Sign in
Sign in
Recover your password.
A password will be e-mailed to you.
ଶ୍ରୀମନ୍ଦିରରେ ହେବ ଓ୍ବାକିଟକି ବ୍ୟବସ୍ଥା
ପୁରୀ : ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ଭାବେ ବାରଣ ହେବ ମୋବାଇଲ ଫୋନ୍। କୌଣସି ପୁଲିସ୍ କର୍ମଚାରୀ କିମ୍ବା ସେବାୟତ ମନ୍ଦିର ଭିତରକୁ ମୋବାଇଲ୍ ନେଇପାରିବେ ନାହିଁ। ଆଗକୁ ଓ୍ବାକିଟକି ବ୍ୟବସ୍ଥା ହେବ ବୋଲି କହିଛନ୍ତି ସୁରକ୍ଷା ସବ୍ କମିଟି ମୁଖ୍ୟ। ଆଜି ସୁରକ୍ଷା ସବ୍ କମିଟି ମୁଖ୍ୟ ଡଃ!-->…
ଇ-କେୱାଇସି କରିନଥିଲେ ଦିଆଯିବନି ଚାଉଳ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ଵର : ଇ-କେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି ଏବେବି ରାଜ୍ୟର ୧୫ଲକ୍ଷ ୬୭ ହଜାର ହିତାଧିକାରୀ କେୱାଇସି କରିନାହାନ୍ତି । ଯେଉଁମାନେ ଇ-କେୱାଇସି କରିବେନି ସେମାନଙ୍କୁ ଚାଉଳ!-->…
୧୬ରେ ମୁଖ୍ୟମନ୍ତ୍ରୀଙ୍କ ନୂଆପଡା ଗସ୍ତ
ଭୁବନେଶ୍ବର: ଆସନ୍ତା ୧୬ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ । ନାମାଙ୍କନ ବେଳେ ଉପସ୍ଥିତ ରହିବା ସହ ବିଶାଳ ସମାବେଶ କରିବେ ବୋଲି ସୂଚନା ମିଳିଛି । ଏନେଇ ବିଜେପି!-->…
୧୦ ଲକ୍ଷ ଟଙ୍କାର କଫ ସିରଫ ଜବତ, ୨୦ ଗିରଫ
ସମ୍ବଲପୁର : ତାମିଲନାଡୁରେ କଫ ସିରଫ ପିଇ କିଛି ଛୁଆଙ୍କ ମୃତ୍ୟୁ ପରେ ପୋଲିସ ସଜାଗ ହୋଇଯାଇଛି l ଆଜି ସମ୍ବଲପୁର ପୋଲିସ ଏକ ବଡ଼ ଧରଣର ଚଢାଉ କରି ୫ ହଜ଼ାର କଫ ସିରଫ ସହ ୨୦ ଜଣଙ୍କୁ ଧରିବାରେ ସଫଳ ହୋଇଛି l ୫୧୦୦ ବୋତଲ କୋରେକ୍ସ ବରେଇପାଲି ପୋଲିସ!-->…
ଦୁଇ ଦିନରେ ଫେରିଯିବ ମୌସୁମୀ, ଆଗକୁ ବଢିବ ଶୀତ
ଭୁବନେଶ୍ୱର : କମିବ ବର୍ଷା, ବଢିବ ଶୀତ । ଆସନ୍ତା ୨ଦିନରେ ଫେରିଯିବ ମୌସୁମୀ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁଗୂଳ ରହିଛି । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଏବେ ହାଲୁକା ଥଣ୍ଡା ଅନୁଭୂତ ହେଲାଣି । ଆଗକୁ ଶୀତ ବଢିବା ସହ କାକର!-->…
୬୦ ସହଯୋଗୀଙ୍କ ସହ ଆତ୍ମସମର୍ପଣ କଲା ମୋଷ୍ଟ ୱାଣ୍ଟେଡ୍ ମାଓନେତା ମାଲୋଜୁଲା ବେଣୁଗୋପାଳ ରାଓ
ନୂଆଦିଲ୍ଲୀ : ଭୁଶୁଡୁଛି ଲାଲଗଡ଼ । ମୋଷ୍ଟ ୱାଣ୍ଟେଡ୍ ଟପ୍ ମାଓନେତା ମାଲୋଜୁଲା ବେଣୁଗୋପାଳ ରାଓ ଓରଫ ସୋନୁର ଆତ୍ମସମର୍ପଣ। ମହାରାଷ୍ଟ୍ର ଗଡ଼ଚିରୋଲି ପୋଲିସ ନିକଟରେ ୬୦ ସହଯୋଗୀଙ୍କ ସହ ଆତ୍ମସମର୍ପଣ କରିଛି CPI ମାଓବାଦୀର ବରିଷ୍ଠ ପଲିଟବ୍ୟୁରୋ ସଦସ୍ୟ ସୋନୁ । ଗତ ସେପ୍ଟେମ୍ବରରେ ସୋନୁ!-->…
ଆପତ୍ତିଜନକ ଏ.ଆଇ ଭିଡିଓ କରି ବନ୍ଧା ହେଲେ ଯୁବକ
କଟକ : ଆପତ୍ତିଜନକ ଏ.ଆଇ ଭିଡିଓ କରି ଯୁବକ ଗିରଫ । ଏ.ଆଇ ଭିଡିଓ କରି ସୋସିଆଲ ମିଡିଆରେ ଛାଡୁ ଥିଲେ ଅଭିଯୁକ୍ତ । ଗିରଫ କଲା ସାଇବର ଥାନା ପୋଲିସ। ସୋସିଆଲ ମିଡିଆରେ ଏପରି ଭିଡିଓ ଛାଡ଼ି ଅଧିକ ଭୀୟୁ ଆଶାରେ ଟଙ୍କା ରୋଜଗାର କରିବା ପାଇଁ ଚେଷ୍ଟା କରୁଥିଲେ ଅଭିଯୁକ୍ତ ।!-->…
ସାଇକେଲରେ ଯାଇ ଲୋକଙ୍କ ଗୁହାରି ଶୁଣିଲେ ବିଡିଓ
ସୁବର୍ଣ୍ଣପୁର: ସାଇକେଲରେ ଯାଇ ଲୋକଙ୍କ ଗୁହାରି ଶୁଣିଲେ ବିଡିଓ । ଏକେଉଁ ମନଗଢା କାହାଣୀ କି ସିନେମାର ଦୃଶ୍ୟ ନୁହେଁ, ଜଣେ ମଣିଷ ଜୀବନର ବାସ୍ତବିକ ଘଟଣା । ଯାହାକି ମନକୁ ଛୁଇଁଲା ଭଳି କଥାଟିଏ । ଏ ସମାଜରେ ସଭିଏ ନିଜ ନିଜ କାମରେ ବ୍ୟସ୍ତ । କାହାକୁ କାହା କଥା ଭାବିବାକୁ ବି ସମୟ!-->…
ଦୀପାବଳି କଟକଣା, ସନ୍ଧ୍ୟା ୭ରୁ ୯ ଟା ପର୍ଯ୍ୟନ୍ତ ଫୁଟାଇ ପାରିବେ ବାଣ
ଭୁବନେଶ୍ୱର : ଆଉ ଦିନ କେଇଟା ପରେ ଆଲୋକର ପର୍ବ ଦୀପାବଳି । ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ ଗାଇଡଲାଇନ୍!-->…
ସ୍ୱର୍ଗତ ପୀତବାସ ପଣ୍ଡାଙ୍କ ବାସଭବନ ରେ ପୁରୁଣା ବନ୍ଧୁ ମାନଙ୍କ ପକ୍ଷରୁ ଶ୍ରଦ୍ଧାଞ୍ଜଳି….!
ବ୍ରହ୍ମପୁର: ସ୍ୱର୍ଗତ ଆଇନଜୀବୀ ପିତବାସ ପଣ୍ଡାଙ୍କ ବାସଭବନରେ ପୂର୍ବତନ ସାଂସଦ ଚନ୍ଦ୍ରଶେଖର ସାହୁ, ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡା ଅଜିତ ପଣ୍ଡା ଓ ଜ୍ୟୋତି ରଞ୍ଜନ ସାହୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ଦେଲେ!-->!-->!-->…