ଡକାୟତ କରିବାକୁ ଯାଇ ଗ୍ରାମବାସୀ ହାତରେ ପଡିଲେ ଦୁଇ ଲୁଟେରା ଉତ୍ତମ ମାଧ୍ୟମ କରି ପୋଲିସକୁ ଜିମ୍ମା ଦେଲେ…

ବ୍ରହ୍ମପୁର : ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁ ନିକଟସ୍ଥ ମହୁଲପଲ୍ଲୀ ଗାଁରେ ଗତ ଶନିବାର ବିଳମ୍ବିତ ରାତିରେ ତିନିଜଣ ଡକାୟତ ଅଜିତ ପଟ୍ଟନାୟକ ଙ୍କ ତେଜରାତି ଦୋକାନରେ ପଶି ଦଶ ହଜାର ଟଙ୍କା ଏବଂ ଏକ ସ୍ମାର୍ଟ ଘଡି ଚୋରି କରି ନେଇଥିଲେ । ପରେ ଡକାୟତ ମାନେ ବୋରିଗାଁରେ ଡକାୟତି ଉଦ୍ୟମ

ବିଜୟଙ୍କୁ ଝଟ୍‌କା: କରୁର୍‌ ଦଳଚକଟା ପୀଡ଼ିତ ପରିବାରକୁ ସରକାରୀ ଚାକିରି ବାତିଲ କଲେ ହାଇକୋର୍ଟ

ଚେନ୍ନାଇ: ମାଡ୍ରାସ ହାଇକୋର୍ଟଙ୍କ ମଦୁରାଇ ବେଞ୍ଚ କରୁର୍‌ ଦଳାଚକଟା ଘଟଣାର ପୀଡ଼ିତଙ୍କ ପରିବାରକୁ ତାମିଲନାଡୁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସରକାରୀ ଚାକିରି ବାତିଲ କରିଦେଇଛନ୍ତି। ନିଯୁକ୍ତିକୁ ଅନୁମୋଦନ କରିଥିବା ସରକାରୀ ନିର୍ଦ୍ଦେଶକୁ କୋର୍ଟ ଖାରଜ କରିଦେଇଛନ୍ତି।

E20 ନୀତିକୁ ନେଇ ମିଥ୍ୟା ପ୍ରଚାର, ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନୀତିନ ଗଡକରୀ

ନୂଆଦିଲ୍ଲୀ : କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ E20 ଇଥାନଲ୍ ମିଶ୍ରଣ ନୀତିକୁ ନେଇ ସୋସିଆଲ ମିଡିଆରେ ପ୍ରସାରିତ ହେଉଥିବା କଥିତ AI ଡିପ୍ ଫେକ୍ ଭିଡିଓ ଏବଂ ଭ୍ରମକ ପୋଷ୍ଟ ବିରୋଧରେ ବମ୍ବେ ହାଇକୋର୍ଟରେ ମାନହାନି ମାମଲା ଦାୟର କରିଛନ୍ତି । ବମ୍ବେ ହାଇକୋର୍ଟ

ଇଣ୍ଡିଗୋ ବିମାନ କାର୍ଗୋରେ ଧୂଆଁ, ରାଜକୋଟ ଏୟାରପୋର୍ଟରେ କଲା ଏମରଜେନ୍ସି ଲ୍ୟାଣ୍ଡିଂ

ନୂଆଦିଲ୍ଲୀ : ରାଜକୋଟ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏମଜେନ୍ସି ଲ୍ୟାଣ୍ଡଂ କଲା ଇଣ୍ଡିଗୋ ବିମାନ । ବିମାନର କାର୍ଗୋ ହୋଲ୍ଡରୁ ଧୂଆଁ ବାହାରିବାରୁ ଏହି ସତର୍କତାମୂଳକ ପଦକ୍ଷେପ ନିଆଯାଇଥିବା ସୂଚନା ମିଳୁଛି । ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ବିମାନରୁ ଉଦ୍ଧାର କରାଯିବା ସହ ଧୂଆଁ

‘ଆନ୍ଦୋଳନ ହେଉଛି ବୋଲି ଲାଠିଚାର୍ଜ କରିପାରିବେନି ପୋଲିସ’: ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ

ନୂଆଦିଲ୍ଲୀ: ଦେଶରେ ଛାତ୍ର ଆନ୍ଦୋଳନ ସମୟରେ ପୋଲିସର କଥିତ ଅତ୍ୟଧିକ ବଳପ୍ରୟୋଗକୁ ନେଇ ଦାଖଲ ହୋଇଥିବା ବିଭିନ୍ନ ଆବେଦନର ଶୁଣାଣି ବେଳେ ସୁପ୍ରିମକୋର୍ଟ ସୋମବାର ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ରଖିଛନ୍ତି। ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱାଧୀନ ତିନିଜଣିଆ ଖଣ୍ଡପୀଠ

ପେପର ଲିକ୍ ରୋକିବାକୁ ପରୀକ୍ଷା ସଂଶୋଧନ ବିଲ୍ ଆଗତ, ବଡ଼ ପଦକ୍ଷେପ ନେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶରେ ପେପର ଲିକ୍ ରୋକିବାକୁ ମୋଦି ସରକାର ଆଜି ସଂସଦରେ ଗଣ ପରୀକ୍ଷା ସଂଶୋଧନ ବିଲ୍ ଆଗତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଲୋକସଭାରେ ଏହି ବିଲ୍ ଆଗତ କରିଛନ୍ତି । ଗଣ ପରୀକ୍ଷା ସଂଶୋଧନ ବିଲ୍ ମାଧ୍ୟମରେ ମୋଦି ସରକାର ପେପର ଲିକ୍ ମାଫିଆମାନଙ୍କୁ ଦମନ

ଗାଈକୁ ବଞ୍ଚାଇବାକୁ ଯାଇ ଚାଲିଗଲା ୩ ଜୀବନ, ୮ ଆହତ

ହାପୁର : ଉତ୍ତରପ୍ରଦେଶ ହାପୁର ଜିଲ୍ଲାର ଭଢ କୋତବାଲୀ ଅଞ୍ଚଳରେ ଦିଲ୍ଲୀ-ଲକ୍ଷ୍ନୌ ହାଇୱେରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ହାପୁରର ସାୟାନା ଚୌପଲା ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୮ ଜଣ ଆହତ ହୋଇଛନ୍ତି ।

ଫୁଡ୍ ଫେଷ୍ଟିଭାଲରେ ଗୁଳିକାଣ୍ଡ, ଜୀବନ ବଞ୍ଚାଇ ଦୌଡ଼ିଲେ ଲୋକେ

ନୂଆଦିଲ୍ଲୀ: ଆମେରିକାର ସିଆଟଲ ସହରରେ ଚାଲିଥିବା ଏକ ଫୁଡ୍ ଫେଷ୍ଟିଭାଲରେ ଗୁଳିକାଣ୍ଡ ଘଟିଛି । ଏହି ଘଟଣାରେ ଅତି କମରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି ।ଆମେରିକାର ସିଆଟଲ ସହରରେ ଚାଲିଥିବା ଏକ ଫୁଡ୍ ଫେଷ୍ଟିଭାଲରେ ଗୁଳିକାଣ୍ଡ ଘଟିଛି । ଏହି ଘଟଣାରେ ଅତି କମରେ ୨

ଟ୍ରମ୍ପଙ୍କ ନିଷ୍ପତ୍ତି ପରେ ୬ ପ୍ରତିଶତ ଖସିଲା ଅଶୋଧିତ ତୈଳ ଦର

ନୂଆଦିଲ୍ଲୀ : ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଇରାନ ଉପରେ ତୁରନ୍ତ କୌଣସି କଠୋର ସାମରିକ ବା ଅର୍ଥନୈତିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଆମେରିକା ନିଷ୍ପତ୍ତି ନେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଗୋଟିଏ

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ୱାଗତ, ‘ଜିନ୍ଦାବାଦ’ ନାରାରେ ଗୁଞ୍ଜରିତ ହେଲା ସଂସଦ ଭବନ

ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ଏବଂ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ କାରଣରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ତେବେ ମନ୍ତ୍ରୀ ପଦ ଛାଡ଼ିବା ପରେ ମଧ୍ୟ ବିଜେପି ଦଳ ଭିତରେ ତାଙ୍କର ଦବଦବା ଏବଂ