Sign in
Sign in
Recover your password.
A password will be e-mailed to you.
ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ବର: ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ରାଜ୍ୟ ସରକାର। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ଅପରାହ୍ନ ୩.୩୦ ମିନିଟରେ ଲୋକସେବା ଭବନରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ। ରେରା ଆଇନ ସହ ଜଡ଼ିତ ୫ଟି ବିଷୟ ବସ୍ତୁକୁ ନେଇ ବୈଠକରେ ହେବ!-->…
ଯୋଗାଣ ମନ୍ତ୍ରୀଙ୍କୁ ଠକେଇ ମାମଲା : ଅଭିଯୁକ୍ତ ନିରଞ୍ଜନ ଶତପଥୀକୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ
ଢେଙ୍କାନାଳ ୨୯।୭: ଠକେଇ ତ ଠକେଇ, ପୁଣି ମନ୍ତ୍ରୀଙ୍କୁ ଠକେଇ । ସବୁବେଳେ ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଖୋଦ ଠକେଇର ଶିକାର । ଜାଗା ଦେବାକୁ କହି ଦଲାଲ ତାଙ୍କ ଠାରୁ ୨୫ ଲକ୍ଷ ଟଙ୍କା ଠକେଇ କରିଥିବା!-->…
ଏଏସଆଇ ଫଟୋ ବିବାଦ ଓ ଆଇନଶୃଙ୍ଖଳା ବିପର୍ଯ୍ୟୟ : ରାଜ୍ୟ ସରକାରଙ୍କୁ ଘେରିଲା ବିଜେଡି, ଛାତ୍ର ଆନ୍ଦୋଳନ ଡାକରା
ଭୁବନେଶ୍ୱର: ଶ୍ରୀମନ୍ଦିରର ସୁରକ୍ଷା ଓ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ବିଜୁ ଜନତା ଦଳ (ବିଜେଡି) ରାଜ୍ୟର ନୂତନ ବିଜେପି ସରକାରଙ୍କୁ କଡ଼ା ସମାଲୋଚନା କରିଛି। ବିଶେଷକରି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ଦ୍ୱାରା ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ!-->…
ଡବଲ୍ ମର୍ଡର; ସ୍ତ୍ରୀ ଓ ଶାଶୁକୁ ହତ୍ୟା କରି ଜ୍ୱାଇଁ ଲଗାଇଲା କଦଳୀ ଗଛ !
ବାରିପଦା/କୁଳିଅଣା: ମୟୂରଭଂଜ ଜିଲ୍ଲା କୁଳିଅଣା ଥାନା ଅଧୀନ ନୂଆଗାଁରେ ମା’-ଝିଅଙ୍କୁ ହତ୍ୟା କରାଯାଇଛି। ଗତ ୧୫ ତାରିଖ ଠାରୁ ନିଖୋଜ ଥିବା ମା’-ଝିଅଙ୍କର ମୃତଦେହ ମାଟି ତଳୁ ଉଦ୍ଧାର କରାଯାଇଛି। ଏହି ହତ୍ୟାକାଣ୍ଡର ଅଭିଯୁକ୍ତ ହେଉଛି ଜ୍ବାଇଁ। ସେ ନିଜ ସ୍ତ୍ରୀ ଓ ଶାଶୂଙ୍କୁ ପଥରରେ ଛେଚି!-->…
ବିଶାଖାପାଟଣାରେ କାମ ଦେଲାନି ଆୟୁଷ୍ମାନ କାର୍ଡ
ଲାଞ୍ଜିଗଡ଼ : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବାତେଲିମା ଗାଁର ମିଥୁନ ହରିଜନ ନାମକ ଜଣେ ଯୁବକ ଅତ୍ୟନ୍ତ ଗୁରୁତର ଭାବେ ବିଶାଖାପାଟଣାସ୍ଥିତ ସେଭେନ ହିଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଖବର ମିଳିଥିଲା। ତେବେ ସେଠାରେ ଆୟୁଷ୍ମାନ ଭାରତ କାର୍ଡ କାମ ନଦେବାରୁ ମିଥୁନଙ୍କ ପରିବାର ପାଇଁ!-->…
ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା, ୩ ଅଟକ
ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା। ବ୍ୟାଙ୍କକରୁ ଭୁବନେଶ୍ୱର ଆସୁଥିବା ବେଳେ, ମାଡ଼ି ବସିଲା କଷ୍ଟମ ବିଭାଗ । ଏହି ମାମଲାରେ ୩ ଜଣକୁ ଅଟକ ରଖି ପଚରାଉଚରା କରାଯାଉଛି। ତିନି ଅଟକ ଅଭିଯୁକ୍ତ ହେଲେ ମହମ୍ମଦ ଜାମ୍, ମୋହିତ ଓ ବାମତି। ଏମାନେ ସମସ୍ତେ ଉତ୍ତର!-->…
ଓଡ଼ିଶାର ମା’ମାନେ ସମଗ୍ର ଦେଶରେ ରାଜ୍ୟ ପାଇଁ ଗର୍ବ ଆଣିଛନ୍ତି: ପ୍ରଭାତୀ
ଭୁବନେଶ୍ୱର: ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଆଗକୁ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମତବ୍ୟକ୍ତ କରିଛନ୍ତି। ଆଜି ମିସନ ଶକ୍ତି ଭବନର ପ୍ରେକ୍ଷାଳୟରେ ଶ୍ରୀମତୀ ପରିଡ଼ାଙ୍କ ଉପସ୍ଥିତିରେ ବୁଣାକାର ମା’ ଓ ଭଉଣୀମାନଙ୍କୁ ସଶକ୍ତ କରିବା!-->…
କଲେରା ବ୍ୟାପିବା ପ୍ରସଙ୍ଗ: ମେଡିକାଲ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍
ଯାଜପୁର: ଯାଜପୁର ଜିଲ୍ଲାରେ କଲେରା ବ୍ୟାପିବା ପ୍ରସଙ୍ଗରେ ଧର୍ମଶାଳା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଧିକାରୀ ଡାକ୍ତର ସୁଧୀର କୁମାର ସାହୁଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। କଲେରା ପରିଚାଳନା ସମୟରେ ସେ ସଠିକ୍ ନିରୀକ୍ଷଣ କରିନଥିଲେ ବୋଲି ନୋଟିସରେ ଉଲ୍ଲେଖ!-->…
ଟ୍ରମ୍ପ୍ ୨୯ ଥର ଅସ୍ତ୍ରବିରତି ଦାବି କରିଛନ୍ତି, ସାହସ ଅଛି ତ ଏହା ମିଛ ବୋଲି କୁହନ୍ତୁ ମୋଦୀ: ରାହୁଲ
ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅପରେସନ ସିନ୍ଦୂର ବିତର୍କରେ ଅଂଶଗ୍ରହଣ କରି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବାରମ୍ବାର କହୁଛନ୍ତି ଯେ, ସେ ଯୁଦ୍ଧବିରତି କରିଛନ୍ତି। ସେ ଏହା ୨୯ ଥର!-->…
ବିରୋଧୀଙ୍କୁ ଶୁଣାଇଲେ ଶାହ- ଯାହାର ଯେମିତି ଚଷମା, ସେମିତି ଦୃଷ୍ଟିଭଙ୍ଗୀ
ନୂଆଦିଲ୍ଲୀ: ଅପରେସନ ସିନ୍ଦୂରକୁ ନେଇ ଲୋକସଭାରେ ମଙ୍ଗଳବାର ଆଲୋଚନା ସମୟରେ ହଙ୍ଗାମା ହୋଇଛି। ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବିତର୍କରେ ମନ୍ତବ୍ୟ ରଖୁଥିବା ସମୟରେ ବିରୋଧୀ କିଛି ପ୍ରାମଣ ମାଗିଥିଲେ, ଯାହାକୁ ନେଇ ଶାହ ସେମାନଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଶାହ କଟୁ ଶବ୍ଦରେ ସେମାନଙ୍କୁ!-->…