ବ୍ଲାକ୍ ସିରେ ଡ୍ରୋନ୍ ଓ କ୍ଷେପଣାସ୍ତ୍ର ଆକ୍ରମଣ, ଜାହାଜରେ ଫସିଛନ୍ତି ୧୩ ଭାରତୀୟ ନାବିକ

ନୂଆଦିଲ୍ଲୀ : ୟୁକ୍ରେନର ଚୋର୍ନୋମୋର୍ସ୍କ ବନ୍ଦରରେ ଏକ ମାଲବାହୀ ଜାହାଜରେ ୧୩ ଜଣ ଭାରତୀୟ ନାବିକ ଫସି ରହିଛନ୍ତି । ରୁଷ୍-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ବ୍ଲାକ୍ ସି ରେ ଚାଲିଥିବା ଡ୍ରୋନ୍ ଓ କ୍ଷେପଣାସ୍ତ୍ର ଆକ୍ରମଣ ଯୋଗୁଁ କର୍ମଚାରୀଙ୍କ ଜୀବନ ବିପଦରେ ପଡିଛି । FSUI କେନ୍ଦ୍ର ସରକାର

ଉତ୍ତରାଖଣ୍ଡରେ ବର୍ଷା ବିତ୍ପାତ : ଭୂସ୍ଖଳନ ଯୋଗୁଁ ୧୧୧ଟି ରାସ୍ତା ବନ୍ଦ, ଯାତ୍ରୀଙ୍କୁ ସତର୍କ ରହିବାକୁ ଅପିଲ୍

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ହେଉଥିବା ଲଗାଣ ବର୍ଷା ଜନଜୀବନକୁ ବେଶ୍ ପ୍ରଭାବିତ କରିଛି । ପାଣିପାଗ ବିଭାଗ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଏହାକୁ ନେଇ ପ୍ରଶାସନ ପକ୍ଷରୁ ୨୯ ଜୁଲାଇରେ ଚାରଧାମ ଯାତ୍ରା ଏବଂ ହେମକୁଣ୍ଡ ସାହିବ ଯାତ୍ରାକୁ

ରାଜ୍ୟସଭାରେ ‘ବନ୍ଦେ ମାତରମ୍’ ସୁରକ୍ଷା ସଂଶୋଧନ ବିଲ୍ ପାରିତ; ଅପମାନ କଲେ କଠୋର ଦଣ୍ଡବିଧାନ

ନୂଆଦିଲ୍ଲୀ:’ବନ୍ଦେ ମାତରମ୍’କୁ ମିଳିବ ଜାତୀୟ ସଙ୍ଗୀତ ‘ଜନ ଗଣ ମନ’ ଭଳି ଆଇନଗତ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଆଗତ ‘ପ୍ରିଭେନ୍ସନ ଅଫ୍ ଇନସଲ୍ଟ୍ସ ଟୁ ନ୍ୟାସନାଲ୍ ଅନର୍ (ସଂଶୋଧନ) ବିଲ୍–୨୦୨୬’ ବୁଧବାର ରାଜ୍ୟସଭାରେ ପାରିତ ହୋଇଛି।ବିଲ୍ ପାସ୍ ହେବା ପରେ ‘ବନ୍ଦେ ମାତରମ୍’ର ଅପମାନ କଲେ

ଜାପାନରେ ୭.୧ ତୀବ୍ରତାର ଭୂକମ୍ପ : ୧୮ ମୃତ, ଉଦ୍ଧାର କାର୍ଯ୍ୟ ଜାରି

କୁମାମୋତୋ : ଶକ୍ତିଶାଳୀ ଭୂକମ୍ପରେ ଥରି ଉଠିଛି ଦକ୍ଷିଣ-ପଶ୍ଚିମ ଜାପାନ । ୭.୧ ତୀବ୍ରତାର ଏହି ଭୂକମ୍ପ ପରେ କୁମାମୋତୋ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଯାଏଁ ଅତି କମ୍‌ରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୨ ଜଣ ଆହତ ହୋଇଛନ୍ତି। ଧ୍ବଂସାବଶେଷ ତଳେ ଫସିଥିବା ଲୋକଙ୍କୁ ଖୋଜିବା

ବନ୍ୟା ମୁକାବିଲା ପାଇଁ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ ଅଗ୍ନିଶମ ବିଭାଗର ୬୦ ଟିମ୍ ନିୟୋଜିତ

ଭୁବନେଶ୍ୱର : ରାଜ୍ୟର ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ୬୦ଟି ସ୍ୱତନ୍ତ୍ର ଟିମ୍‌କୁ ପ୍ରଭାବିତ ଅଞ୍ଚଳରେ ନିୟୋଜିତ କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଏହି ଟିମ୍‌ଗୁଡ଼ିକ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ ନିୟୋଜିତ ଥିବା

୧୯୮ ଅଧିକାରୀଙ୍କ ବଦଳି, ଅଗଷ୍ଟ ପହିଲା ସୁଦ୍ଧା କାର୍ଯ୍ୟରେ ଯୋଗ ନ ଦେଲେ ଦରମା ବନ୍ଦ

ଭୁବନେଶ୍ବର: ଓଡ଼ିଶା ଟିକସ ଓ ଆକାଉଣ୍ଟ ସେବା (ଓଟିଆଣ୍ଡଏଏସ୍‌) କ୍ୟାଡର୍‌ରେ ୧୯୮ ଅଧିକାରୀଙ୍କ ବଦଳି କରାଯାଇଛି। ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ବିଭିନ୍ନ ଜିଲାରେ ବ୍ଲକ୍ ଫାଇନାନ୍ସ ଅଫିସର୍‌, ସିଟି ଆଣ୍ଡ ଜିଏସ୍‌ଟି ଅଫିସର୍‌, ସବ୍‌-ଟ୍ରେଜେରୀ

’ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ଉପରେ ଲାଗିବନି ରୋକ, ଆସିଲା ସୁପ୍ରିମ ରାୟ

ଭୁବନେଶ୍ୱର : ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ଉପରେ ରୋକ ଲାଗିବନି । ‘ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଚଳଚ୍ଚିତ୍ରର ମୁକ୍ତି ଉପରେ ରୋକ ଲଗାଇବାକୁ ଦାଖଲ ଆବେଦନକୁ ଆଜି ସୁପ୍ରିମକୋର୍ଟ ଖାରଜ କରିଛନ୍ତି । ବିଚାରପତି ବି.ଭି. ନାଗରତ୍ନା ଓ ବିଚାରପତି ଆର୍. ମହାଦେବନଙ୍କ

ବନ୍ୟା ମୁକାବିଲା ପାଇଁ ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ, ଆଣ୍ଟି ସ୍ନେକ ଭେନମ ମହଜୁଦ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ପରିସ୍ଥିତି, ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ। ସ୍ୱାସ୍ଥ୍ୟ ବିଭାଗ ତରଫରୁ ପ୍ରମୁଖ ସଚିବଙ୍କ ଅଧକ୍ଷତାରେ ନିର୍ଦ୍ଦେଶକ ଓ ସିଡ଼ିଏମଓମାନଙ୍କ ସହିତ ସମୀକ୍ଷା ବୈଠକ କରାଯାଇଛି । ଭିସି ମାଧ୍ୟମରେ ସମସ୍ତ ଅଧିକାରୀମାନେ ଯୋଡ଼ି ହୋଇଥିଲେ । ତେବେ ବୈଠକରେ

ବୈତରଣୀରେ ବଡ଼ ବନ୍ୟା ଆଶଙ୍କା

ଭୁବନେଶ୍ବର: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ବିଶେଷକରି, ଉତ୍ତର ଓଡ଼ିଶାର ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଏବଂ କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ସୁନ୍ଦରଗଡ଼, ସମ୍ବଲପୁର ଏବଂ ସୁବର୍ଣ୍ଣପୁର ଜିଲାରେ ମଧ୍ୟ ପ୍ରବଳ

ରାଜ୍ୟରେ ବନ୍ୟା ଯୋଗୁଁ ୬ ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର : ଆଜି ସୁଦ୍ଧା ରାଜ୍ୟରେ ବନ୍ୟା ଯୋଗୁଁ ୬ଟି ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ ହୋଇଛି । ଏଥିରେ ପ୍ରଭାବିତ ହୋଇଛନ୍ତି ୭୪୮ଟି ଗାଁର ୨ ଲକ୍ଷରୁ ଅଧିକ ଜଣ । ବନ୍ୟାରେ ଆଜି ପର୍ଯ୍ୟନ୍ତ ୪ ଜଣଙ୍କ ମୃତ୍ୟୁ ହୋଇଛି । ୨୭ହଜାରରୁ ଅଧିକ ଘର ଭାଙ୍ଗିଛି । ଅଧିକ ପ୍ରଭାବିତ ହୋଇଛି