Sign in
Sign in
Recover your password.
A password will be e-mailed to you.
ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଲୋକଙ୍କୁ ଧକ୍କା ଦେଲା ଅନିୟନ୍ତ୍ରିତ କାର୍, ୫ ମୃତ
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଆଗ୍ରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଦ୍ରୁତଗାମୀ କାର୍ ଘର ବାହାରେ ବସିଥିବା ୭ ଜଣଙ୍କୁ ଧକ୍କା ଦେଇଥିଲା । ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୪ ଜଣ ପୁରୁଷ ଏବଂ ଜଣେ ମହିଳା!-->…
ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କ ପରଲୋକ
ମୁମ୍ବଇ: ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟରେ ମୁମ୍ବଇର ହିନ୍ଦୁଜା ହସ୍ପିଟାଲରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ!-->…
ପଞ୍ଜାବରେ ସଙ୍କଟରେ ମହିଳାଙ୍କ ପାଇଁ ମାଗଣା ବସ୍ ସେବା ଯୋଜନା
ନୂଆଦିଲ୍ଲୀ : ନାଗରିକଙ୍କୁ ମାଗଣା ସୁବିଧା ଯୋଗାଇବା ପ୍ରତିଶ୍ରୁତିରେ ଅନେକ ରାଜ୍ୟ ଉପରେ ଋଣ ବୋଝ ବଢିବାରେ ଲାଗିଛି। ନିର୍ବାଚନ ସମୟରେ ଦେଉଥିବା ପ୍ରତିଶ୍ରୁତି ପୂରଣ ପାଇଁ ରାଜ୍ୟର ରାଜକୋଷ ଉପରେ କେଉଁଭଳି ପ୍ରଭାବ ପଡେ ତାହା ପଞ୍ଜାବରେ ଦେଖିବାକୁ ମିଳିଛି। ଆମ ଆଦମୀ ପାର୍ଟିର ରାଜ୍ୟ!-->…
ବିହାର ବିଧାନସଭା ନିର୍ବାଚନ: ଏଆଇ ଡିପ୍ ଫେକ୍ ଉପରେ ଇସିଆଇଙ୍କ କଡା ନିର୍ଦେଶ
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ଏବଂ ସାତଟି ରାଜ୍ୟର ଆଠଟି ବିଧାନସଭା ଆସନରେ ଉପନିର୍ବାଚନ ଘୋଷଣା ସହିତ, ନିର୍ବାଚନ ହେବାକୁ ଥିବା ରାଜ୍ୟ ଗୁଡିକରେ ଅକ୍ଟୋବର ୬ତାରିଖରୁ ଆଦର୍ଶ ଆଚରଣ ସଂହିତା ଲାଗୁ ହୋଇଛି । ଏହା ଅଧୀନରେ ନିର୍ବାଚନ କମିଶନ ସମସ୍ତ ରାଜନୈତିକ ଦଳଗୁଡିକୁ ସେମାନଙ୍କର!-->…
ମହାରାଷ୍ଟ୍ରରେ ମହିଳା ଡାକ୍ତରଙ୍କ ଆତ୍ମହତ୍ୟା: ସୁଇସାଇଡ୍ ନୋଟ୍ରେ ପୁଲିସ ଦ୍ବାରା ଦୁଷ୍କର୍ମ, ମାନସିକ ଓ ଶାରୀରିକ…
ମୁମ୍ବଇ: ମହାରାଷ୍ଟ୍ରର ସତାରା ଜିଲାରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତର ଗୁରୁବାର ରାତିରେ ଆତ୍ମହତ୍ୟା କରିଛନ୍ତି। ତେବେ ମହିଳା ଡାକ୍ତର ଜଣକ ତାଙ୍କର ବାମହାତ ପାପୁଲିରେ ଲେଖିଥିବା ସୁଇସାଇଡ୍ ନୋଟ୍ରେ ଆତ୍ମହତ୍ୟା ପାଇଁ ଜଣେ ପୁଲିସ ଅଧିକାରୀଙ୍କୁ ଦାୟୀ କରିଥିବା ଜଣାପଡିଛି। ଗୋପାଳ!-->…
ଭାରତୀୟ କମ୍ପାନୀ ମଧ୍ୟପ୍ରାଚ୍ୟରୁ ଅଧିକ ତୈଳ କିଣିବା ସମ୍ଭାବନା
ନୂଆଦିଲ୍ଲୀ: ରୁଷର ଦୁଇଟି ପ୍ରମୁଖ ଉତ୍ପାଦକଙ୍କ ଉପରେ ଆମେରିକାର କଟକଣା ପରେ, ଭାରତର ତୈଳ ବିଶୋଧନଗାର ଗୁଡିକ ଉପରେ ପ୍ରଭାବ ପଡିବା ଆରମ୍ଭ ହୋଇଛି। ରୁଷରୁ ଆମଦାନୀ ହ୍ରାସ ପାଇଁ ମଧ୍ୟପ୍ରାଚ୍ୟ, ଲାଟିନ୍ ଆମେରିକା ଏବଂ ଆମେରିକାରୁ ଭାରତ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିବାର ସମ୍ଭାବନା!-->…
ମାଲ୍ୟବନ୍ତ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ମାଲକାନଗିରି : ଡିସେମ୍ବର ୧୪ ରୁ ୧୮ ପାଞ୍ଚ ଦିନ ବ୍ୟାପୀ ସ୍ଥାନୀୟ ଡିଏନକେ ଖେଳ ପଡିଆ ଠାରେ ଚଳିତ ବର୍ଷ ମାଲ୍ୟବନ୍ତ ମହୋତ୍ସବ-୨୦୨୫ ଅନୁଷ୍ଠିତ ହେବ। ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ମାଲ୍ୟବନ୍ତ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ!-->…
ବାତ୍ୟା “ମୋନ୍ଥା”ର ମୁକାବିଲା ପାଇଁ ଟିପିଏସ୍ଓଡିଏଲର ଯୋଜନାବଦ୍ଧ ପ୍ରସ୍ତୁତି
-- ଜରୁରୀକାଳୀନ ପରିସ୍ଥିତି ପାଇଁ ୬ଗୋଟି ମୋବାଇଲ ସବଷ୍ଟେସନର ସୁବ୍ୟବସ୍ଥା
--କମ୍ପାନୀ ପକ୍ଷରୁ ଏକ ବ୍ୟାପକ ବ୍ୟବସାୟ ନିରନ୍ତରତା ଏବଂ ବିପର୍ଯ୍ୟୟ ପରିଚାଳନା ଯୋଜନା (ବିସିଡିଏମପି) ପ୍ରସ୍ତୁତ କରାଯାଇଛି।
-- ୨୪x୭ କଲ୍ ସେଣ୍ଟର ନମ୍ବର ୧୯୧୨ କିମ୍ବା ୧୮୦୦-୨୦୨୬ରେ ଉପଭୋକ୍ତା କଲ୍!-->!-->!-->!-->!-->…
ପୁଲିସ୍ ଇନଫର୍ମର ସନ୍ଦେହରେ ଦୁଇ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ
ମାଲକାନଗିରି : ମାଲକାନଗିରି ସୀମାନ୍ତ ବିଜାପୁର ଜିଲ୍ଲା ଲାଲବାହିନୀଙ୍କ ବର୍ବରତା। ମାଓବାଦୀମାନେ ଅସୁର ଥାନା ଅନ୍ତର୍ଗତ ନେଲାକାଂକେର ଗାଁର ଦୁଇ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଗତକାଲି ବିଳମ୍ବିତ ରାତିରେ ସଶସ୍ତ୍ର ମାଓବାଦୀମାନେ ନେଲା କାଙ୍କେର ଗାଁରେ ପହଞ୍ଚିଥିଲେ।!-->…
ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ଵର ଓ ଗଞ୍ଜାମରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍
ବାଲେଶ୍ଵର: ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ଵର ଏବଂ ଗଞ୍ଜାମ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ କର୍ମଚାରୀ ମାନଙ୍କର ଛୁଟି ବାତିଲ ହୋଇଛି। ଯେଉଁ କର୍ମଚାରୀମାନେ ଛୁଟିରେ ଅଛନ୍ତି, ସୋମନଙ୍କୁ ତୁରନ୍ତ କାର୍ଯ୍ୟରେ!-->…