Sign in
Sign in
Recover your password.
A password will be e-mailed to you.
ବଳଙ୍ଗା ପୀଡିତାଙ୍କ ମୃତ୍ୟୁକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ
ଭୁବନେଶ୍ବର: ବଳଙ୍ଗା ପୀଡିତାଙ୍କ ହଠାତ୍ ମୃତ୍ୟୁ ପରେ ଏବେ ଏହାକୁ ନେଇ ତେଜିଛି ରାଜନୀତି । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ଏବେ ସରକାରଙ୍କୁ ଘେରିଛନ୍ତି ବିରୋଧୀ ବିଜେଡି-କଂଗ୍ରେସ । ବିଜେଡି ସରକାରଙ୍କୁ ନାରୀହନ୍ତା ବୋଲି ସମ୍ବୋଧନ କରିଥିବା ବେଳେ କେମିତି ତାଙ୍କର ମୃତ୍ୟୁ ହେଲା ବୋଲି!-->…
ମଣିଶଙ୍କର ସବୁବେଳେ ପାକିସ୍ତାନର ପକ୍ଷ ନିଅନ୍ତି : ପ୍ରିୟଙ୍କା ଚତୁର୍ବେଦୀଙ୍କ ଜବାବ
ନୂଆଦିଲ୍ଲୀ : କଂଗ୍ରେସ ନେତା ମଣିଶଙ୍କର ଆୟାର ଅପରେସନ ସିନ୍ଦୂର ଏବଂ ବିଭିନ୍ନ ଦେଶକୁ ଯାଇଥିବା ପ୍ରତିନିଧି ଦଳ ବିଷୟରେ ଶନିବାର କହିଥିଲେ ଯେ ଯେଉଁ ୩୩ଟି ଦେଶକୁ ପ୍ରତିନିଧିମଣ୍ଡଳ ଗସ୍ତ କରିଥିଲେ ସେସବୁ ଦେଶମାନେ ପହଲଗାମ ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରିନଥିଲେ ।
ଏହି ବିବୃତ୍ତିର!-->!-->!-->…
ବଣାଇ କରମପଦା-ରେଞ୍ଜଡ଼ା ରେଳ ଧାରଣା ଉଡ଼ାଇଲେ ମାଓବାଦୀ
ରାଉରକେଲା : ରେଳ ଧାରଣା ଉଡ଼ାଇଲେ ମାଓବାଦୀ । ବଣାଇ କରମପଦା-ରେଞ୍ଜଡ଼ା ରେଳ ଧାରଣାରେ ବିସ୍ଫୋରଣ । ଲ୍ୟାଣ୍ଡମାଇନ ବିସ୍ଫୋରଣ କରି ରେଳ ଧାରଣା ଉଡ଼ାଇଲେ । ମାଓବାଦୀଙ୍କ ସହିଦ ସପ୍ତାହରେ ଅଘଟଣ ଘଟାଇଛନ୍ତି ମାଓବାଦୀ। ଏଥିରେ ରେଳବାଇର ଜଣେ ଗ୍ୟାଙ୍ଗମ୍ୟାନ୍!-->…
ଓଟିଇଟି ପ୍ରଶ୍ନପତ୍ର ଲିକ୍: ବନ୍ଧା ହେଲେ ବୋର୍ଡ ଉପସଭାପତି
ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଜି ମୁଖ୍ୟ ଅଭିଯୁକ୍ତ ବୋର୍ଡ ସଭାପତିଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ପୋଲିସ୍ । ଗତକାଲି ବୋର୍ଡ ସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ପ୍ରଶ୍ନ ପତ୍ର ଲିକ୍ ନେଇ ପଚରାଉଚରା କରିଥିବା ବେଳେ ଆଜି ତାଙ୍କୁ ଗିରଫ କରିଛି ।
ତେବେ ପୂର୍ବରୁ ଗତ!-->!-->!-->…
ପାକିସ୍ତାନରେ ତେଲ ନାହିଁ, ଅସୀମ ମୁନିର ଭୁଲ ସୂଚନା ଦେଇଛନ୍ତି: ବଲୁଚ ନେତା
ନୂଆଦିଲ୍ଲୀ: ଆମେରିକା ଅଶୋଧିତ ତେଲକୁ ନେଇ ପାକିସ୍ତାନ ସହିତ ଏକ ଚୁକ୍ତି କରିଛି। ପାକ୍ କହିଛି ଯେ ବଲୁଚିସ୍ତାନରେ ତେଲ ଏବଂ ଅନ୍ୟାନ୍ୟ ଖଣିଜ ପଦାର୍ଥର ଭଣ୍ଡାର ଅଛି। ଏହି ସମୟରେ, ବଲୁଚିସ୍ତାନ ନେତା ମୀର ୟାର ବଲୁଚ୍ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି,!-->…
ସ୍କୁଲରେ ପାଠ ପଢ଼ାଇଲେ ଜିଲ୍ଲାପାଳ, ବୁଝିଲେ ସ୍କୁଲ ସମସ୍ୟା
ଯାଜପୁର : ସ୍କୁଲରେ ପାଠ ପଢ଼ାଇଲେ ଜିଲ୍ଲାପାଳ । ବରୀ ବ୍ଲକ ଗସ୍ତ ଅବସରରେ ଏକ ସ୍କୁଲକୁ ଯାଇ ଛାତ୍ର ଛାତ୍ରୀ ମାନଙ୍କୁ ପାଠ ପଢାଇଥିଲେ ନୂତନ ଭାବେ ଯୋଗ ଦେଇଥିବା ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର । ଜିଲ୍ଲାପାଳ ପ୍ରଥମେ ବରୀ ତହସିଲ କାର୍ଯ୍ୟାଳୟରେ ପହଞ୍ଚି ତହସିଲଦାର ଓ!-->…
୭୯ତମ ସ୍ୱାଧୀନତା ଦିବସ ୨୦୨୫ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତାର ଫଳାଫଳ
ବ୍ରହ୍ମପୁର : ୭୯ତମ ସ୍ୱାଧୀନତା ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଗୁଡିକ ୦୨.୦୮.୨୦୨୫ ଓ ୦୩.୦୮.୨୦୨୫ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ଗୁଡ଼ିକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ବ୍ରହ୍ମପୁର ଠାରେ ଅନୁଷ୍ଠିତ ହୋଇଥିଲା l ଭାରପ୍ରାପ୍ତ ଉପଜିଲ୍ଲାପାଳ ଶ୍ରୀଯୁକ୍ତ!-->…
ଭିଜିଲାନ୍ସ ଜାଲରେ ବୌଦ୍ଧ ଏମଭିଆଇ ଗୋଲାପ; ୬ ସ୍ଥାନରେ ଚଢାଉ
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ଏମଭିଆଇ । ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଚାଲିଛି ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ବାରିପଦା, ବୌଦ୍ଧ ଓ ଭୁବନେଶ୍ବର ସମେତ ଏକକାଳୀନ ୬ଟି ସ୍ଥାନରେ ରେଡ ଚାଲିଥିବା ସୂଚନା!-->…
ଅଖିଳ ଭାରତୀୟ ଆୟୁର୍ବେଦିକ ସମ୍ମଲିନୀ ଗଞ୍ଜାମ ଶାଖା ପଦାଧିକାରୀ ଚୟନ
ବ୍ରହ୍ମପୁର : ଆଜି ସ୍ଥାନୀୟ ଭାବା ନଗର ସ୍ତିତ ଡିଭାଇନ ନର୍ସିଂହୋମ ସମ୍ମୀଳନୀ କକ୍ଷରେ ଅଖିଳ ଭାରତୀୟ ଆୟୁର୍ବେଦିକ ସମ୍ମିଳନୀ ଗଂଜାମ ଶାଖା ର ନୂତନ ପଦାଧିକାରୀ ଚୟନ କରାଗଲା | ସଭାପତି ରୂପେ ଡାକ୍ତର ଅତୁଲ୍ୟ କୁମାର ପଟ୍ଟନାୟକ, ସଧାରଣ ସମ୍ପାଦକ ଡ଼ା. କିରଣ କୁମାର ପାଣିଗ୍ରାହି, ଯୁଗ୍ମ!-->…
ଆଞ୍ଚଳିକ ବିକାଶପରିଷଦ ତରଫରୁ ସୋନପୁର ବାହୁଦା ମୁହାଣରେ ତାଳ ଗୋଟାମା ରୋପଣ କାର୍ଯ୍ୟକ୍ରମ
ବ୍ରହ୍ମପୁର : ରବିବାର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଆଞ୍ଚଳିକ ବିକାଶ ପରିଷଦ ତରଫରୁ ଗଞ୍ଜାମ ଜିଲ୍ଲା ସୋନପୁର ବାହୁଦା ନଦୀର ପାଶ୍ୱରେ ଏକ ହଜାର ତାଳ ଗୋଟାମା ରୋପଣ କରାଯାଇଛି l ତାଳ ଗଛ ପ୍ରାକୃତିକ ବିପର୍ଯ୍ୟାୟ ବାତ୍ୟା, ବନ୍ୟା ରୁ ସୁରକ୍ଷା ଦେବା ବଜ୍ରପାତ ରୁ ମଧ୍ୟ ଆମ ଧନ ଜୀବନ!-->!-->!-->…