Sign in
Sign in
Recover your password.
A password will be e-mailed to you.
ମହାନଦୀରେ ବଢ଼ୁଛି ବନ୍ୟା ବିପଦ, ଜନସାଧାରଣଙ୍କ ସୁରକ୍ଷା ପାଇଁ କଟକ ଜିଲ୍ଲା ପ୍ରଶାସନର କଟକଣା
ବାରଙ୍ଗ : ରାଜ୍ୟରେ ଲଗାଣ ବର୍ଷାରେ ଉବୁଟୁବୁ ସମସ୍ତ ନଦୀ । ଏପଟେ ମହାନଦୀରେ ଜଳସ୍ତର ଅଧିକ ରହିଛି । ଆଜି ସକାଳ ୯ଟା ସୁଦ୍ଧା ୫ ଲକ୍ଷ ୫୦ ହଜାର କ୍ୟୁସେକ୍ ବନ୍ୟାଜଳ ମୁଣ୍ଡଳୀ ଦେଇ ପ୍ରବାହିତ ହେଉଛି। ମୁଣ୍ଡଳୀ ଉପର ମୁଣ୍ଡରେ ୮୮.୨୦ ଫୁଟ୍ ଜଳସ୍ତର ରହିଥିବା ବେଳେ ତଳ ମୁଣ୍ଡରେ ୮୬.୦୦!-->…
ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
ରାଜନଗର : ଅଗଷ୍ଟ ୧ ରୁ ଖୋଲିବ ଭିତରକନିକା । ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ୩ ମାସ ବନ୍ଦ ରହିଥିଲା ଭିତରକନିକା । ମା କୁମ୍ଭୀର ଅଣ୍ଡା ଦେବା ପରେ ହିଂସ୍ର ଆଚରଣ ଦେଖାଇଥାନ୍ତି । ସେଥିପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଭିତରକନିକା!-->…
ପଶ୍ଚିମ ଓଡ଼ିଶାରେ ଅତି ପ୍ରବଳ ବର୍ଷା ଆଶଙ୍କା, ୪ ଜିଲ୍ଲାକୁ ରେଡ୍ ଆଲର୍ଟ
ଭୁବନେଶ୍ୱର : ଉତ୍ତର ଓଡ଼ିଶା ଦେଇ ଆଗକୁ ବଢ଼ୁଛି ଗଭୀର ଅବପାତ । ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ଭୀଷଣ ବର୍ଷା ପାଇଁ ୪!-->…
ବନ୍ୟା ଜଳ ନିଷ୍କାସନ ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ
କେନ୍ଦୁଝର: କେନ୍ଦୁଝରରେ ବନ୍ୟା ଜଳ ନିଷ୍କାସନ କାର୍ଯ୍ୟ ଚାଲିଥିବା ବେଳେ ବୁଧବାର ଦିନ ଏକ ଦୁଃଖଦ ଘଟଣା ଘଟିଛି। ଡ୍ୟୁଟି ସମୟରେ ଦୁର୍ଘଟଣାବଶତଃ ଏକ ଜୀବନ୍ତ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାମ ଚନ୍ଦନ ପଟ୍ଟନାୟକ, ଯିଏକି ମାତ୍ର!-->…
ଗଞ୍ଜାମକୁ ଏକ ନମ୍ବର ‘ଅପପୁଷ୍ଟି ମୁକ୍ତ’ ଜିଲ୍ଲାରେ ପରିଣତ କରିବାକୁ ଅଙ୍ଗନୱାଡି କର୍ମୀଙ୍କ ସଂକଳ୍ପ
ମହିଳାଙ୍କ ଶାରୀରିକ-ମାନସିକ ଓ ସାଇବର ସୁରକ୍ଷା ଉପରେ ଉପମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ : କୁପୋଷଣ ସମସ୍ୟାର ସ୍ଥାୟୀ ନିରାକରଣ ପାଇଁ 'ଟାର୍ଗେଟେଡ୍ ଟ୍ରାନ୍ସଫର୍ମେସନ୍'
୨୦୩୬ ସୁଦ୍ଧା ‘ବିକଶିତ ଓଡ଼ିଶା’ ଓ ‘ସୁପୋଷିତ ଓଡ଼ିଶା’ ଗଠନରେ ଅଙ୍ଗନୱାଡ଼ି କର୍ମୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ:!-->!-->!-->…
ମାତିଛନ୍ତି ସାହିତ୍ୟ ମାଫିଆ : ୨୦ ହଜାରରେ ବିକ୍ରି ହେଉଛି ଡକ୍ଟରେଟ
ନୟାଗଡ଼ : ନୟାଗଡ଼ ଜିଲ୍ଲାରେ କିଛି ସାହିତ୍ୟ ମାଫିଆ ବିଭିନ୍ନ ନାମରେ ଅନାପଞ୍ଜିକୃତ ଅନୁଷ୍ଠାନ କରି ସମାଜକୁ ଓ ସାହିତ୍ୟକୁ କଳୁଷିତ କରି ସମ୍ବର୍ଦ୍ଧନା ନାମରେ ଡକ୍ଟରେଟ ଭଳି ସମ୍ମାନ ଜନକ ଉପାଧି ବିକ୍ରି କରି ନୂଆ ନୂଆ କବିତା, ଗପ ଲେଖୁଥିବା ବ୍ୟକ୍ତିଙ୍କୁ ଚୂନ ଲଗାଉଛନ୍ତି ।ଏହି ମାଫିଆ ମନେ!-->…
କୂଳ ଲଂଘୁଛି ସୁନା ନାଳ, ଗୋପୀ ସାହିର ୫୦ ପରିବାର ଜଳ ବନ୍ଦୀ
କୋଇଡ଼ା: ଲଗାଣ ବର୍ଷାରେ ବେହାଲ ହେଲାଣି ସୁନ୍ଦରଗଡ଼ ଜିଲ୍ଲା । କୋଇଡ଼ା ବ୍ଲକର ସୁନା ନାଳ କୂଳ ଲଂଘିଛି । ଫଳରେ ତିନି ଦିନ ହେଲା ପାଣି ଘେରରେ ରହିଛନ୍ତି ଗୋପୀ ସାହିର ପଚାଶ ପରିବାର। ନାଳରେ କୌଣସି ବ୍ରିଜ୍ ନଥିବା କାରଣରୁ ହଇରାଣ ହେଉଛନ୍ତି ସମସ୍ତେ । ଘରୁ ବାହାରିବା ଏକପ୍ରକାର କଷ୍ଟକର ହୋଇ!-->…
ଟିପିଏସ୍ଓଡିଏଲ୍ ତରଫରୁ ନୈତିକତା ଦିବସ ପାଳନ
ବ୍ରହ୍ମପୁର : ନୈତିକ ମୂଲ୍ୟବୋଧ ଏବଂ ଦାୟିତ୍ୱପୂର୍ଣ୍ଣ କର୍ପୋରେଟ ଶାସନ ବ୍ୟବସ୍ଥା ପ୍ରତି ନିଜର ଅତୁଟ ପ୍ରତିବଦ୍ଧତାକୁ ଦର୍ଶାଇ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ତରଫରୁ ଶ୍ରୀ ଜାହାଙ୍ଗୀର ରତନଜୀ ଦାଦାଭୋଏ (ଜେ.ଆର୍.ଡି.) ଟାଟାଙ୍କ ଜୟନ୍ତୀ ଅବସରରେ!-->…
କୋରାପୁଟରେ ନିର୍ବାଚନ ପର୍ଯ୍ୟବେକ୍ଷକ ମହେନ୍ଦ୍ର ସାଦିକ ଆଲାମ
କୋରାପୁଟ : ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ନିଯୁକ୍ତ ନିର୍ବାଚନ ପର୍ଯ୍ୟବେକ୍ଷକ ତଥା ଲୋକ ଉଦ୍ୟୋଗ ବିଭାଗର ସହକାରୀ କମିଶନର-ତଥା-ସଚିବ, ମହେନ୍ଦ୍ର ସାଦିକ ଆଲାମ (ଆଇ.ଏ.ଏସ୍.) ଦୁଇଦିନିଆ କୋରାପୁଟ ଜିଲ୍ଲା ଗସ୍ତରେ ଆସିଛନ୍ତି। ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ଅନ୍ତର୍ଗତ!-->!-->!-->…
ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ : ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା
ଭୁବନେଶ୍ୱର: ରାଜ୍ୟର ପ୍ରଭାବିତ ଜିଲ୍ଲା ଗୁଡିକରେ ବନ୍ୟା ପରିସ୍ଥିତିକୁ ନେଇ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ୬ ଜିଲ୍ଲା, ୪୪ ବ୍ଲକ, ୨ ଲକ୍ଷରୁ ଅଧିକ ଜୀବନ ବନ୍ୟା ଲାଗି ପ୍ରଭାବିତ!-->…