Sign in
Sign in
Recover your password.
A password will be e-mailed to you.
ପ୍ରବଳ ବର୍ଷା ନେଇ ହାଇଆଲର୍ଟ; ୧୦ ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି
ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ସ୍ଥାନରେ ବନ୍ୟା ଏବଂ ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି ବୁଧବାର ରାଜ୍ୟର ପ୍ରାୟ ୧୦ ଜିଲ୍ଲାରେ ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହିବ।
ସୂଚନା ଅନୁଯାୟୀ, ଛାତ୍ରଛାତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଭଦ୍ରକ, ଯାଜପୁର,!-->!-->!-->…
ଶ୍ରୀମନ୍ଦିରରେ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୧ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ: ପୁରୀ ଶ୍ରୀମନ୍ଦିରରେ ଆଜି ପାଳନ ହେବ ବନକଲାଗି ନୀତି । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ପବିତ୍ର ବନକଲାଗି ନୀତି ପାଇଁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ, ଅର୍ଥାତ୍ ପ୍ରାୟ ୫ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ!-->…
ରଣପୁର ପୋଲିସ ଦ୍ୱାରା ୫.୫ ଗ୍ରାମ ବ୍ରାଉନ ସୁଗାର ଜବତ, ଜଣେ ଗିରଫ…
ନୟାଗଡ଼,:(ନିସର୍ତ୍ତ) : ନୟାଗଡ଼ ଜିଲ୍ଲା ରଣପୁର ପୋଲିସ ମାଦକ ଦ୍ରବ୍ୟ ବିରୋଧୀ ଅଭିଯାନକୁ ଜୋରଦାର କରି ଜଣେ ଯୁବକଙ୍କ ନିକଟରୁ ୫.୫ ଗ୍ରାମ ବ୍ରାଉନ୍ ସୁଗାର ଜବତ କରିବା ସହ ତାଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ନିକଟରୁ ଏକ ମୋଟରସାଇକେଲ, ଏକ ମୋବାଇଲ ଫୋନ ଓ ₹୧,୧୦,୩୫୦ ନଗଦ ଟଙ୍କା ମଧ୍ୟ ଜବତ!-->…
ପେପର୍ ଲିକ୍ ଆନ୍ଦୋଳନ ବେଳେ ଅଟକ ଥିବା ସମସ୍ତ ନାବାଳକଙ୍କୁ ମୁକ୍ତ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ : CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ । ଅଟକ ନାବାଳକଙ୍କୁ ତୁରନ୍ତ ମୁକ୍ତ କରିବାକୁ ଆଦେଶ ଦେଇଛନ୍ତି କୋର୍ଟ । କକରୋଚ୍ ଜନତା ପାର୍ଟି (CJP) ନେତୃତ୍ୱରେ ହୋଇଥିବା ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ନିର୍ଦ୍ଦେଶ ଜାରି!-->…
ପ୍ରଧାନମନ୍ତ୍ରୀଙ୍କ ଭିଡିଓ ହଟାଇଥିଲା ମେଟା, କ୍ଷମା ମାଗି ପୁଣି ରିଷ୍ଟୋର କଲା
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଟ୍ ପେପର ଲିକ୍ ପ୍ରସଙ୍ଗରେ ଦେଶର ଯୁବଶକ୍ତିକୁ ସମ୍ବୋଧିତ କରି ଏକ ସେଲଫି ଭିଡିଓ ପୋଷ୍ଟ କରିଥିଲେ । ଯାହା ରେକର୍ଡ କରିଥିଲା । ଏହି ଭିଡିଓକୁ ମେଟା ଫେସବୁକରୁ ହଟାଇ ଏବେ ଭୁଲ୍ ମାଗିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଫେସବୁକ୍!-->…
ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ ଦୁଇ ଦିନ ଯାଏଁ ଚାରଧାମ ଯାତ୍ରା ସ୍ଥଗିତ
ଉତ୍ତରାଖଣ୍ଡ : ଚାରଧାମ ଯାତ୍ରା କରିବାକୁ ଥିବା ଶ୍ରଦ୍ଧାଳୁଙ୍କ ପାଇଁ ବଡ଼ ଖବର । ଉତ୍ତରାଖଣ୍ଡରେ ହେଉଥିବା ଚାରଧାମ ଯାତ୍ରାକୁ ୨ ଦିନ ଯାଏଁ ସ୍ଥଗିତ କରାଯାଇଛି । ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ଏହି ନିଷ୍ପତ୍ତି ନିଆଯାଇଛି । ଏହି ଯାତ୍ରା ମଙ୍ଗଳବାର ଏବଂ ବୁଧବାର ବନ୍ଦ ରହିବ ବୋଲି!-->…
ଜାପାନରେ ୭.୧ ତୀବ୍ରତାର ଭୂକମ୍ପ, ସୁନାମୀ ଆଲର୍ଟ
ନୂଆଦିଲ୍ଲୀ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ଜାପାନ । ମଙ୍ଗଳବାର ଦିନ ଜାପାନର କ୍ୟୁଶୁ ଦ୍ବୀପ କୁମାମୋଟୋ ପ୍ରଦେଶରେ ଏକ ଶକ୍ତିଶାଳୀ ୭.୧ ତୀବ୍ରତାର ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଏନେଇ ସୁନାମୀ ଚେତାବନୀ ଜାରି କରାଯାଇଛି । ଜାପାନ ପାଣିପାଗ ବିଭାଗ ଅନୁଯାୟୀ, ଭୂମିକମ୍ପର ତୀବ୍ରତା!-->…
ପିଓକେରେ ଉତ୍ତେଜନା, ପାକିସ୍ତାନୀ ସେନାର ଗୁଳିମାଡ଼ରେ ୧୯ ମୃତ
ନୂଆଦିଲ୍ଲୀ : ପାକିସ୍ତାନ ରାୱଲକୋଟରେ ବିକ୍ଷୋଭକାରୀଙ୍କ ଉପରେ ପାକିସ୍ତାନୀ ସୁରକ୍ଷା ବାହିନୀର ଗୁଳିମାଡ଼କୁ ନେଇ ଉତ୍ତେଜନା ବଢିବାରେ ଲାଗିଛି । ଗୁଳିମାଡ଼ରେ ୧୯ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଦାବି କରାଯାଉଛି । ଏହାପରେ ସମଗ୍ର ଅଞ୍ଚଳରେ ଭୟ ଓ ଅସନ୍ତୋଷର ପରିବେଶ ଦେଖାଦେଇଛି ।!-->…
ଇ-୨୦ ଇନ୍ଧନ ନୀତି ବିରୋଧରେ ୪ରେ ଦିଲ୍ଲୀ ପରିବହନ ସଂଘର ସଂସଦ ଅଭିମୁଖେ ବିଶାଳ ପ୍ରତିବାଦ ଶୋଭାଯାତ୍ରା
ନୂଆଦିଲ୍ଲୀ : ଦିଲ୍ଲୀର ଟ୍ୟାକ୍ସି ଓ ପରିବହନ ସଂଘଗୁଡ଼ିକ ପକ୍ଷରୁ ଇ-୨୦ ଇନ୍ଧନ (ଇଥାନଲ୍-ମିଶ୍ରିତ ପେଟ୍ରୋଲ) ନୀତି ବିରୋଧରେ ଆସନ୍ତା ଅଗଷ୍ଟ ୪ ତାରିଖରେ ସଂସଦ ଭବନ ଅଭିମୁଖେ ଏକ ବିଶାଳ ପ୍ରତିବାଦ ଶୋଭାଯାତ୍ରା କରାଯିବ ବୋଲି ଘୋଷଣା କରାଯାଇଛି। ସାଂସଦମାନେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ!-->…
ପୁଣି ଆନ୍ଦୋଳନ କରିବ ସିଜେପି; ଛାତ୍ରଙ୍କ ଉପରୁ ମାମଲା ପ୍ରତ୍ୟାହାର ଚୁକ୍ତି ଭଙ୍ଗ କରୁଛନ୍ତି ସରକାର
ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ପକ୍ଷରୁ ପୁଣି ଥରେ ଆନ୍ଦୋଳନ କରାଯିବା ନେଇ କେନ୍ଦ୍ର ସରକାରଙ୍କୁ ଧମକ ଦିଆଯାଇଛି। ସିଜେପି ଏହାର ୩୬ଦିନିଆ ଆନ୍ଦୋଳନ ପ୍ରତ୍ୟାହାର ପୂର୍ବରୁ ସରକାରଙ୍କ ସହିତ ତିନିଟି ପ୍ରସଙ୍ଗରେ ଚୁକ୍ତି କରିଥିଲା। ତେବେ ସରକାର ଏବେ ଏହି ଚୁକ୍ତି ଭଙ୍ଗ!-->…