Sign in
Sign in
Recover your password.
A password will be e-mailed to you.
ସାରା ରାଜ୍ୟରେ ଲଗାଣ ବର୍ଷା, ବିପଦ ସଙ୍କେତ ଛୁଇଁଲା ଜଳକା
ଜଳେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଯାହାଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ସେପଟେ ବିପଦ ସଙ୍କେତ ଛୁଇଁଲା ଜଳକା । ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ମଥାନୀଠାରେ ବିପଦ!-->…
ଛେଣ୍ଡଠାରେ ‘ଆମ ପୋଲିସ ସମିତି’ ବୈଠକ ଅନୁଷ୍ଠିତ
ବିରମିତ୍ରପୁର (ନିସର୍ତ୍ତ ନ୍ୟୁଜ୍ ): ରାଉରକେଲା ଜିଲ୍ଲାର ଛେଣ୍ଡ ପୋଲିସ ଥାନା ଆନୁକୂଲ୍ୟରେ ଛେଣ୍ଡ ବରିଷ୍ଠ ନାଗରିକ କାର୍ଯ୍ୟାଳୟ ପରିସରରେ ଏକ ‘ଆମ ପୋଲିସ ସମିତି’ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୋଲିସ ଓ ସାଧାରଣ ଜନତାଙ୍କ ମଧ୍ୟରେ ସମ୍ପର୍କକୁ ଅଧିକ ମଜବୁତ କରିବା, ସ୍ଥାନୀୟ ସୁରକ୍ଷା!-->!-->!-->…
ଗଳାକାଟି ସ୍ତ୍ରୀକୁ ହତ୍ୟା ପରେ ସ୍ବାମୀର ଆତ୍ମହତ୍ୟା ଉଦ୍ୟମ
ଭୁବନେଶ୍ୱର : ରାଜଧାନୀରେ ଚାଞ୍ଚଲ୍ୟ । ସ୍ତ୍ରୀର ଗଳାକାଟି ହତ୍ୟା କଲା ସ୍ୱାମୀ । ପରେ ନିଜେ ବିଷ ପିଇ ଜୀବନ ହରିବାକୁ ଉଦ୍ୟମ କଲା ସ୍ବାମୀ । ମଞ୍ଚେଶ୍ୱର ଥାନା ଚକେଇସିହାଣୀ ସାହୁ କଲୋନୀରେ ଏପରି ହତ୍ୟାକାଣ୍ଡ ଘଟିଛି । ଗୁରୁତର ଅବସ୍ଥାରେ ଅଭିଯୁକ୍ତ ସ୍ୱାମୀଙ୍କୁ!-->…
୧୪୩ ନଂ ଜାତୀୟ ରାଜପଥ ଶୋଚନୀୟ: ମରାମତି ଦାବିରେ ବିଜେଡିର ଆନ୍ଦୋଳନ ଚେତାବନୀ
ବିରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରୁ ବିରମିତ୍ରପୁର ଦେଇ ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥର ଅବସ୍ଥା ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ଓଡ଼ିଶାର ତଳସେରଠାରୁ ଝାରଖଣ୍ଡ ସୀମାନ୍ତ ବାସଜର ପର୍ଯ୍ୟନ୍ତ ବିସ୍ତୃତ ଏହି ରାସ୍ତା ସମ୍ପୂର୍ଣ୍ଣ ଜରାଜୀର୍ଣ୍ଣ ହୋଇପଡ଼ିଥିବାରୁ!-->!-->!-->…
ଲଗାଣ ବର୍ଷାରେ ଉବୁଟୁବୁ ଉତ୍ତର ଓଡ଼ିଶା: ବାଲେଶ୍ୱରରେ ସର୍ବାଧିକ ୨୦୦ ମିମିରୁ ଅଧିକ ରେକର୍ଡ
ଭୁବନେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷାରେ ଥରହର ଉତ୍ତର ଓଡ଼ିଶା। ଆକାଶରୁ ଯେମିତି କେବଳ ପାଣି ନୁହେଁ, ବରଂ ବିପଦ ଖସୁଛି। ବିଶେଷ କରି ବାଲେଶ୍ୱର ଜିଲ୍ଲା ପାଇଁ ଏହି ଲଗାଣ ବର୍ଷା ଏକ ବଡ଼ ଦୁର୍ଦ୍ଦଶା ପାଲଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୦୦ ମିଲିମିଟରରୁ ଅଧିକ ରେକର୍ଡ ବର୍ଷା ହେବା ପରେ!-->…
ଛାତ୍ରଛାତ୍ରୀଙ୍କ ଇଂଡକ୍ସନ କାର୍ଯ୍ୟକ୍ରମ
ନୟାଗଡ଼: ଲାଠିପଡ଼ା ସ୍ଥିତ ମଡେଲ ଡିଗ୍ରୀ କଲେଜ ଠାରେ ୨୦୨୬-୨୭ ଶିକ୍ଷା ବର୍ଷ ପାଇଁ ପାଠପଢା ଆରମ୍ଭ ହୋଇଅଛି । ପ୍ରଥମ ଦିବସରେ ଆଜି ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଇଂଡକ୍ସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥି ଉଦଘାଟନ କରିବା!-->…
କୋଟିଆରେ ଚାଲୁଥିବା ସ୍ୱତନ୍ତ୍ର ଗଭୀର ପୁନଃନିରୀକ୍ଷଣ (SIR-2026) କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ…
କୋରାପୁଟ / କୋଟିଆ : ରାଜ୍ୟରେ ଚାଲୁଥିବା ସ୍ୱତନ୍ତ୍ର ଗଭୀର ପୁନଃନିରୀକ୍ଷଣ (Special Intensive Revision – SIR)-୨୦୨୬ ଅନ୍ତର୍ଗତ ଦାବି ଓ ଆପତ୍ତି ଗ୍ରହଣ ପ୍ରକ୍ରିୟାର ସମୀକ୍ଷା ପାଇଁ ଆଜି ଓଡ଼ିଶା ସରକାରଙ୍କ ଉପ-ଶାସନ ସଚିବ (ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ!-->!-->!-->!-->!-->…
ଢାମଣାହାଣ୍ଡି ଠାକୁରାଣୀ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା-ରୁପା ଅଳଙ୍କାର ଚୋରି; ପୋଲିସ୍ ନିଷ୍କ୍ରିୟତାକୁ ନେଇ…
କୋଟପାଡ଼ / କୋରାପୁଟ : କୋରାପୁଟ ଜିଲ୍ଲା ଛତିଶଗଡ଼ ସୀମାନ୍ତ କୋଟପାଡ଼ ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଦୁର୍ବୁତ୍ତମାନେ ବାରମ୍ବାର ବିଭିନ୍ନ ଘର ଏବଂ ମନ୍ଦିରକୁ ଲକ୍ଷ୍ୟ କରି ଚୋରି କରୁଥିଲେ ସୁଦ୍ଧା, ପୋଲିସ୍ ଚୋରମାନଙ୍କୁ ଧରିବାରେ ବିଫଳ ହେଉଥିବା!-->!-->!-->…
ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି , ୩୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ
ଡେଲାଙ୍ଗ:ମଧ୍ୟାହ୍ନ ଭୋଜନରୁ ମିଳିଲା ଝିଟିପିଟି । ଛାତ୍ରଛାତ୍ରୀମାନେ ଖାଦ୍ୟ ଖାଉଥିବା ବେଳେ ସେଥିରେ ଏକ ମଲା ଝିଟିପିଟି ଦେଖିଥିଲେ । ଏପରି ଘଟଣା ଘଟିଛି ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଅରାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ । ତେବେ ଝିଟିପିଟି ପଡିଥିବା ଖାଦ୍ୟ ଖାଇ ୩୦ରୁ ଅଧିକ!-->…
ଦୀଘା ନିକଟରେ ସ୍ଥଳଭାଗ ଛୁଇଁଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ପଶ୍ଚିମବଙ୍ଗର ଦୀଘା ନିକଟରେ ସ୍ଥଳଭାଗ ଛୁଇଁଛି । ପଶ୍ଚିମ ବଙ୍ଗୋପସାଗର ନିକଟରେ ଥିବା ଡିପ୍ ଡିପ୍ରେସନ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଦୀଘାର ନିକଟତର!-->…