କଂଗ୍ରେସ ଭବନରେ ହାଇଡ୍ରାମା, ପୁଣି ବିବାଦରେ ଛନ୍ଦି ହେଲେ ନାଣ୍ଡୁ ଧଳ

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳ ବା ନାଣ୍ଡୁ ଧଳଙ୍କ ଲାଗି ତମ୍ବିତୋଫାନ । ପୁଣି ବିବାଦରେ ଛନ୍ଦି ହୋଇ ପଡ଼ିଛନ୍ତି ପାଣ୍ଡୁ ବାବୁ । କଂଗ୍ରେସ ଭବନକୁ ଆସିଥିଲେ ହେଲେ ତାଙ୍କୁ ଭିତରେ ପ୍ରବେଶ କରାଇ ଦିଅଗଲା ନାହିଁ ବୋଲି କହିଛନ୍ତି ନାଣ୍ଡୁ ଧଳ । କିଛି

ସ୍କୁଲ ବସ୍-ବାଇକ ମୁହାଁମୁହିଁ: ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ

ଉମରକୋଟ : ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା । ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ଗଞ୍ଜାପାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ତୁରୁଡି ଗାଁର ସମାରୁ ଗଣ୍ଡ । ବସଟି ପ୍ରାୟ ୨୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଯିବା ବେଳେ ବାଇକ ସହ

ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର

ପୁରୀ: ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହେବ ବ୍ୟବସ୍ଥା। ଭକ୍ତମାନେ ଟିକେଟ୍‌ କରି ଦର୍ଶନର ସୁଯୋଗ ପାଇବେ। ଖୁବ୍‌ଶୀଘ୍ର ଏ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବ। ଏଥିସହ ଗୁଣ୍ଡିଚା ମନ୍ଦିରର ଅନ୍ୟ ତିନି ପାର୍ଶ୍ବର ଉନ୍ନତୀକରଣ କରାଯିବ। ଗୁଣ୍ଡିଚା

ପୂର୍ବତନ ବିଧାୟକ ହେମେନ୍ଦ୍ର ମହାପାତ୍ରଙ୍କ ଦେହାନ୍ତ

ସୁନ୍ଦରଗଡ଼: ବରିଷ୍ଠ ନେତା ତଥା ପୂର୍ବତନ ଓଡ଼ିଶା ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ର ଦୀର୍ଘଦିନରୁ ଅସୁସ୍ଥ ଥିଲେ। ୯୨ ବର୍ଷ ବୟସରେ ବୁଧବାର ଦିନ ତାଙ୍କର ଦେହାନ୍ତ ହୋଇଛି। ପରିବାର ସୂତ୍ରରୁ ଜଣାପଡ଼ିଛି ଯେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ହେମେନ୍ଦ୍ର ମହାପାତ୍ର ସୁନ୍ଦରଗଡ଼ର

ସରଣକୁଳ ଥାନା ବାଉଁଶିଆ ରେ ସିରିଜ ଚୋରି ଘଟଣାର ୨ ଅଭିଯୁକ୍ତ ଗିରଫ : ଯେଉଁ ଗାଆଁରୁ ଚୋରି ସେହି ଗାଁର ଚୋର, ଚୋରି…

ନୟାଗଡ଼ :ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ନିକଟବର୍ତ୍ତୀ ବାଉଁଶିଆ ଗ୍ରାମରେ ସିରିଜ ଚୋରି ଘଟଣାର ଚୋରି ସାମଗ୍ରୀ ଜବତ ସହିତ ୨ ଅଭିଯୁକ୍ତଙ୍କୁ ସରଣକୁଳ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲେ।ଜାମିନ ଖାରଜ ହେବାରୁ ସେ ଦୁହିଁଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।ଅଭିଯୁକ୍ତମାନେ

ବାଲି ମାଫିଆଙ୍କ ସାମ୍ବାଦିକଙ୍କୁ ଆକ୍ରମଣ ଅଭିଯୋଗ, ଥାନାରେ ମାମଲା : ଘଟଣାର ତଦନ୍ତ ସହ ସାମ୍ବାଦିକ ସୁରକ୍ଷା ପାଇଁ…

ମାଲକାନଗିରି : ମାଲକାନଗିରିର ମାଥିଲି ଥାନା ଅନ୍ତର୍ଗତ ମାଢିଗୁଡ଼ା ରେ ବେଆଇନ ବାଲି ଘାଟରେ ବାଲି ମାଫିଆଙ୍କ ଦ୍ୱାରା ଦୁଇଜଣ ସାମ୍ବାଦିକଙ୍କ ଉପରେ ଆକ୍ରମଣ ହୋଇଥିବା ମାଥିଲି ଥାନାରେ ଅଭିଯୋଗ ହୋଇଛି। ସାମ୍ବାଦିକ ଶିବ ପ୍ରସାଦ ପରିଚ୍ଛା ଏବଂ ବିଷ୍ଣୁପ୍ରସାଦ ବାକା ଉଭୟ ସାମ୍ବାଦିକଙ୍କୁ

ଦୁର୍ଗାପୁର ଗଣଦୁଷ୍କର୍ମ ମାମଲା: ପୀଡ଼ିତାଙ୍କ ପୁରୁଷ ବନ୍ଧୁ ଗିରଫ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଘଟିଥିବା ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାରେ ତାଙ୍କ ପୁରୁଷ ବନ୍ଧୁଙ୍କୁ ଗିରଫ କରିଛି ଆସାନସୋଲ-ଦୁର୍ଗାପୁର କମିଶନରେଟ ପୁଲିସ। ଛାତ୍ରୀଙ୍କୁ ରାତିରେ ହଷ୍ଟେଲରୁ ବାହାରକୁ ଆସିବା ଲାଗି ପ୍ରବର୍ତ୍ତାଇବା ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ

ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

ଭୁବନେଶ୍ୱର: କେନ୍ଦୁଝରର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ୨ୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର(Regional Plant Resource Centre)। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ କେନ୍ଦୁଝର ପ୍ରଶାସନ

ଦୁର୍ଗାପୁର ଜଙ୍ଗଲରେ କ୍ରାଇମ୍‍ ସିନ୍‍ ରିକ୍ରିଏସନ୍‍

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଖୋଳତାଡ ଜାରି ରଖିଛି ଦୁର୍ଗାପୁର ପୁଲିସ । ଘଟଣାରେ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପଚରାଉଚରା କରାଯିବା ପରେ ଆଜି ପୁଲିସ କ୍ରାଇମ ସିନ୍‍ ରିକ୍ରିଏସନ୍‍ କରୁଛି । ଜଣେ ଅଭିଯୁକ୍ତକୁ ଧରି ଦୁର୍ଗାପୁର