ବିଜେପିରେ ସାମିଲ ହେଲେ ମୈଥିଲି ଠାକୁର

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିରେ ନୂଆ ଚେହେରା ସାମିଲ ହେବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ମଙ୍ଗଳବାର କଣ୍ଠଶିଳ୍ପୀ ତଥା ଲୋକଗାୟିକା ମୈଥିଲି ଠାକୁର ପଦ୍ମ ଧରିଛନ୍ତି। ଦଳରେ ଯୋଗଦେବା ପରେ ତାଙ୍କୁ ଦରଭଙ୍ଗାର ଅଲିନଗର ଆସନରୁ ଟିକେଟ ମିଳିବା ନେଇ ଚର୍ଚ୍ଚା ହେଉଛି।

ଜୈସଲମୈରରେ ବସରେ ଲାଗିଲା ନିଆଁ, ୧୦ରୁ ଅଧିକ ଯାତ୍ରୀ ମୃତ

ରାଜସ୍ଥାନ : ରାଜସ୍ଥାନ ଜୈସଲମୈରରେ ବଡ଼ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ବସରେ ୫୭ ଜଣ ଯାତ୍ରୀ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦-୧୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ୪୦ ଯାତ୍ରୀ ଆହତ ହୋଇଛନ୍ତି । ଖବର ମୁତାବକ, ବସଟି ଜୈସଲମୈରରୁ ଯୋଧପୁର ଯାଉଥିଲା ।

ବିହାର ପାଇଁ ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୭୧ ଜଣଙ୍କ ନାଁ ଘୋଷଣା କଲା ଦଳ

ବିହାର : ବିଜେପି କଲା ପ୍ରାର୍ଥୀ ଘୋଷଣା । ବିହାର ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣାରେ ୭୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ତାଲିକା ଅନୁସାରେ ୭ ଥର ବିଧାୟକ

ଶାନ୍ତ ପଡ଼ିଲା ଗାଜା, ଶାନ୍ତି ସମ୍ମିଳନୀକୁ ସମ୍ବୋଧନ କଲେ ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଶେଷରେ ଶାନ୍ତ ପଡ଼ିଲା ଗାଜା । ଆମେରିକାର ହସ୍ତକ୍ଷେପ ପରେ ଶାନ୍ତି ପ୍ରତିଷ୍ଠାର ବାଟ ଫିଟିଛି । ଏ ଅବସରରେ ଗାଜା ଶାନ୍ତି ସମ୍ମିଳନୀକୁ ସମ୍ବୋଧିତ କରି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, “ଏହା ମଧ୍ୟ-ପ୍ରାଚ୍ୟ ବାହାରେ ବିଶ୍ୱ ଇତିହାସରେ ଏକ ସ୍ମରଣୀୟ

LOCରେ ସେନା ଓ ଆତଙ୍କୀଙ୍କ ମଧ୍ୟରେ ଗୁଳିବିନିମୟ

ଜମ୍ମୁ-କାଶ୍ମୀର: LOCରେ ଫାୟାରିଂ । ସେନା ଓ ଆତଙ୍କୀଙ୍କ ମଧ୍ୟରେ ଗୁଳିବିନିମୟ । ଅନୁପ୍ରବେଶକୁ ରୋକିବକୁ ଜମ୍ମୁ ଏବଂ କାଶ୍ମୀରର କୁପୱାଡା ସେକ୍ଟରରେ ଗୁଳି ବିନିମୟ । ଗତକାଲି ସନ୍ଧ୍ୟା ସମୟରେ ନିୟନ୍ତ୍ରଣ ରେଖା ନିକଟରେ ସନ୍ଦେହଜନକ ଗତିବିଧି ପରିଲକ୍ଷିତ ହୋଇଥିଲା । ମାଚିଲ ଏବଂ

କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା WHO

ନୂଆଦିଲ୍ଲୀ : କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା WHO । ଏହି ୩ କଫ୍ ସିରପରେ ଡାଇଏଥିଲିନ୍ ଗ୍ଲାଇକୋଲ ଓ ଏଥିଲିନ୍ ଗ୍ଲାଇକୋଲ୍ ଅଧିକ ମାତ୍ରାରେ ବ୍ୟବହୃତ ନେଇ ସତର୍କ କରିଛି WHO । ଯାହା ମଣିଷ ଶରୀରରେ ଗୁରୁତର ପ୍ରଭାବ ପକାଇଥାଏ । ଏହିସବୁ ସିରପ

ମୋଦିଙ୍କୁ ଭଲ ବନ୍ଧୁ କହିବା ସହ ଭାରତକୁ ପ୍ରଂଶସା କଲେ ଟ୍ରମ୍ପ

ନୂଆଦିଲ୍ଲୀ: ଭାରତକୁ ପ୍ରଂଶସା କଲେ ଟ୍ରମ୍ପ । ମୋଦିଙ୍କୁ ଭଲ ବନ୍ଧୁ କହିବା ସହ ଭାରତ ଏକ ମହାନ ଦେଶ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଇଜିପ୍ଟରେ ଅନୁଷ୍ଠିତ ଶର୍ମ-ଏଲ ଶେଖ ସମ୍ମିଳନୀରେ ସମ୍ବୋଧନ କରି ଏହା କହିଛନ୍ତି ଟ୍ରମ୍ପ । ସେ ଆହୁରି ମଧ୍ୟ କହିଛନ୍ତି ଯେ,

ହଷ୍ଟେଲ ବର୍ଦ୍ଧିତ ଫି’ ହ୍ରାସ ଦାବିରେ ଛାତ୍ରଛାତ୍ରୀଙ୍କ ଧାରଣା

ଗୋପାଳପୁର: ଛାତ୍ରାବାସର ବର୍ଦ୍ଧିତ ଫି’ ହ୍ରାସ ଦାବିରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ମଙ୍ଗଳବାର ପ୍ରଶାସନିକ କୋଠା ସମ୍ମୁଖରେ ଧାରଣା ଦେଇ ଫି’ ବୃଦ୍ଧିର ପ୍ରତିବାଦ କରିଥିଲେ। ଶେଷରେ କୁଳପତି ପ୍ରଫେସର

ବିଜେପି କର୍ମୀଙ୍କୁ ଘରୁ ଡାକି ହତ୍ୟା କଲେ ମାଓବାଦୀ

ମାଲକାନଗିରି: ଛତିଶଗଡ଼ ବିଜାପୁରରେ ପୁଣି ମାତିଲେ ମାଓବାଦୀ। ମାଓବାଦୀମାନେ ଜଣେ ବିଜେପି କର୍ମୀଙ୍କୁ ଘରୁ ଡାକି ନେଇ ହତ୍ୟା କରିଛନ୍ତି। ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ମୃତକ ହେଲେ ସତ୍ୟମ ପୁନେମ।  ସେ ବିଜାପୁରରେ ଭାଜପାର ମଣ୍ଡଳସ୍ତରୀୟ କର୍ମୀ।

ମହିଳାଙ୍କୁ କାର୍‌ ପାଇଁ ଋଣ ଦେବେ ମୋହନ ସରକାର

ଭୁବନେଶ୍ଵର: ରାଜ୍ୟରେ ମହିଳା ମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଆତ୍ମନିର୍ଭର ମହିଳା ଆମ ସୁବାହକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର