ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସାରି କାର୍ଯ୍ୟରେ ଯୋଗଦେଲେ ପୁରୀର ନୂଆ ଜିଲ୍ଲାପାଳ

ପୁରୀ: ପୁରୀର ନୂତନ ଜିଲ୍ଲାପାଳ ଭାବେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି ଦିବ୍ୟ ଜ୍ୟୋତି ପରିଡା । କାର୍ଯ୍ୟରେ ଯୋଗଦାନ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରି ଜିଲ୍ଲାପାଳ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କୁ ତାଙ୍କ କାର୍ଯ୍ୟାଳୟରେ ଅତିରିକ୍ତ

ପୁଣି ତଳମୁହାଁ ହେଲା ସେୟାର ମାର୍କେଟ; ସେନ୍‌ସେକ୍ସ ୭୦୦ ପଏଣ୍ଟ୍‌ ହ୍ରାସ

ମୁମ୍ବାଇ: ଲଗାତାର ଭାବେ ସେୟାର୍‌ ବଜାର ହ୍ରାସ ହେବା‌ରେ ଲାଗିଛି। ସେନ୍‌ସେକ୍ସ ୭୨୦ରୁ ଅଧିକ ପଏଣ୍ଟ୍‌ ହ୍ରାସ ପାଇଛି। ଯେତେବେଳେ କି ନିଫ୍‌ଟିରେ ୨୨୫ ପଏଣ୍ଟ୍‌ ହ୍ରାସ ପାଇଛି। ନିଫ୍‌ଟିରେ ୨୨୫ ପଏଣ୍ଟ୍‌ ହ୍ରାସ ପାଇ ୨୪୮୩୭ରେ ବନ୍ଦ୍‌ ହୋଇଛି। ବିଏସଇ ସେନ୍‌ସେକ୍ସର କଥା କହିବା ତ

ଓଡ଼ିଶା ଟେକ୍ସର ଶୁଭାରମ୍ଭ; ଓଡ଼ିଶାର ବସ୍ତ୍ର ସମଗ୍ର ଦେଶରେ ପହଞ୍ଚିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟେକ୍ସଟାଇଲ ଶିଳ୍ପର ବିକାଶ ଦିଗରେ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ । ଶୁକ୍ରବାର ଲୋକସେବା ଭବନରେ ‘ଓଡ଼ିଶା ଟେକ୍ସ ୨୦୨୫’ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି ।

ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି

ଜୟପୁର: ଜୟପୁରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହେବାପରେ ଜରୁରୀ ଅବତରଣ କରିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଏୟାର ଇଣ୍ଡିଆ ବିମାନକୁ ଶନିଦଶା ଲାଗିଛି କି? ବୋଲି ଲୋକେ ପ୍ରଶ୍ନ କରିଛନ୍ତି। କାରଣ ୨୦୨୫ ଜୁନ ୧୨ ତାରିଖରେ

ଲଗାଣ ବର୍ଷାରେ ବେହାଲ ମାଲକାନଗିରି

ମାଲକାନଗିରି : ଲଗାଣ ବର୍ଷାରେ ବୁଡ଼ିଲା ପୋଲ । କାଲିମେଳା କନ୍ୟାଶ୍ରମ ପୋଲ ଉପରେ ୨ ଫୁଟର ପାଣି । କାଲିମେଳାରୁ ପଡିଆ ଅଞ୍ଚଳକୁ ଯାତାୟାତ ଠପ ହୋଇଯାଇଛି । ମାଲକାନଗିରି ଜିଲ୍ଲା କାଲିମେଳାର କନ୍ୟାଶ୍ରମ ପୋଲ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଛି । ଫଳରେ ଜିଲ୍ଲା ବାହ୍ୟ ଜଗତରୁ

ଉନ୍ନତ ପ୍ରଯୁକ୍ତିବିଦ୍ୟା ଦ୍ବାରା ଟାଟା ଷ୍ଟିଲ କଳିଙ୍ଗନଗର ପ୍ଲାଣ୍ଟ ମଧୁର ଜଳ ବ୍ୟବହାରରେ ୪୦% ହ୍ରାସ କରିଛି

କଳିଙ୍ଗନଗର: ଓଡ଼ିଶାର ଯାଜପୁର ଜିଲ୍ଲାରେ ଅବସ୍ଥିତ ଟାଟା ଷ୍ଟିଲ କଳିଙ୍ଗନଗର ପ୍ଲାଣ୍ଟ ଜଳ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଦିଗରେ ଷ୍ଟିଲ ଉଦ୍ୟୋଗରେ ଏକ ନୂତନ ମାନଦଣ୍ଡ ସ୍ଥାପନ କରିଛି । ଉନ୍ନତ ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ଏହି ପ୍ଲାଣ୍ଟ ମଧୁର ଜଳ ବ୍ୟବହାରରେ ୪୦% ରୁ ଅଧିକ ହ୍ରାସ ଆଣିବା

ଜମ୍ମୁ-କଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ: ଜଣେ ଯବାନ ସହିଦ୍, ୨ ଆହତ

ନୂଆଦିଲ୍ଲୀ: ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ନେଲା ଯବାନଙ୍କ ଜୀବନ। ଶୁକ୍ରବାର ଦିନ ଜମ୍ମୁ ଓ କଶ୍ମୀରର ପୁଞ୍ଚରେ ଥିବା ନିୟନ୍ତ୍ରଣ ରେଖା ନିକଟରେ ଏକ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଘଟି ଭାରତୀୟ ସେନାର ଜଣେ ଯବାନ ସହିଦ୍ ହୋଇଛନ୍ତି। ଜାଟ୍ ରେଜିମେଣ୍ଟର ଜଣେ ସୈନିକ (ଅଗ୍ନିବୀର)ଙ୍କ ମୃତ୍ୟୁ ଘଟିଥିବା

ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର, ଘରୁ ଦେଢ କୋଟି ଟଙ୍କା ସହ ସୁନା ବିସ୍କୁଟ ଜବତ

ଜୟପୁର: ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ । ରେଞ୍ଜରଙ୍କ ଘରୁ ମିଳିଲା ପୁଳା ପୁଳା ଟଙ୍କା । ଦେଢ କୋଟି ଟଙ୍କା ସହ ସୁନା ବିସ୍କୁଟ ଜବତ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଓ କାର୍ଯ୍ୟାଳୟରେ

ବିଜେଡି କର୍ପୋରେଟର୍ ଅମରେଶ ଜେନାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ, ଗିରଫ ନକଲେ ଆତ୍ମହୁତି ଧମକ

ଭୁବନେଶ୍ୱର: ଭୁବନେଶ୍ୱରର ଲକ୍ଷ୍ମୀସାଗର ଥାନାରେ ଜଣେ ୧୯ ବର୍ଷୀୟା ଯୁବତୀର ଅଭିଯୋଗ ଆଧାରରେ ବିଜେଡି କର୍ପୋରେଟର୍ ଅମରେଶ ଜେନାଙ୍କ ବିରୋଧରେ ଧର୍ଷଣ, ଗର୍ଭପାତ ଏବଂ ଧମକର ମାମଲା ରୁଜୁ ହୋଇଛି, ଯେଉଁଥିରେ ସେ ବାହାନାରେ ନାବାଳିକା ଅବସ୍ଥାରୁ ତାଙ୍କୁ ଯୌନ ଶୋଷଣ କରିଥିବା ଅଭିଯୋଗ ହୋଇଛି।

ଶାସ୍ତ୍ର ଓ ଶସ୍ତ୍ର ଉଭୟ ଜରୁରୀ : ସିଡିଏସ୍

ନୂଆଦିଲ୍ଲୀ : ଚିଫ ଅଫ ଡିଫେନ୍ସ ଷ୍ଟାଫ୍ ( ସିଡିଏସ ) ଜେନେରାଲ ଅନିଲ ଚୌହାନ କହିଛନ୍ତି ଯେ 'ଅପରେସନ୍ ସିନ୍ଦୂର' ଏବେ ବି ଚାଲିଛି ଏବଂ ସେନାକୁ ସବୁବେଳେ ସର୍ବାଧିକ ସତର୍କ ସ୍ଥିତିରେ ରହିବାକୁ ପଡିବ। ସେ କହିଛନ୍ତି ଯେ ଯୁଦ୍ଧ ପାଇଁ ଶସ୍ତ୍ର ଏବଂ ଶାସ୍ତ୍ର (ଜ୍ଞାନ) ଉଭୟ ଆବଶ୍ୟକ।