Sign in
Sign in
Recover your password.
A password will be e-mailed to you.
୧୨୦୦୦ କର୍ମଚାରୀଙ୍କୁ ବିଦା କରିବ ଟିସିଏସ୍
ନୂଆଦିଲ୍ଲୀ : ଦେଶର ସର୍ବବୃହତ ଆଇଟି ସେବା କମ୍ପାନୀ ଟିସିଏସ୍ (ଟାଟା କନସଲଟାନ୍ସି ସର୍ଭିସେସ୍)ର କର୍ମଚାରୀମାନଙ୍କ ପାଇଁ ଏକ ଚିନ୍ତାଜନକ ଖବର । କମ୍ପାନୀ ଚଳିତ ଆର୍ଥିକ ବର୍ଷରେ ଅର୍ଥାତ୍ ଏପ୍ରିଲ ୨୦୨୫ରୁ ମାର୍ଚ୍ଚ ୨୦୨୬ ମଧ୍ୟରେ ପ୍ରାୟ ୨ ପ୍ରତିଶତ କର୍ମଚାରୀଙ୍କୁ ଛଟେଇ କରିବାକୁ ଯାଉଛି।!-->…
ଅମରେଶଙ୍କ ସସପେଣ୍ଡ ପରେ ପ୍ରତିକ୍ରିୟା ରଖିଲେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି
ଭୁବନେଶ୍ବର: ବାଲେଶ୍ୱରରୁ ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ ପରେ ଦଳ ତାଙ୍କୁ ନିଲମ୍ବିତ କରିଛି । ଅମରେଶ ଜେନାଙ୍କ ଗିରଫ ପରେ ପ୍ରତିକ୍ରିୟା ରଖିଛନ୍ତି ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ଅଶୋକ ଚନ୍ଦ୍ର ପଣ୍ଡା । ସେ କହିଛନ୍ତି ଯେ, ଏକ ସମ୍ବେଦନଶୀଳ ଅଭିଯୋଗକୁ ନେଇ ଅମରେଶ ଜେନାଙ୍କ!-->…
ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ଚୁକ୍ତି ମାମଲା, ଚୁକ୍ତି ବାତିଲ ଆଘାତ ଦେଇଛି : ନବୀନ ପଟ୍ଟନାୟକ
ଭୁବନେଶ୍ବର : ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ଚୁକ୍ତି ବାଲିତକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ତୀବ୍ର ପ୍ରତିକ୍ରିୟା । ଚୁକ୍ତି ବାତିଲ ଆଘାତ ଦେଇଥିବା କହିଛନ୍ତି ନବୀନ ପଟ୍ଟନାୟକ । ଡବଲ୍ ଇଞ୍ଜିନ ସରକାର ମେଟ୍ରୋ ରେଲ୍ ପରି ଗୁରୁତ୍ଵପୂର୍ଣ୍ଣ ପ୍ରକଳ୍ପ ବାତିଲ୍ କରି ଓଡିଶା!-->…
ହ୍ୱାଟସଆପକୁ ଆସିଲା ଧମକ ବାର୍ତ୍ତା; “ନମସ୍କାର ମହାଶୟ, ମୁଁ ୨୪ ଘଣ୍ଟା ମଧ୍ୟରେ ସମ୍ରାଟ ଚୌଧୁରୀଙ୍କୁ ହତ୍ୟା…
ପାଟନା: ବିହାରର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ଗତ ଶନିବାର ରାତିରେ ହତ୍ୟା ଧମକ ମିଳିଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆଧାରରେ ପୁଲିସ ଧମକ ଆସିଥିବା ଅଜଣା ନମ୍ବରକୁ ଟ୍ରେସ୍ କରି ତଦନ୍ତ ଆରମ୍ଭ କରିବା ସହିତ ଉପମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି!-->…
ମୋଦିଙ୍କ ମନ କି ବାତ୍ରେ ସ୍ଥାନ ପାଇଲା କେନ୍ଦୁଝର ସଂକୀର୍ତ୍ତନ ମଣ୍ଡଳୀଠୁ ଆରମ୍ଭ କରି ମୟୂରଭଞ୍ଜର ସାନ୍ତାଳୀ ଶାଢୀ
ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ମୋଦି ଆଜି ‘ମନ କି ବାତ’ର ୧୨୪ତମ ଏପିସୋଡ୍ ମାଧ୍ୟମରେ ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ଦେଶବାସୀଙ୍କ ସମ୍ମୁଖରେ ବିଭିନ୍ନ ପ୍ରସଙ୍ଗ ନେଇ ମୋଦି ନିଜର ମତ ରଖିଥିବା ବେଳେ ଏଥିରେ ଓଡିଶାର କେନ୍ଦୁଝର ଜିଲ୍ଲାର ସଂକୀର୍ତ୍ତନ ମଣ୍ଡଳୀ ଏବଂ!-->…
ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀରେ ବନ୍ୟା, ପାଣି ଘେରରେ ଲୋକେ
ବୈତରଣୀ ନଦୀରେ ମାଡ଼ି ଆସିଲା ବନ୍ୟା। ଜଳମଗ୍ନ ହୋଇ ରହିଛି ବ୍ୟାପକ ଅଞ୍ଚଳ । ପାଣି ଘେରରେ ରହିଛନ୍ତି ଲୋକେ। ଅନେକ ସ୍ଥାନରେ ରାସ୍ତାଘାଟ ବି ବିଛିନ୍ନ। ବ୍ୟାପକ ଚାଷଜମି ଜଳମଗ୍ନ। ଜଳସ୍ତର କିଛିଟା ହ୍ରାସ ପାଇଥିଲେ ହେଁ ବନ୍ୟାଜଳରୁ ମୁକୁଳି ପାରି ନାହାଁନ୍ତି ତଳିଆ ଅଞ୍ଚଳର ଅଧିବାସୀ। ଆଖୁଆପଦା!-->…
କଙ୍ଗୋ ଚର୍ଚ୍ଚରେ ଆତଙ୍କବାଦୀ ଆକ୍ରମଣ, ୨୧ ମୃତ
କିନସାସା : ପୂର୍ବ କଙ୍ଗୋରେ ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ସୃଷ୍ଟି କରିଛନ୍ତି। ପୂର୍ବ କଙ୍ଗୋରେ ଇସଲାମିକ୍ ଷ୍ଟେଟ୍ ସମର୍ଥିତ ବିଦ୍ରୋହୀଙ୍କ ଦ୍ୱାରା ଏକ ଚର୍ଚ୍ଚ ଉପରେ ଆକ୍ରମଣରେ ଅତି କମରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ଥାନୀୟ ନେତାମାନେ କହିଛନ୍ତି।
ସୂଚନା ଅନୁସାରେ!-->!-->!-->…
ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ; ଯୁବକ ଅଟକ
ବାଲେଶ୍ବର: ବାଲେଶ୍ଵର ଫକୀର ମୋହନ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ । କ୍ୟାମ୍ପସ କ୍ବାର୍ଟର୍ସରେ ଏକା ଥିବାର ସୁଯୋଗ ନେଇ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ଆସିଛି । ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର ରେମୁଣା ଥାନାରେ ଅଭିଯୋଗ କରିବା ପରେ ନୀଳଗିରି!-->…
ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ, ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ହେବ ପାଳନ
ବଲାଙ୍ଗିର : ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ । ଆଦି ସଂସ୍କୃତି ଆଦି ପରମ୍ପରାର ପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହେଲା । ବଲାଙ୍ଗିର ଶୈଳଶ୍ରୀ ପ୍ୟାଲେସ ଠାରେ ରବିବାର ଏନେଇ ତାରିଖ ଓ ସମୟ ଘୋଷଣା କରିଛନ୍ତି ରାଜ ପୁରୋହିତ । ମା’ ପାଟଣେଶ୍ୱରୀ, ମା’ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ସହ!-->…
ଭାଇ ଉଦ୍ଧବଙ୍କୁ ଭେଟିଲେ ରାଜ୍ ଠାକରେ
ମୁମ୍ବାଇ : ମହାରାଷ୍ଟ୍ରରେ ହିନ୍ଦୀ-ମରାଠୀ ଭାଷାକୁ ନେଇ ବିବାଦ ଠାକରେ ପରିବାର ପାଇଁ ଶୁଭ ସାବ୍ୟସ୍ତ ହେଉଛି। ଗତ ୨୦ ବର୍ଷ ଧରି ସମ୍ପର୍କରେ ଥିବା ଶିତଳତା ଏବେ ଉଷ୍ମ ହେବା ଆରମ୍ଭ କରିଛି। ନିକଟରେ ଏକ ମିଳିତ ରାଲି କରିବା ପରେ, ଠାକରେ ଭାଇମାନେ ପୁଣି ଥରେ ସାକ୍ଷାତ କରିଛନ୍ତି। ରାଜ ଠାକରେ!-->…