ମୋବାଇଲ ନଦେବାରୁ ଜୀବନ ହାରିଲେ ନାବାଳିକା

ମାଲକାନଗିରି : ମୋବାଇଲ ପାଇଁ ଝୁଲିପଡ଼ିଲେ ନାବାଳିକା । ବାପା ମୋବାଇଲ ନଦେବାରୁ ବେକରେ ଗାମୁଛା ଲଗାଇ ଜୀବନ ହାରିଲେ ନାବାଳିକା । ମାଲକାନଗିରି ଜିଲ୍ଲା ମାଥିଲି ଥାନା ଗୋବିନ୍ଦପାଲି ଅଧୀନ ଢେପସାହିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗାଁର ଅର୍ଜୁନ କିଷାନଙ୍କ ୧୦ ବର୍ଷର ଝିଅ । କୌଣସି

ଆଜିଠୁ ଆରମ୍ଭ ହେଲା କାର୍ତ୍ତିକ ବ୍ରତ ; ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼

ଭୁବନେଶ୍ୱର: ଚଳିତ ବର୍ଷର କାର୍ତ୍ତିକ ବ୍ରତ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ବ୍ରତ ପାଳନ ପାଇଁ ହବିଷ୍ୟାଳିମାନେ ପୁରୀରେ ଆସି ପହଞ୍ଚିଛନ୍ତି। ତେବେ ୧ ମାସ ଧରି ଚାଲିବାକୁ ଥିବା ଏହି ବ୍ରତ ନଭେମ୍ବର ୫ରେ ସମାପ୍ତ ହେବ। ପୁରୀ ର ୫ ଟି ହବିଷ୍ୟାଳୀ କେନ୍ଦ୍ର ରେ ୨୫ଶହ ହବିଷ୍ୟାଳୀଙ୍କ ପାଇଁ

ଆମ ବସରେ ଯାତ୍ରୀଙ୍କୁ ଆକ୍ରମଣ; ୪ ଗୁରୁତର

ପୁରୀ: ହରଶପଡ଼ାରୁ ପୁରୀ ଜିଲ୍ଲାର ସୁକଳ ଯାଉଥିବା ଏକ ଆମ ବସରେ ମଙ୍ଗଳବାର ଦିନ ଯାତ୍ରୀମାନଙ୍କୁ ଜଣେ ଯୁବକ ଅତର୍କିତ ଆକ୍ରମଣ କରିବା ଫଳରେ ଚାରି ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଯୁବକ ଜଣକର ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ସେ ପ୍ରାୟ ୧୧ଟା ସମୟରେ ବିଧାନ ଛକ ନିକଟରେ ଏକ

ବ୍ରହ୍ମପୁର ଇତିହାସ ରେ ପ୍ରଥମ ଘଟଣା-ସୁଚିନ୍ତିତ ହତ୍ୟାକାଣ୍ଡ- ଆଇନଜୀବୀକୁ ହତ୍ୟା କରି ପୋଲିସ କୁ ଖୋଲା ଚ୍ୟାଲେଞ୍ଜ…

ହତ୍ୟାକାଣ୍ଡ ପଛରେ ରାଜନୈତିକ ଶତ୍ରୁତା ନା ଆଉ କିଛି ଟେର ଖୋଜୁଛି ପୋଲିସ.. ବ୍ରହ୍ମପୁର : ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗର ଅଞ୍ଚଳରେ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗତ କାଲି ପ୍ରାୟ ରାତ୍ର ଦଶ ଘଣ୍ଟା ରେ ଦୁଇ ଜଣ ଦୁର୍ବୁତ୍ତ ଗୋଟିଏ ବାଇକରେ ଆସି ଗୁଳିମାଡ଼ କରି ଘଟଣା

ବାଲ୍ୟ ବିବାହ ରୋକିଲା ଶିଶୁ ସୁରକ୍ଷା ବିଭାଗ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ଓରକେଲ ଥାନା ଅନ୍ତର୍ଗତ ଚିତାପାରି-୩ ପଞ୍ଚାୟତର ଚିତାପାରି-୧ ଗ୍ରାମରେ ବାଲ୍ୟ ବିବାହ ରୋକିଛି ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ, ନାବାଳିକା ଙ୍କୁ ଉଦ୍ଧାର ସହ ଥାନାରେ ଅଭିଯୋଗ ପ୍ରଦାନ। ମିଳିଥିବା ସୂଚନା ଅନୁଯାୟୀ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଅଧିକାରୀ

ଅଜଣା ମୃତ ଦେହ ଉଧାର ଘଟଣା, ମୃତକଙ୍କ ମିଳିଲା ପରିଚୟ…

ମାଲକାଗିରି, : ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକର କତାପାଲୀ ପଞ୍ଚାୟତର ବଡରେଙ୍ଗାଗୁଡା ଗ୍ରାମର ଜଣେ ଯୁବକ ଗତ ୩୦ ତାରିଖ ଠାରୁ ଘରୁ ଦଶହରା ଦେଖିବା ପାଇଁ ବାହାରିଥିବା ବେଳେ ସେ ଆଉ ଘରକୁ ଫେରିନଥିବା ବେଳେ ତାର ମୃତ ଦେହ ୪ ଦିନ ପରେ ଉଦ୍ଧାର ହୋଇଛି। ପରିବାର ଲୋକେ ଏହାକୁ ହତ୍ୟା ବୋଲିଲ

ଆମେରିକା ସେନାରେ ଦାଢି-ପଗଡି ଉପରେ କଟକଣା, ଭାରତର ନେତାଙ୍କ ବିରୋଧ

ନୂଆଦିଲ୍ଲୀ : ଆମେରିକୀୟ ସେନା ନୂଆ ନିୟମ ଯୋଗୁଁ ବିବାଦରେ ଫସିଛି। ନୂଆ ନିୟମାବଳୀରେ ଦାଢି ଓ ଲମ୍ବା କେଶ ଉପରେ କଟକଣା ଲାଗିଛି । ଯାହା ଫଳରେ ଶିଖ୍, ମୁସଲିମ୍ ଓ ଅର୍ଥୋଡକ୍ସ ୟେହୁଦୀ ସୈନିକଙ୍କୁ ନିଜ ଧର୍ମ ଓ ସେବା ମଧ୍ୟରୁ ଯେ କୌଣସି ଗୋଟିଏକୁ ଚୟନ କରିବାକୁ ପଡିବ। ନିକଟରେ ଆମେରିକୀୟ

ବିହାର ନିର୍ବାଚନ : ବଡ଼ ଘୋଷଣା, ସମସ୍ତ ଆସନରେ ପ୍ରାର୍ଥୀ ଦେବ ମାୟାବତୀଙ୍କ ବିଏସପି

ବିହାର : ଆଗାମୀ ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ବିହାର ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ପ୍ରଥମ ପର୍ଯ୍ୟାୟ ଗୁରୁବାର (୬ ନଭେମ୍ବର) ଏବଂ ଦ୍ୱିତୀୟ ପର୍ଯ୍ୟାୟ ମଙ୍ଗଳବାର (୧୧ ନଭେମ୍ବର) ରେ ହେବ

ପ୍ରଧାନ ବିଚାରପତିଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଉଦ୍ୟମ କରିଥିବା ଓକିଲ ନିଲମ୍ବିତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ବି.ଆର ଗଭଇଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଉଦ୍ୟମ କରିଥିବା ଆଇନଜୀବୀ ରାକେଶ କିଶୋରଙ୍କୁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆରୁ ନିଲମ୍ବନ କରାଯାଇଛି। ଏହି ଅବଧି ମଧ୍ୟରେ ସେ ଓକିଲାତି କରିପାରିବେ ନାହିଁ। ବିସିଆଇ ତାଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ

କଫସିରପ୍ ଖାଇ ୧୪ ଶିଶୁଙ୍କ ମୃତ୍ୟୁ ମାମଲା: ‘ଅପନା ମେଡିକାଲ ଷ୍ଟୋର୍ସ’ର ଲାଇସେନ୍ସ ରଦ୍ଦ

ଭୋପାଳ: ମଧ୍ୟ ପ୍ରଦେଶର ଛିନ୍ଦଓ୍ବାଡାରେ କଫସିରପ୍ ଖାଇ ୧୪ ଶିଶୁଙ୍କ ମୃତ୍ୟୁ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରସିୟାରେ ପରିଚାଳିତ ‘ଅପନା ମେଡିକାଲ ଷ୍ଟୋର୍ସ’ର ଲାଇସେନ୍ସ ରଦ୍ଦ କରାଯାଇଛି। ଏହାର ପରିଚାଳିକା ଜ୍ୟେତି ସୋନି(ଡାକ୍ତର ପ୍ରବୀଣ ସୋନିଙ୍କ ପତ୍ନୀ)। ଖାଦ୍ୟ ଏବଂ