭୀତ କରୁଥିଲେ…

ସମୁଦ୍ରରେ ବୁଡ଼ି ଛାତ୍ରୀ ମୃତ

ପୁରୀ : ପିକନିକ୍ ଆସି ସମୁଦ୍ରରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ । ମୃତ ଛାତ୍ରୀ କଟକ ବକ୍ସି ବଜାର ବଣିଆ ସାହିର ଶିଳ୍ପାଶ୍ରୀ ସାହୁ । ପୁରୀ ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ଘଟିଛି ଅଘଟଣ । ମୃତଦେହ ଜବତ କରାଯାଇ ସଦର ମୁଖ୍ୟ ଚିକିତ୍ସାଳୟରେ ରଖାଯାଇଛି । କୋଚିଂ ସେଣ୍ଟର ପିଲାମାନେ…

ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ କର୍ମଚାରୀଙ୍କ ଆନ୍ଦୋଳନ, ରୋଗୀସେବା ଠପ

କଟକ : କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ କର୍ମଚାରୀଙ୍କ ଆନ୍ଦୋଳନ । ଫଳରେ ରୋଗୀସେବା ସଂପୂର୍ଣ୍ଣ ଠପ । ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ରୋଗୀଙ୍କୁ ସେବା ଯୋଗାଇ ଦେବା ପାଇଁ ଆଟେଣ୍ଡାଣ୍ଟ ଓ ଅନ୍ୟ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ କ୍ୱେସ ସର୍ଭିସ ପ୍ରୋଭାଇଡର ଜରିଆରେ…

ଅନ୍ଧବିଶ୍ଵାସ ହେଲା କାଳ, ଗୁଣିଗାରେଡ଼ି ପାଇଁ ଖୋଳିଥିବା ଗାତରେ ଚାଲିଗଲା ଜୀବନ

କେନ୍ଦ୍ରାପଡା : ଅନ୍ଧବିଶ୍ଵାସ ନେଲା ଜୀବନ। ଗ୍ରହ ଶାନ୍ତି ପୂଜା ବେଳେ ଅଘଟଣ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ । ମିଳିଥିବା ସୂଚନା ଅନୁଯାୟୀ ଜଗବନ୍ଧୁ ମହାରଣାଙ୍କ ଘରେ ଗୁଣି ଗାରେଡ଼ି ପାଇଁ ୧୦ ଫୁଟ ଗଭୀର ଗାତ ଭିତରେ ପୂଜା…

ବଲାଙ୍ଗୀରରେ ଖୋଲିନି ମଣ୍ଡି, ଧାନ ବିକ୍ରି କରିନପାରି ଚିନ୍ତାରେ ଚାଷୀ

ବଲାଙ୍ଗୀର: ବଲାଙ୍ଗୀର ଜିଲାରେ ଧାନ ମଣ୍ତି ଖୋଲିନଥିବାରୁ ଚାଷୀମାନଙ୍କୁ ଧାନ ବିକ୍ରୟ କରିବାରେ ସମସ୍ୟା ଉପୁଜିଛି। ଏହି ବିଷୟକୁ ନେଇ ବିଧାୟକ କଳିକେଶ ନାରାୟଣ ସିଂହଦେଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି । ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ସମଗ୍ର ଜିଲାରେ ଧାନ ଅମଳ…

ବିସ୍କୁଟ୍ ଲୋଭ ଦେଖାଇ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ! ଅଭିଯୁକ୍ତ ଗିରଫ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅଞ୍ଚଳରେ ପୁଣି ଲଜ୍ଜା। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ କେହି ଦୁର୍ବୃତ୍ତ ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଦୁଷ୍କର୍ମ କରିଥିଲେ। ଏହି ଘଟଣା ପରେ ଶିଶୁଟି…

ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଗସ୍ତ କରିଛନ୍ତି । ଆଜି ଦିନ ସାଢେ ୧୧ ଟା ବେଳେ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ରାମଲିଙ୍ଗେଶ୍ୱର୍ ପାର୍କରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ…